• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

Proprietor Abhimanyu Maharana by Proprietor Abhimanyu Maharana
April 27, 2026
in ଓଡ଼ିଶା, ଗଜପତି, ହୋମ୍
0
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା
Share on FacebookShare on TwitterWhatsapp

ଆର – ଉଦୟଗିରି  (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ତା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଆସୁଛନ୍ତି l ସେଥି ମଧ୍ୟରୁ ବସୁଧା ଯୋଜନା ଅନ୍ୟତମ l କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଅଦାସୀନତା ହେଉ କିମ୍ବା ଇଛା ଶକ୍ତିର ଅଭାବ ଯୋଗୁଁ ଏହି ଯୋଜନାରୁ ଗ୍ରାମବାସୀ ସଠିକ ଭାବେ ପାନୀୟ ଜଳରୁ ବଞ୍ଚିତ ହେଉଛନ୍ତି l

ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆର-ଉଦୟଗିରି ବ୍ଲକ ମହେନ୍ଦ୍ରଗଡ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀ ଗାଁରେ l ଏହି ଗାଁରେ ମୋଟ 140 ରୁ ଉର୍ଦ୍ଧ ଆଦିବାସୀ ପରିବାର ଲୋକେ ବସବାସ କରିଆସୁଛନ୍ତି l ପାନୀୟ ଜଳ ପାଇଁ ଗ୍ରାମବାସୀ ବାରମ୍ବାର ଅଭିଯୋଗ ପରେ ଆର୍ଥିକ ବର୍ଷ 2021-22 ରେ ରାଜ୍ୟସରକାରଙ୍କ ପକ୍ଷରୁ 33 ଲକ୍ଷ 80 ହଜାର ଟଙ୍କା ବ୍ୟୟରେ 30,000 ଲିଟର ବିଶିଷ୍ଟ ବସୁଧା ଯୋଜନାରେ ଗୋଟେ ପାଣି ଟାଙ୍କି ନିର୍ମାଣ କରିଥିଲେ l

ସେଠାରେ କେବଳ ଗୋଟିଏ ମାତ୍ର ବୋରିଂ ଥିବାରୁ ଯାହା ପାଣି ବାହାରୁଛି ସେଥିରେ ଟ୍ୟାଙ୍କ ଭର୍ତି ନହୋଇ ବୋରିଂର ପାଣି ଶୁଖିଯାଉଥିଲା । ଏନେଇ ଗ୍ରାମବାସୀ ଗ୍ରାମପଂଚାୟତରେ ଅଭିଯୋଗ କରିବା ପରେ 2024- 25 ଆର୍ଥିକ ବର୍ଷ ଆର -ଉଦୟଗିରି ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା ପ୍ରକଳ୍ପର ନିକଟରେ ଆଉ ଗୋଟିଏ ବୋରିଂ ଖୋଳାଯାଇଥିଲା l କିନ୍ତୁ ବୋରିଂ ଖୋଳିବାର ଦୀର୍ଘ ଦେଢ଼ ବର୍ଷ ବିତିଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେହି ବୋରିଂରେ ପାଇପ ଓ ମଟର ସଂଯୋଗ କରାଯାଇନାହିଁ l

ଯାହା ଫଳରେ ଗୋଟିଏ ବୋରିଂରୁ ଯାହା ପାଣି ଟାଙ୍କିକୁ ଯାଉଛି ସେଥିରେ ପିଇବା ପାଇଁ ପାଣି ଗାଁକୁ ନିଅଣ୍ଟ ପଡୁଛି l ଫଳରେ ଗ୍ରାମବାସୀ ଗାଁରେ ଥିବା କିଛି ନଳକୂପର କଳଙ୍କି ମିଶ୍ରିତ ପାଣି ପିଇ ଅନେକ ରୋଗର ସମ୍ମୁଖୀନ ହେଉଛନ୍ତି l ଏନେଇ ଗ୍ରାମବାସୀ ବାରମ୍ବାର ଗ୍ରାମପଂଚାୟତ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଅବଗତ କଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି l ଏହି ବିଷୟରେ ଆମେ ମହେନ୍ଦ୍ରଗଡ ଗ୍ରାମପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ମଣ୍ଡଳ ଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ତାହା ଗ୍ରାମ୍ୟ ପାନୀୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ତିଆରି ହୋଇଛି ମୁ ଏନେଇ ବାରମ୍ବାର ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଜଣାଇଲେ ବି ମୋ କଥା ଶୁଣୁନଥିବା କହିଛନ୍ତି l

ପରେ ଆମେ ଆର, -ଉଦୟଗିରି ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କୁ କଲ୍ୟାଣୀ ପ୍ରଧାନଙ୍କୁ ପଚାରିବାରୁ ସେ କହିଛନ୍ତି ଏହି ବୋରିଂ ଟି ପୂର୍ବରୁ ଥିବା କନିଷ୍ଠ ଯନ୍ତ୍ରୀଙ୍କ ସମୟରେ ହୋଇଛି , ତାଙ୍କ ସହ ଯୋଗାଯୋଗ କରିବା ସହ କାମର ତଦନ୍ତ କରି ଯଥାଶୀଘ୍ର ଏହା କାର୍ଯ୍ୟକ୍ଷମ ହୋଇପାରିବ ତାକୁ ହିଁ ସମସ୍ତଙ୍କ ଅପେକ୍ଷା । ଏହି ବିଭାଗ phd ବିଭାଗ ରୁ ପୂର୍ବରୁ ଥିବା ସହକାରୀ ଯନ୍ତ୍ରୀ ରିଟାର ପରେ ଏହି ଆଜି ପର୍ଯ୍ୟନ୍ତ କୋଣସି ଯନ୍ତ୍ରୀ ଆସିନାହାନ୍ତି ।  ଏହି ଯନ୍ତ୍ର ଦାଇତ୍ୱ ମୋହନା ସହକାରୀ କନିଷ୍ଠ ଯନ୍ତ୍ରୀ ଦାଇତ୍ୱ ଦିଆଯାଇଛି ।

ସେ ଏଠାକୁ କେବେ ଆସୁନାହାନ୍ତି ମୋହନା ନଚେତ୍ ବ୍ରହ୍ମପୁର ରହି ଅଞ୍ଚଳର ସମସ୍ତ କାମ କରୁଛନ୍ତି । ସେ କିଛି ତାଙ୍କର ନିଜର ଠିକାଦାର ରଖି ସମସ୍ତ କାମ କରୁଛନ୍ତି ବୋଲି ଅଭିଯୋଗ ହୋଇଛି । ଏହି ବିଭାଗକୁ ଏହି ଅଞ୍ଚଳର କୋଣସି ଅଭିଯୋଗ ନେଇ ଅଫିସ କୁ ଗଲେ ଅଫିସ ରେ କୋଣସି ଯନ୍ତ୍ରୀ ଦେଖିବାକୁ ମିଳୁନି ଅଫିସ ଖୋଲା ଥାଉଛି ଚେରି ପଡ଼ିଯାଇଛି । ଏହି ବିଭାଗରେ ମାଚ ମାସ ଲକ୍ଷ ଟଙ୍କା କାମ ଚାଲିଛି କିପରି ବିନା ଯନ୍ତ୍ରୀ ନାମରେ ଏତେ ଟଙ୍କା କାମ ହେଉଛି ଏହାକୁ ନେଇ ସାଧାରଣରେ ପ୍ରଶ୍ନ ସୃଷ୍ଟି ହେଉଛି । ଏହି ବିଭାଗ ଦ୍ଵାରା ହେଉଥିବା କାମ ଗୁଡିକୁ ଦୁର୍ନିତୀ ବିଭାଗ ଦ୍ଵାରା ତଦନ୍ତ କରାଯିବା ପାଇଁ ସାଧାରଣ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version