• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅନଲାଇନ ଶିକ୍ଷା କୁ ନେଟୱ।ର୍କ ବାଧକ ଭଞ୍ଜନଗର

Proprietor Abhimanyu Maharana by Proprietor Abhimanyu Maharana
September 28, 2020
in Uncategorized
0
ଅନଲାଇନ ଶିକ୍ଷା କୁ ନେଟୱ।ର୍କ ବାଧକ ଭଞ୍ଜନଗର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ସେପ୍ଟେମ୍ବର ,ସୋମବାର ) ଭଞ୍ଜନଗର :-  ଅନଲାଇନ ପାଠ ପାଇଁ ନେଟୱାର୍କ ସାଜିଛି ବାଧକ। ନେଟୱାର୍କ ଖୋଜି ଖୋଜି କିଏ ବିପଦ ଜନକ ଭାବେ ଗଛ ଉପରେ ତ କିଏ ଗାଁ ଠାରୁ ଅନେକ ଦୁର ନାଳ ପାଖରେ ନେଟୱାର୍କ ପାଇ ଆରମ୍ଭ କରିଦେଇଛନ୍ତି ଅନଲାଇନ ପାଠ ପଢା ।ହାତରେ ଏଣ୍ଡ୍ରଏଡ ମୋବାଇଲ ଖାତାଟିଏ ଓ କଲମଟିଏ ଧରି ପିଲାମାନେ ଲାଗିପଡିଛନ୍ତି ନେଟୱାର୍କ ଖୋଜାରେ । ନେଟୱାର୍କ ପାଇଗଲେ ସେଠି ବସି ଆରମ୍ଭ ହୋଇଯାଉଛି ପାଠପଢା । ଏଭଳି ଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ସାନକୋଦଣ୍ଡା ପଞ୍ଚାୟତ ର ମହାଗୁଡା ଗାଁ ରେ । ଏହା ଏକ ଅଭିଶପ୍ତ ଗାଁ କହିଲେ ଅତ୍ୟୁକ୍ତି ହେବନାହିଁ । କୈଣସି ନେଟୱାର୍କ ସେବା ଏଠାରେ ଉପଲବ୍ଧ ନଥିବା କାରଣରୁ ଗ୍ରାମବାସୀ ଆମ୍ବୁଲାନ୍ସ , ଫାୟାର କିମ୍ବା ପୁଲିସ ଭଳି କୈଣସି ସେବା ପାଇଁ ଫୋନ କଲଟିଏ ମଧ୍ୟ ହୋଇପାରୁନଥିବା ରୁ ସବୁସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ ।

ମହାମାରୀ କରୋନା ପାଇଁ ଦୀର୍ଘ ମାସ ହେଲା ବିଦ୍ୟାଳୟ ଗୁଡିକ ବନ୍ଦ ରହିଥିବା ବେଳେ ପିଲାଙ୍କ ଭବିଷ୍ୟତ କୁ ନଜରରେ ରଖି ଅନଲାଇନ ଶିକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରାଥମିକ ବିଦ୍ୟାଳୟର ଠାରୁ ଆରମ୍ଭ କରି ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଏବେ ଅନଲାଇନ ଶିକ୍ଷା ଉପରେ ନିର୍ଭର । କିନ୍ତୁ ଗାଁରେ ସମସ୍ତଙ୍କ ପାଖରେ ଏଣ୍ଡ୍ରଏଡ ମୋବାଇଲ ରହିଛି ହେଲେ ନେଟୱାର୍କ ନଥିବା କାରଣରୁ ସବୁ ଯେମିତି ଖେଳନା ପାଲଟିଛି । କିନ୍ତୁ ଶିକ୍ଷା ବାଧ୍ୟତାମୂଳକ ହୋଇଥିବାରୁ ଅଭିଭାବକ ମାନେ ନିଜ ପିଲାଙ୍କୁ ଗାଁ ନିକଟସ୍ଥ ଗୋଟିଏ ନାଳ ପାଖରେ ନେଟୱାର୍କ ର ସନ୍ଧାନ ପାଇ ପିଲାମାନଙ୍କୁ ସେଠାରେ ଛାଡିଥାଆନ୍ତି କିଛି ସମୟ ପାଠପଢି ସେମାନେ ଘରକୁ ଫେରିଥାଆନ୍ତି । କଲେଜ ପିଲାମାନେ ମଧ୍ୟ ଗାଁର ଏହି କୁଳୁକୁଳୁ ହୋଇ ବୋହିଯାଇଥିବା ନାଳର ବାଲିଅଞ୍ଚଳରେ ବସି ଶିକ୍ଷା ଗ୍ରହଣ କରୁଥିବା ଦେଖିବାକୁ ମିଳିଛି । ଅଞ୍ଚଳରେ କୈଣସି ନେଟୱାର୍କ ବ୍ୟବସ୍ଥା କରାଗଲେ ଜନସାଧାରଣ ତଥା ଅଞ୍ଚଳ ବାସୀ ଙ୍କ ହିତ ସାଧନ ହୋଇପାରିବ ବୋଲି ମତ ପ୍ରକାଶ ପାଇଛି ।  (ଶେଷଦେବ ସାହୁ/ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

July 4, 2026
ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

July 3, 2026
TPCODL Gears Up for Rath Yatra 2026 with Robust Power Preparedness in Puri

TPCODL Gears Up for Rath Yatra 2026 with Robust Power Preparedness in Puri

July 3, 2026
TPWODL Strengthens Power Network to Ensure Reliable Electricity Supply During Monsoon

TPWODL Strengthens Power Network to Ensure Reliable Electricity Supply During Monsoon

July 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

July 4, 2026
ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

July 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version