• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନବ ନିଯୁକ୍ତ ଯୁବ ଓ ଛାତ୍ର ନେତାଙ୍କୁ ସମ୍ବର୍ଧନା – ବ୍ରହ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
September 28, 2020
in Uncategorized
0
ନବ ନିଯୁକ୍ତ ଯୁବ ଓ ଛାତ୍ର ନେତାଙ୍କୁ ସମ୍ବର୍ଧନା – ବ୍ରହ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ସେପ୍ଟେମ୍ବର ,ସୋମବାର ) ବ୍ରହ୍ମପୁର :- ବ୍ରହ୍ମପୁର ମହାନଗରର 7ନଂ ୱାର୍ଡ ଅନ୍ତର୍ଗତ ଗୋବର୍ଦ୍ଧନ ପେଟ୍ଟା ସାହି ଠାରେ ନବ ନିଯୁକ୍ତ ମହନଗର ଯୁବ ସଭାପତି ଅଜିତ ପଣ୍ଡା ଏବଂ ଜୋନ ଛାତ୍ର ସଭାପତି ଜୋତି ରଞ୍ଜନ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କୋଭିଡ଼ ନିୟମ ଓ ସାମାଜିକ ଦୂରତା ରକ୍ଷା କରିବା ସହ ସମସ୍ତେ ମାସ୍କ ପରିଧାନ କରି ବହୁ ବରୀଷ୍ଠ ଓ ମାନ୍ୟଗଣ ବ୍ୟକ୍ତି ଯୋଗଦେଇ ଦୁଈ ନବ ନିର୍ବାଚିତ ନେତାଙ୍କୁ ସୋମ୍ବର୍ଧନା ଜ୍ଞାପନ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବିନ ପଟ୍ଟନାୟକ ଓ ମାନ୍ୟବର ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଓ ଜିଲ୍ଲାର୍

ସମସ୍ତ ମନ୍ତ୍ରୀ ସମସ୍ତ ବିଧାୟକଙ୍କ ଓ ଜିଲ୍ଲାର ଦୁଈ ଜଣ ସାସଂଧ ଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା । ଆଈନଜିବୀ ବି ଦୁର୍ଗା ରାଓଙ୍କ ଦ୍ବାରା ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ, ଉମା ,ଟି ତାରିଣୀ ରାଓ, କେ ଭିମାରାଜୁ, ଏ ପୋଲୋୟା, ଜି ଗୋପି ,କେ ରାଜୁ, ପ୍ରଭାତ ସାହୁ ,କେ ଧର୍ମରାଜୁ ,ପୁରୁଷୋତ୍ତମ, ଗୋଣେସ୍ ,କ୍ରିସ୍ନା, ଗୋପୀ ,ଶ୍ରୀନୁ, ମୋନୁ ,ରଞ୍ଜନ ,ମଂଗଳୁ, ମୁରଲୀ ,ଜେନା ,ବାସୁ, ଦେବା ,ଏଙ୍କା ମହାରଣା ,ପାଣ୍ଡବ ବେହେରା , ଅନିଲ କୁମାର ଚୌଧୁରୀ ଙ୍କ ସମେତ ବହୁ ଓକିଲଙ୍କ ସହ ଅଞ୍ଚଳ ବାସୀ ଯୋଗ ଦେଇ ଆଗାମୀ ଦିନରେ ସଙ୍ଗଟନ ଆହୁରି ମଜବୁତ୍ ହେବ ବୋଲି ଆଶା । (ଶେଷଦେବ ସାହୁ/ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version