ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହ ରେ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଓକିଲ ସଂଘ ର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର ରାଓ, ଉପସଭାପତି ରାମକୃଷ୍ଣ ଦାସ,















