• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Proprietor Abhimanyu Maharana by Proprietor Abhimanyu Maharana
April 25, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପୂର୍ବ ଭାରତର ଅନ୍ୟତମ ଅଗ୍ରଣୀ ଭାଲ୍ୟୁ ଫ୍ୟାଶନ ରିଟେଲ ଚେନ୍‌, ଷ୍ଟାଇଲ ବଜାର ପକ୍ଷରୁ ନିକଟରେ ମୁକ୍ତିଲାଭ କରିଥିବା ଓଡିଆ ଫିଲ୍ମ ବିନ୍ଦୁସାଗର ସହ ଏକ ସ୍ୱତନ୍ତ୍ର ସହଭାଗିତା ଘୋଷଣା କରାଯାଇଛି । ଏନେଇ ଏପ୍ରିଲ ୨୪ ତାରିଖ ୨୦୨୬ରେ ଭୁବନେଶ୍ୱରସ୍ଥିତ ଷ୍ଟାଇଲ ବାଜାର ଷ୍ଟୋରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଏବଂ ଏଥିରେ ଜାତୀୟ ପୁରସ୍କାର ବିଜେତା ଅଭିନେତ୍ରୀ ପ୍ରକୃତି ମିଶ୍ର ଓ ଅଭିନେତା ଦୀପନ୍ୱିତ ଦାସମହାପାତ୍ରଙ୍କ ସମେତ ଫିଲ୍ମର କ୍ରିୟୁ ଟିମ୍ ଯୋଗ ଦେଇଥିଲେ ।

ଏହି ଅବସରରେ ଷ୍ଟାଇଲ ବଜାର୍‌ର ସହପ୍ରତିଷ୍ଠାତା ଓ ପରିଚାଳନା ନିର୍ଦ୍ଦେଶକ, ଶ୍ରୀଯୁକ୍ତ ଶ୍ର୍ରେୟାନ୍ସ ସୁରାନା କହିଛନ୍ତି, “ଷ୍ଟାଇଲ ବଜାରରେ ଆମେ ସେବା ପ୍ରଦାନ କରୁଥିବା ଅଂଚଳଗୁଡିକର ଉତ୍ସାହକୁ ପାଳନ କରିବାରେ ବିଶ୍ୱାସ ରଖିଥାଉ । ବିନ୍ଦୁସାଗର ଫିଲ୍ମ ସହ ଆମର ସହଭାଗିତା ସ୍ଥାନୀୟ ସଂସ୍କୃତି ସହ ଜଡିତ ରହିବା ସହ ଆମର ଗ୍ରାହକଙ୍କ ପାଇଁ ଆଧୁନିକ ଅନୁଭୂତି ସୃଷ୍ଟି କରିବା ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳନ କରୁଛି । ଏହି ପଦକ୍ଷେପ ଆମକୁ ଫ୍ୟାଶନ, ସଂସ୍କୃତି ଓ ସିନେମାକୁ ଗୋଟିଏ ଅର୍ଥପୂର୍ଣ୍ଣ ଓ ନିୟୋଜିତ ମାଧ୍ୟମରେ ଏକତ୍ରିତ କରିବା ପାଇଁ ଅନୁମତି ଦେଇଛି ।”

ସ୍ଥାନୀୟ ଦର୍ଶକଙ୍କ ସହ ଗଭୀର ଭାବେ ପ୍ରତିଧ୍ୱନିତ୍ୱ କରୁଥିବା ଦୁଇଟି ଶକ୍ତିଶାଳୀ ମାଧ୍ୟମ ସିନେମା ଓ ଫ୍ୟାଶନକୁ ସହଜରେ ଏକତ୍ରିତ କରି ଏହି ସହଭାଗିତା ଓଡିଶାର ସାଂସ୍କୃତିକ ପରିଚୟ ସହ ଗଭୀର ଭାବେ ଜଡିତ ରହିଛି । ଏହି ପଦକ୍ଷେପ ଅର୍ଥପୂର୍ଣ୍ଣ, ଆଧୁନିକ ରିଟେଲ ଅନୁଭୂତି ସୃଷ୍ଟି କରିବା ସହିତ ଆଂଚଳିକ ପରମ୍ପରା ସହ ଜଡିତ ହେବା ପାଇଁ ଷ୍ଟାଇଲ ବାଜାରର ନିରନ୍ତର ପ୍ରତିବଦ୍ଧତାକୁ ପ୍ରତିଫଳନ କରୁଛି । ଏହି ସହଭାଗିତା ମାଧ୍ୟମରେ ଷ୍ଟାଇଲ ବଜାର ଲୋକପ୍ରିୟ ଆଂଚଳିକ ସିନେମାକୁ ପ୍ରତିଦିନର ସପିଂ ଅନୁଭୂତିର ନିକଟତର କରି ଉପଭୋକ୍ତାଙ୍କ ସମ୍ପୃକ୍ତି ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି ।

ଏହି ପଦକ୍ଷେପ ଏକ ଯୁବ-କେନ୍ଦ୍ରିତ ରିଟେଲ ଗନ୍ତବ୍ୟସ୍ଥଳୀ ଭାବେ ବ୍ରାଣ୍ଡର ସ୍ଥିତିକୁ ଅଧିକ ସୁଦୃଢ କରିଛି ଯାହା ବିକଶିତ ଆକାଂକ୍ଷାକୁ ଧାରଣ କରିବା ସହ ସ୍ଥାନୀୟ ସଂସ୍କୃତିକୁ ପାଳନ କରୁଛି । ଷ୍ଟାଇଲ ବଜାର ପକ୍ଷରୁ ବିନ୍ଦୁସାଗର ଫିଲ୍ମର ଗୀତ ‘ଦ ଓଡିଆ ଆନ୍ଥେମ’କୁ ପୁନଃପ୍ରସ୍ତୁତ କରାଯାଇଛି, ଯେଉଁଥିରେ ଫିଲ୍ମର ମୁଖ୍ୟ କଳାକାରମାନେ ଅଭିନୟ କରିଛନ୍ତି । ଏହି ଭିଡିଓକୁ ଓଡିଶାର ହିପ୍‌ହପ ଷ୍ଟାର ଓ ଜଗନ୍ନାଥ ଧାମ, ପୁରୀର ଆଡିକ୍ସନ ବା ଆଦର୍ଶ ମିଶ୍ର ନିର୍ଦ୍ଦେଶନା ଦେଇଛନ୍ତି । ଏହି ଗୀତ ଓ ଭିଡିଓ ଓଡିଶାର ସଂସ୍କୃତି,ଐତିହ୍ୟ, ଚଳଚିତ୍ରର ବିଷୟବସ୍ତୁ ଓ ଷ୍ଟାଇଲ ବାଜାରର ଦୃଷ୍ଟିକୋଣର ଏକ ମିଶ୍ରଣକୁ ପ୍ରଦର୍ଶିତ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version