• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

Proprietor Abhimanyu Maharana by Proprietor Abhimanyu Maharana
May 4, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ ସୌମ୍ୟରଞ୍ଜନ ପତି ଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ପୋଲିସ ର ପ୍ରାଥମିକ ତଦନ୍ତ ରୁ ଜଣାପଡିଛି ଯେ, ପୂର୍ବ ଶତ୍ରୁତା ଓ ଝଗଡା ହେଉଛି ହତ୍ୟାର ମୁଖ୍ୟ କାରଣ । ଜମି ଜମା ,ସମ୍ପତି ଓ ପରକୀୟ ପ୍ରୀତି ରୁ ହତ୍ୟା ଘଟଣା କୁ ନେଇ ଏଭଳି ହୋଇନଥିବା କହିଛନ୍ତି ।

କିନ୍ତୁ ଏହି ଅଭିଯୋଗ ସମ୍ପର୍କ ରେ ମଧ୍ୟ ତଦନ୍ତ ଜାରୀ ରହିବ ବୋଲି କହିଛନ୍ତି । କାମଦେବ ମାଝୀ ଙ୍କ ସ୍ତ୍ରୀ ଚୁମୁକି ମାଝି ଙ୍କ ଏତଲା ଆଧାର ରେ ବେଲଘର ଥାନା କେସ ନମ୍ବର ୩୯/୨୬ ଦଫା ୧୦୩(୧)/୩(୫)/ବିଏନଏସ ସହ ୨୫/୨୭ ଆର୍ମ ଆଧାର ରେ ତଦନ୍ତ ଆରମ୍ଭ ହୋଇଥିଲା । ସ୍ତ୍ରୀ ର ବୟାନ ପ୍ରକାରେ ଅଭିଯୁକ୍ତ ମାନେ ସ୍ଵାମୀ କୁ ଶିକାର କରିବା ବାହାନାରେ ଘରୁ ଡାକି ନେଇଥିଲେ ପରବର୍ତ୍ତୀ ସମୟ ରେ ତାଙ୍କ ସ୍ଵାମୀ ର ମୃତ ହୋଇଥିବା ସୂଚନା ଦେଇଥିଲେ ବୋଲି କହିଛନ୍ତି ।

ଏହା ପରେ ପୁଲିସ ଏକ ସ୍ଵତନ୍ତ୍ର ଟିମ ଗଠନ କରି ଲିପଟୁ ମାଝୀ ଓ ମଧୁସୂଦନ ମାଝୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ଦେଶୀ ବନ୍ଧୁକ ଜବତ କରି କୋର୍ଟଚାଲାଣ କରିଛି । ଏହି ମାମଲା ରେ ବୈଜ୍ଞାନିକ ଓ ବୈଷୟିକ ପ୍ରମାଣ ସଂଗ୍ରହ ମଧ୍ୟ କରି ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Delay in water supply in Pune : Water to taps only between 1 and 2 pm

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version