• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
May 8, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-  ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ), ଓଡିଶା ରାଜ୍ୟ ପରିଷଦ ପକ୍ଷରୁ, ଜେଏସଡବ୍ଲ୍ୟୁ ଷ୍ଟିଲ ଲିମିଟେଡର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅନୀଲ କୁମାର ସିଂହ ୨୦୨୬-୨୭ ବର୍ଷ ପାଇଁ ଏହାର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଥିସହିତ ଟାଟା ଷ୍ଟିଲ ଏସଇଜେଡ ଲିଃର ପରିଚାଳନା ନିର୍ଦ୍ଦେଶକ, ମଣିକାନ୍ତ ନାୟକ ଏହି ଅବଧି ପାଇଁ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଆଗାମୀ ବର୍ଷ ପାଇଁ ରହିଥିବା ପ୍ରାଥମିକତା ସମ୍ପର୍କରେ ଅନୀଲ କୁମାର ସିଂହ ଗୁରୁତ୍ୱାରୋପକରି କହିଛନ୍ତି ଯେ, “ସିଆଇଆଇ ଓଡିଶା ଭିତିଭୂମି ଅଭିବୃଦ୍ଧି, ଶିଳ୍ପ ଇକୋସିଷ୍ଟମକୁ ମଜବୁତ କରି ଓ ସମାବେଶୀ ସାମାଜିକ ବିକାଶକୁ ପ୍ରୋତ୍ସାହିତ କରି ଓଡିଶାରେ ସ୍ଥାୟୀ ଅର୍ଥନୈତିକ ଅଭିବୃଦ୍ଧି ଓ ବିକାଶକୁ ପରିଚାଳନା କରିବା ପାଇଁ ପ୍ରତିବଦ୍ଧ ରହିଛି ।

୨୦୩୬ ସୁଦ୍ଧା ରାଜ୍ୟରେ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା, ଶିଳ୍ପ ଉତ୍ପାଦକତା ବୃଦ୍ଧି କରିବା ଓ ସାମାଜିକ କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଲକ୍ଷ୍ୟ ସହିତ ସିଆଇଆଇ ଉଦ୍ଭାବନ, ଅନ୍ତର୍ଭୁକ୍ତୀକରଣ ଓ ସ୍ଥିରତା ପାଇଁ ଓଡିଶାକୁ ବିଶ୍ୱସ୍ତରରେ ଏକ ପ୍ରତିଯୋଗିତାମୂଳକ କେନ୍ଦ୍ର ଭାବେ ପରିକଳ୍ପନା କରିଛି । ସିଆଇଆଇ ପର୍ଯ୍ୟଟନ, ଉଦ୍ଭାବନ ଓ ଟେକ୍ନୋଲୋଜି-ଆଧାରିତ ଅର୍ଥନୀତି, କୃଷି, ଜଳସେଚନ ଓ ଉଦ୍ୟାନ କୃଷି, ଧାତୁ ଓ ଖଣି ଖନନ, ଉତ୍ପାଦନ, ବନ୍ଦର-ପରିଚାଳିତ ବିକାଶ, ମତ୍ସ୍ୟଚାଷ ଓ ଆକ୍ୱାକଲ୍‌ଚର, ପରିବହନ ଓ ମଲ୍ଟି-ମୋଡାଲ ଲଜିଷ୍ଟିକ୍ସ, ମହିଳା- ନେତୃତ୍ୱାଧୀନ ଅଭିବୃଦ୍ଧି, ମାନବ ସମ୍ବଳ ବିକାଶ, ଆଦିବାସୀ ଓ ଆର୍ଥିକ ଦୁର୍ବଳ ବର୍ଗର ବିକାଶ, ସ୍ୱାସ୍ଥ୍ୟସେବା ଓ ପୋଷଣ, କଳା, ଐତିହ୍ୟ ଓ କ୍ରୀଡା, ଶକ୍ତି ରୂପାନ୍ତରଣ, ବିପର୍ଯ୍ୟୟ ସ୍ଥିରତା ଓ ଜଳବାୟୁ ପରିବର୍ତନ ଭଳି ପ୍ରମୁଖ ଅଭିବୃଦ୍ଧି ପରିଚାଳକଗୁଡିକ ଉପରେ ଗୁରୁତ୍ୱ ଦେବ ।

ଏହି ଅବସରରେ ଶ୍ରୀଯୁକ୍ତ ମଣିକାନ୍ତ ନାୟକ, ସିଆଇଆଇ ଇଣ୍ଡିଆନ ୱମେନ ନେଟ୍‌ୱର୍କ (ଆଇଡବ୍ଲ୍ୟୁଏନ) ମାଧ୍ୟମରେ ମହିଳା ସଶକ୍ତିକରଣ ଓ ଉଦ୍ୟୋଗିକତା ବିକାଶ ପାଇର୍ଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ଲାଗି ପରିଷଦର ନିରନ୍ତର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ଶିଳ୍ପ ଉତ୍ପାଦନ ଓ ପ୍ରତିଯୋଗିତା ବୃଦ୍ଧି କରିବା ପାଇଁ ସିଆଇଆଇ ଜିଏସଟି, ଜିଇଏମ, ଟୋଟାଲ କ୍ୱାଲିଟି ମ୍ୟାନେଜମେଂଟ (ଟିକ୍ୟୁଏମ) ଓ ଏକ୍ସପୋର୍ଟ ଡକ୍ୟୁମେଂଟେଶନ ଉପରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ କର୍ମଶାଳାର ଆୟୋଜନ କରିବ । ରାଜ୍ୟ ପରିଷଦ ରାଜ୍ୟରୁ ରପ୍ତାନୀ ସମ୍ଭାବନା ବୃଦ୍ଧି, ଓଡିଶାବ୍ୟାପୀ ଏମଏସଏମଇ କନେକ୍ଟ ସିରିଜ ମାଧ୍ୟମରେ ଏମଏସଏମଇ ଓ ବୃହତ ଶିଳ୍ପଗୁଡିକ ମଧ୍ୟରେ ସଂଯୋଗକୁ ମଜବୁତ କରିବା, ଗ୍ରୀନ ସାର୍ଟିଫିକେଶନ ସହିତ ଭିତିଭୂମି ପ୍ରକଳ୍ପଗୁଡିକର ପ୍ରସାର ଏବଂ ଉନ୍ନତ ସ୍ୱାସ୍ଥ୍ୟସେବା ସୁବିଧା ଓ ସଂଯୋଗ ମାଧ୍ୟମରେ ମେଡିକାଲ ଟୁରିଜିମର ବିକାଶ ସମେତ ସିଆଇଆଇ ଓଡିଶାର ନୀତିଗତ ପଦକ୍ଷେପଗୁଡିକୁ ହାଇଲାଇଟ କରିଛି ।

ସିଆଇଆଇ ଓଡିଶା ଦକ୍ଷତା-ନିର୍ମାଣ ଅଭିଯାନ ଉପରେ ଦକ୍ଷତା ବିକାଶ ଓ ବୈଷ୍ରୟିକ ଶିକ୍ଷା ବିଭାଗ ସହ ସହଭାଗିତା କରିବା ଜାରି ରଖିବ, ବିଭିନ୍ନ ନୀତି ପ୍ରସଙ୍ଗ ଉପରେ ଶିଳ୍ପର ପରାମର୍ଶଗୁଡିକୁ ଦାଖଲ କରିବ, ନିବେଶ ପ୍ରୋତ୍ସାହାନ ପାଇଁ ସରକାରଙ୍କ ସହ ସହଯୋଗିତା କରିବ, ଫୁଡ ଓ ଟ୍ରାଭେଲ ବ୍ଲଗରଙ୍କ ସହିତ ନିୟୋଜନ ମାଧ୍ୟମରେ ପର୍ଯ୍ୟଟନର ପ୍ରଚାର ପ୍ରସାର କରିବ, ରପ୍ତାନୀ ବୃଦ୍ଧିରେ ସହଯୋଗ କରିବ ଏବଂ ଅର୍ବାନ ଡେଭ୍‌ଲପମେଂଟ ଡିପାର୍ଟମେଂଟ୍‌ସ ଓ ଅର୍ବାନ ଲୋକାଲ ବଡିଜ୍ (ୟୁଏଲବି)ର ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମର ପରିଚାଳନା କରିବ । ଏହି ପଦକ୍ଷେପଗୁଡିକ ମାଧ୍ୟମରେ ସିଆଇଆଇ ଓଡିଶା, ଓଡିଶାର ଶିଳ୍ପ ଇକୋସିଷ୍ଟମକୁ ଆହୁରି ମଜବୁତ କରିବା ଏବଂ ରାଜ୍ୟର ଦୀର୍ଘକାଳିନ ଅର୍ଥନୈତିକ ଓ ସାମାଜିକ ବିକାଶ ଲକ୍ଷ୍ୟ ଦିଗରେ ବହୁମାତ୍ରାରେ ଯୋଗଦାନ ଦେବା ପାଇଁ ଲକ୍ଷ୍ୟ ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version