• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ବିଜେପି ଲୁଟ କରି ବିଜୟ ହାସଲ କରିଛି । ବେଙ୍ଗଲରେ ବିଜେପି ୧୦୦ ସିଟ ଲୁଟ କରିଥିବା କଥା ଦୋହରାଇଛନ୍ତି ଦିଦି ।

Proprietor Abhimanyu Maharana by Proprietor Abhimanyu Maharana
May 5, 2026
in ଓଡ଼ିଶା, ଦେଶ, ମହାନଗର, ରାଜନୀତି, ହୋମ୍
0
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି
Share on FacebookShare on TwitterWhatsapp

କଲକତା  (ଓଡ଼ିଶା ତାଜା ନ୍ୟୁଜ୍) :- ବଙ୍ଗଲାରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା ସମାଲୋଚନା କରିଛନ୍ତି । ନିର୍ବାଚନ ଫଳାଫଳ ଆସିବା ପରେ ପଶ୍ଚିମବଙ୍ଗରେ ରାଜନୀତିକ ବୟାନବାଜି ଜୋର ଧରିଛି । ବେଙ୍ଗଲ ବିଧାନସଭା ନିର୍ବାଚନରେ ହାରିବା ପରେ ବିଜେପି ବିରୋଧରେ ଭୋଟ ଚୋରି ଅଭିଯୋଗକୁ ତୀବ୍ର କରିଛନ୍ତି ମମତା ବାନାର୍ଜୀ । ସେ ବେଙ୍ଗଲରେ ନିର୍ବାଚନ ହାରି ନାହାନ୍ତି, ବରଂ ଜନାଦେଶକୁ ବଳପୂର୍ବକ ଲୁଟ କରି ନିଆଯାଇଥିବା କହିଛନ୍ତି । ନିର୍ବାଚନରେ ହାରି ନଥିବାରୁ ସେ ପରମ୍ପରା ଅନୁସାରେ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ସେ କହିଛନ୍ତି, “ଆମେ ହାରି ନାହୁଁ ।

ମୁଁ ହାରି ନାହିଁ । ତେଣୁ ରାଜ ଭବନ ଯିବି ନାହିଁ । ମୁଁ ଇସ୍ତଫା ଦେବି ନାହିଁ । ବିଜେପି ଲୁଟ କରି ବିଜୟ ହାସଲ କରିଛି । ବେଙ୍ଗଲରେ ବିଜେପି ୧୦୦ ସିଟ ଲୁଟ କରିଥିବା କଥା ଦୋହରାଇଛନ୍ତି ଦିଦି । ସେ କହିଛନ୍ତି, ଗଣତନ୍ତ୍ର ଏମିତି କାମ କରେ ନାହିଁ । ଯେତେବେଳେ ନିର୍ବାଚନ କମିଶନ ପକ୍ଷପାତିତା କରୁଛନ୍ତି ଓ ସରକାର ଗୋଟିଏ ଦଳର ଶାସନ ଚାହୁଁଛନ୍ତି ସେତେବେଳେ ଗୋଟିଏ ଖରାପ ବାର୍ତ୍ତା ପୂରା ବିଶ୍ୱକୁ ଯାଉଛି । ମମତା ବାନାର୍ଜୀ ପରାଜୟର ସବୁ ଦୋଷ ଭାରତୀୟ ନିର୍ବାଚନ କମିଶନ ଓ କେନ୍ଦ୍ରୀୟ ସୁରକ୍ଷା ବଳ ଉପରେ ଲଦିଛନ୍ତି । ନିର୍ବାଚନ କମିଶନ ଅତ୍ୟନ୍ତ ଖରାପ ଖେଳ ଖେଳିଛନ୍ତି ।

ବାସ୍ତବରେ ବିଜେପି ନୁହେଁ, ବରଂ ତାଙ୍କ ଦଳ ନିର୍ବାଚନ କମିଶନ ସହ ଲଢ଼ୁଥିବା ମମତା କହିଛନ୍ତି । ସେ କହିଛନ୍ତି, କେନ୍ଦ୍ର ସରକାର ନିର୍ବାଚନ ପ୍ରକ୍ରିୟାରେ ସିଧାସଳଖ ହସ୍ତକ୍ଷେପ କରିଛନ୍ତି । ସେମାନେ ଯେମିତି ମହାରାଷ୍ଟ୍ର, ହରିୟାଣା, ବିହାରରେ କରିଥିଲେ ଏବେ ବେଙ୍ଗଲରେ ସମାନ ପଦକ୍ଷେପ ନେଇଛନ୍ତି । ୭୧ ବର୍ଷୀୟ ମମତା ଅଭିଯୋଗ କରିଛନ୍ତି ଯେ କାଉଣ୍ଟିଂ ସେଣ୍ଟରରେ ତାଙ୍କଚ ମାଡ଼ ମରାଯାଇଥିଲା । ସେ କହିଛନ୍ତି, ମୋ ପେଟ ଓ ପିଠିକୁ ଗୋଇଠା ମରାଯାଇଛି । ସିସିଟିଭିକୁ ବନ୍ଦ କରାଯାଇଥିଲା । କାଉଣ୍ଟିଂ ସେଣ୍ଟରରୁ ମୋତେ ଧକ୍କା ମାରି ବିଦା କରାଯାଇଛି ।

ଜଣେ ମହିଳା ହିସାବରେ ମୋ ସହ ଦୁର୍ବ୍ୟବହାରୁ କରାଯାଇଥିଲା । ମମତା ଆହୁରି କହିଛନ୍ତି ଯେ ନିର୍ବାଚନ ପରଠାରୁ ଟିଏମସିର କର୍ମୀ ଓ ଅଫିସ ଉପରେ ଆକ୍ରମଣ କରାଯାଉଛି । ବିଭିନ୍ନ ଲୋକଙ୍କୁ ଧମକ ଦିଆଯାଉଛି । ଟିଏମସି କର୍ମୀମାନେ ଭୟରେ ରହିଛନ୍ତି । ବିଜେପି ନେତା ଓ କର୍ମୀଙ୍କ ଆକ୍ରମଣରେ ଅନେକ ଟିଏମସି କର୍ମୀ ଆହତ ହୋଇଛନ୍ତି । ବିଜେପି ପକ୍ଷରୁ ଟିଏମସିର ଏକାଧିକ ଅଫିସକୁ ଜାଳି ଦିଆଯାଇଛି । ସେମାନେ ଟିଏମସିର ମୁଖ୍ୟାଳୟକୁ ମଧ୍ୟ ଦଖଲ କରିବାକୁ ଚାହୁଁଥିବା ସେ ଅଭିଯୋଗ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version