• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
April 27, 2026
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଆଡମ୍ବର ସହିତ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ ହୋଇଛି। ଏହି ଦିବସରେ ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ଗରିବ ଏବଂ ଭିନ୍ନକ୍ଷମ ମାନଙ୍କୁ ଅନ୍ତଦ୍ୟୋୟ ଗୃହ ଯୋଜନା ରେ ଅନ୍ତର୍ଭୁକ୍ତ ହୋଇଥିବା ହିତାଧିକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିବା ସହ ଠିକ ସମୟରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ପୂର୍ଣ୍ଣାଙ୍ଗ କରିଥିବା ହିତାଧିକାରୀ ଙ୍କୁ ମଧ୍ୟ ପୁରସ୍କାର ରାଶି ପ୍ରଦାନ କରିଥିଲେ ।

ଏହି ଦିବସ ରାଜ୍ୟ ସରକାର ଓଡ଼ିଶାର ବଲାଙ୍ଗୀରି ଠାରେ ଜାତୀୟ ପଞ୍ଚାୟତରାଜ ଦିବସ କୁ ରାଜ୍ୟ ସ୍ତରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଅନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ରାଜ୍ୟ ସ୍ତରୀୟ ଉତ୍ସବରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ଗଣ ଙ୍କ ସମେତ ଜିଲ୍ଲା ସ୍ତରୀୟ ନେତା ଓ କର୍ମୀଙ୍କ ସମେତ ବିଭାଗୀୟ ସଚିବ ଏବଂ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ ରୂପାୟନ ଦେବା ସହିତ ସରକାରଙ୍କ ଯୋଜନା ସମ୍ପର୍କ ରେ ଉପସ୍ଥିତ ଥିବା ଜନସାଧାରଣ ଙ୍କୁ ବୁଝାଇଥିଲେ ।

ସେହିପରି ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ହୋଇଥିବା କାର୍ଯ୍ୟକ୍ରମ ରେ ବ୍ଲକ ଉପାଧ୍ୟକ୍ଷା ବାଲ୍ମୀନା ଅଧିକାରୀ,ବିଡ଼ିଓ ରାଜୀବ ଦାସ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରମାକାନ୍ତ ଚୌଧୁରୀ, ସରପଞ୍ଚ ସୁନିତା ମଲ୍କିକ,ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ, ନାରାୟଣ ପାଢ଼ୀ,ଇଂ.ଆଶିଷ ଶତପଥୀ, ସହକାରୀ ଯନ୍ତ୍ରୀ ଇଂ. ପ୍ରଦ୍ୟୁମ୍ନ କୁମାର ନାୟକ,ଇଂ.ପ୍ରଜ୍ଞାଜିତ ପାଢ଼ୀ ଙ୍କ ସମେତ ସମସ୍ତ ବ୍ଲକ କର୍ମଚାରୀ ସୁଚାରୁରୂପେ ପରିଚାଳନା କରିଥିବା ବେଳେ ଏହି ସାନ୍ଧ୍ୟ କାର୍ଯ୍ୟକ୍ରମରେ ମୋହନା ବ୍ଲକରୁ ସମସ୍ତ ସରପଞ୍ଚ,ସମିତି ସଭ୍ୟ, ସଭ୍ୟା ଙ୍କ ସହିତ ଶହ ଶହ ସ୍ୱୟଂ ସହାୟକ ସଂଘ ମହିଳା ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ ରୂପାୟନ କରିଥିବା ଦେଖିବାକୁ ମିଳିଥିଲା ।  କାର୍ଯ୍ୟକ୍ରମ ସଫଳ କରିଥିବାରୁ ଉପସ୍ଥିତ ଥିବା ସମସ୍ତ ଙ୍କୁ ବିଡ଼ିଓ ଧନ୍ୟବାଦ ଜଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version