• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

Proprietor Abhimanyu Maharana by Proprietor Abhimanyu Maharana
May 5, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ
Share on FacebookShare on TwitterWhatsapp

ପାଞ୍ଚ କୋଟି ରୁ ଉର୍ଦ୍ଧ୍ୱ ଟଙ୍କାର ବେୟଅଟକଳ ରେ କପିଳପ୍ରସାଦ – ଜଟଣୀ ରାସ୍ତା ଭୂମି ପୂଜନ କଲେ ବିଧାୟକ । 

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) :- ଏକାମ୍ର ନିର୍ବାଚନ ମଣ୍ଡଳୀ ରେ ପାଞ୍ଚ କୋଟି ରୁ ଉର୍ଦ୍ଧ୍ୱ ଟଙ୍କାର ବେୟଅଟକଳ ର କପିଳପ୍ରସାଦ – ଜଟଣୀ ରାସ୍ତା ଭୂମି ପୂଜନ କଲେ ବିଧାୟକ ବାବୁ ସିଂ।ଭୂମି ପୂଜନ ଉତ୍ସବ ରେ ଏକାମ୍ର ବିଧାୟକ ବାବୁ ସିଂ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଶୁଭ ଦେଇଥିଲେ । ଏହି ଅବସରରେ ବିଧାୟକ ବାବୁ ସିଂ କହିଛନ୍ତି ଯେ ,ପ୍ରଗତି ପଥେ ଆମ ଏକାମ୍ର ନିର୍ବାଚନ ମଣ୍ଡଳୀ । ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀର ପାଞ୍ଚ କୋଟି ରୁ ଉର୍ଦ୍ଧ୍ୱ ଟଙ୍କାର ବେୟଅଟକଳ ର କପିଳପ୍ରସାଦ – ଜଟଣୀ ରାସ୍ତା ପ୍ରକଳ୍ପ ର ଭୂମି ପୂଜନ କରିଲୁ ।

ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ଶାସନ ବ୍ୟବସ୍ଥା ପରିବର୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ କିଛି ମାସ ମଧ୍ୟରେ ଏକାମ୍ର ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି । ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ଅନେକ ଜନହିତକାରି, ଗରିବ କଲ୍ୟାଣକାରୀ, ଜନକଲ୍ୟାଣକାରୀ, ସର୍ବବ୍ୟାପି, ସର୍ବସ୍ପର୍ଶୀ ବିକାଶମୂଳକ କାର୍ଯ୍ୟ ରେ ଜନସାଧାରଣ ଉପକୃତ ହେଉଛନ୍ତି ।

ଏକାମ୍ର ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ଦିନ ବଢ଼ିଚାଲିଛି ବୋଲି ବିଧାୟକ ଶ୍ରୀ ସିଂ କହିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ପୋରେଟର ମଧୁସ୍ମିତା ପ୍ରଧାନ, ବିଜେପି ନେତା ସୁରେନ୍ଦ୍ର ପ୍ରଧାନ, ପ୍ରଶାନ୍ତ ପ୍ରଧାନ ,ସୁନ୍ଦରପଦା କପିଳପ୍ରସାଦ ଗ୍ରାମ ର ସମସ୍ତ ମୁରବି ଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version