• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 26, 2026
in ଓଡ଼ିଶା, କଟକ, ହୋମ୍
0
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କଟକ ଜିଲ୍ଲା ନିଆଳି ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ IQAC ସହଯୋଗରେ “ନବପଥ–୨୦୨୬” ନାମରେ ବିଦାୟ ସମାରୋହ କଲେଜର ସମ୍ମେଳନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିଥି ଓ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ମହାବିଦ୍ୟାଳୟ ର ଅଧକ୍ଷ ଡ. ବିନୋଦ ବିହରୀ ଦାସ ଏହାକୁ ଉଦ୍ଘାଟନ କରିବା ସହ ବିଭାଗର ଶ୍ରେଷ୍ଠତା ପାଇଁ ପିଲାମାନଙ୍କୁ ଓ ବିଭାଗର ସମସ୍ତ କର୍ମ କର୍ତ୍ତାଙ୍କୁ ସାଧୁବାଦ୍ ଜ୍ଞାପନ କରିଥିଲେ।

ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଡ଼ଃ ସତ୍ୟ ନାରାୟଣ ସାହୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ମୂଲ୍ୟବାନ ମତାମତ ପ୍ରକାଶ କରିଥିଲେ। ଏହି ଅବସରରେ ଅଧ୍ୟାପିକା ପ୍ରିୟଦର୍ଶିନୀ ଲେଙ୍କା ସହ ଅନ୍ୟାନ୍ୟ ଅଧ୍ୟାପକମାନେ ମଧ୍ୟ ଉଦ୍ବୋଧନ ରଖିଥିଲେ । ପରେ ଶେଷ ବର୍ଷ ଛାତ୍ରଛାତ୍ରୀମାନେ ତାଙ୍କର ମହାବିଦ୍ୟାଳୟରେ ଜୀବନର ଅଭିଜ୍ଞତା ଓ ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଇଥିଲା ବେଳେ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ମାନିତ କରାଯାଇଥିଲା ,।

ବିଦ୍ୟାଳୟର ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ତାଙ୍କର ଶୁଭେଚ୍ଛାବାର୍ତ୍ତା ଜଣାଇଥିଲେ । ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଭାଗୀୟ ମୁଖ୍ୟ ଓ ସେମିନାର ଦାଇତ୍ୱରେ ଥିବା ଅଧ୍ୟାପିକାଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଶେଷରେ ପାଠଚକ୍ରର ସମ୍ପାଦକ ଦେବଦତ୍ତ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବିଦାୟ ସମାରୋହରେ “ନୂତନ ଯାତ୍ରାର ଆରମ୍ଭ… ସ୍ମୃତି ହେବ ସାଥୀ ସଦା ମୁଖ୍ୟ ବିଷୟ ଥିଲା । ଅନ୍ୟମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ବିଭୁ ପ୍ରସାଦ ବିଶ୍ଵାଳ, ଶୈକ୍ଷିକ ଅଧିକାରିଣୀ ପ୍ରାଧ୍ୟାପିକା ସରୋଜିନୀ ମହପାତ୍ର, ନାକ ସଂଯୋଜକ ଦିଲୀପ କୁମାର ତ୍ରିପାଠୀ ବିଦାୟକାଳୀନ ସଭାରେ ସେମାନଙ୍କର ବକ୍ତବ୍ୟ ରଖି ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version