• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

Proprietor Abhimanyu Maharana by Proprietor Abhimanyu Maharana
May 6, 2026
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍)(ନି.ପ୍ର) :- ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକ ରାମଗିରି ଗ୍ରାମର କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବିଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ମୃତ ଏବଂ ୬ ଜଣ ଗୁରୁତର । ଗୁରୁତର ଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଥିବା ଜଣାପଡିଛି । ଘଟଣାସ୍ଥଳରେ ରାମଗିରି ପୁଲିସ ପହଞ୍ଚି ଆହତମାନଙ୍କୁ ମେଡିକାଲରେ ପହାଞ୍ଚାଇବା ସହ ଦୁଇଟି ବାଇକ୍ ଜବତ କରି ଏ ଏସ୍ ଆଇ ତଦନ୍ତ ଜାରି ରଖୁଛନ୍ତି ।

ମିଳିଥିବା ସୂଚନା ପ୍ରକାରେ ପାତ୍ରବସା ଗାଁର ଗୋଟିଏ ପରିବାରର ଶିଶୁ କନ୍ୟା ସହିତ ୩ ଜଣ ଏଚ୍ ଏଫ୍ ଡିଲେକ୍ସ( OD 20 B 5333) ମୋଟ ସାଇକେଲ ଯୋଗେ ରାମଗିରି ନିକଟ ଦଶିରାମପୁର ଗାଁର ଏକ ବିହାଘର ଭୋଜି ଖାଇବାକୁ ଯାଇ ଫେରୁଥିବା ସମୟରେ ବିପରୀତ ଦିଗରୁ ଖାରିପଦା ଗ୍ରାମରୁ ୩ ଜଣ ଯୁବକ ଏଚ୍ ଏଫ୍ ଡିଲେକ୍ସ (OD 07 H 0595 ) ମୋଟର ସାଇକେଲ ଯୋଗେ ସେହି ଦାଶିରାମପୁର ଗ୍ରାମକୁ ଭୋଜି ଖାଇବାକୁ ଯାଉଥିବା ବେଳେ ରାମଗିରି ସ୍ଥିତି କୃଷି ଉଦ୍ୟାନ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି ।

ସମସ୍ତ ଆହତମାନଙ୍କୁ ପୁଲିସ ସମେତ ସ୍ଥାନୀୟ ଲୋକଙ୍କ ସାହାର୍ଯ୍ୟରେ ରାମଗିରି ପ୍ରାଥମିକ ଚିକିତ୍ସାଳୟକୁ ଅଣାଯାଇଥିଲା । ଦୁର୍ଘଟଣା ସ୍ଥାଳରେ ଆର,ଉଦୟଗିରି ବ୍ଳକ ଅବରସିଂ ପଞ୍ଚାୟତର ପାତ୍ରବସା ଗ୍ରାମର ଜୁନେସ ଶବରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଥିବା ପାତ୍ରବସା ଗ୍ରାମର ସୂର୍ଯ୍ୟବତୀ ଶବର (18),ରୁକ୍ମିଣୀ ଶବର (5),ସରସ୍ବତୀ ଶବର (16) ଓ ଅବାରସିଂ ପଞ୍ଚାୟତ ଖାରିପଦା ଗ୍ରାମର ଶତ୍ରୁଘନ ରଇତ, ଗଣନାଥ ରଇତ ଏବଂ ଶିବରାମ ରଇତ ବୋଲି ପରିଚୟ ମିଳିଛି ।

ଡାକ୍ତର ସୁବ୍ରତ କୁମାର ସାହୁ ଓ ଶ୍ରୀଧର ସାହୁ ପ୍ରାଥମିକ ଚିକିତ୍ସା କରି ଖାରିପଦା ଗ୍ରାମର ଶତ୍ରୁଘନ ରଇତଙ୍କ ଅବସ୍ଥା ସଙ୍କଟାପୁନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ୧୦୮ ଆମୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଗୁରୁତର ୫ ବର୍ଷର ଶିଶୁ କନ୍ୟା ରୁକ୍ମିଣୀ ଶବର, ସୂର୍ଯ୍ୟବତୀ ଶବର ଓ ସରସ୍ବତୀ ଶବରଙ୍କୁ ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରିବାପାଇଁ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ଯୋଗୁଁ ଭଡା ଗାଡି କରି ବ୍ରହ୍ମପୁର ବଡ ମେଡିକାଲକୁ ପରିବାର ଲୋକେ ନେଇଛନ୍ତି । ଏ ନେଇ ରାମଗିରି ଥାନାରେ କେସ ନଂ 32/26 ରେ ମାମଲା ରୁଜୁ କରାଯାଇ ଶବ ବ୍ୟବଛେଦ ପାଇଁ ପାରଳାଖେମୁଣ୍ଡି ମେଡିକାଲକୁ ପଠାଯାଇଛି । ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ରାମଗିରି ପୁଲିସ ତରଫରୁ ସୁଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version