• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

Proprietor Abhimanyu Maharana by Proprietor Abhimanyu Maharana
May 10, 2026
in ଓଡ଼ିଶା, ପୁରୀ, ହୋମ୍
0
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-   ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ରଥ ଖଳାରେ ରଥ ନିର୍ମାଣକାରୀ ସେବକ ମାନଙ୍କୁ ଉତ୍ତରୀୟ ପ୍ରଦାନ କରି ଶନିବାର ପୁର୍ବାହ୍ନରେ ସମ୍ମାନିତ କରାଯାଇଥିଲା । ସମିତିର ରାଜ୍ଯ ସଭାପତି ସୂର୍ଯ୍ୟନାରାୟଣ ମହାରଣା ଓ ରାଜ୍ଯ ସମ୍ପାଦକ ମନୋରଞ୍ଜନ ମହାରଣାଙ୍କ ଦ୍ବାରା ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସମିତି ପକ୍ଷରୁ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନ ସ୍ଥିତ ବୁଲନଭାଇ ସେବା ଭବନ ଠାରେ ମେ ୩ ତାରିଖରେ ଅନୁଷ୍ଠିତ ହୋଇଥିବା ବାର୍ଷିକ ଅଧିବେଶନର ନିଷ୍ପତ୍ତି ନିଆଯାଇଥିଲା ଯେ ମେ ୯ ତାରିଖ ଭଉଁରୀ ଦିନ ରଥ ଖଳାରେ ନିୟୋଜିତ ସେବକ ମାନଙ୍କୁ ସମ୍ମାନିତ କରାଯିବ ।

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତିର ଉକ୍ତ କାର୍ଯ୍ୟକ୍ରମକୁ ପୁରୀ ନଗର କମିଟି ଦ୍ଵାରା ଆୟୋଜିତ କରା ଯାଇଥିଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉପଦେଷ୍ଟା ଦୟାନିଧି ମହାରଣା, ସହ ସମ୍ପାଦକ ଭାଗିରଥି ମହାରଣା, ସଂଗଠନ ସମ୍ପାଦକ ଗୋବର୍ଦ୍ଧନ ମହାରଣା, ରାଜ୍ୟ କୋଷାଧକ୍ଷ ଗୁରୁଚରଣ ସୁତାର, ଅଖିଳ ଭାରତୀୟ ବିଶ୍ଵକର୍ମା ମହାସଭାର ରାଜ୍ଯ ମହିଳା ଅଧ୍ୟକ୍ଷ ଆଡଭୋକେଟ ସୁମତି ମହାରଣା ଓ କେନ୍ଦ୍ରୀୟ କାର୍ଯ୍ୟକାରି ସଭ୍ୟ ବିଶ୍ଵନାଥ ମହାରଣା, ସୁଦର୍ଶନ ମହାରଣା,

ଗଙ୍ଗାଧର ମହାରଣା, ପୁରୀ ଜିଲ୍ଲା କମିଟି ଉପ ସଭାପତି ଦେବରାଜ ମହାରଣା , ସମ୍ପାଦକ ନରହରି ଓଝା, ପ୍ରମୋଦ ମହାରଣା, ନଗର କମିଟି ସଭାପତି ହୃଷୀକେଶ ମହାରଣା, ବିଶ୍ୱନାଥ ମହାରଣା, ନାରାୟଣ ମହାରଣା, ସୁଶାନ୍ତ ମହାରଣା, ଚିତ୍ରସେନ ମହାରଣା, ରମେଶ ମହାରଣା, ଚନ୍ଦନ ମହାରଣା, କାଳୁ ମହାରଣା, କୁମାରୀ ଛବିରାଣି ମହାରଣା, କୁମାରୀ ଶର୍ମିଳା ମହାରଣା, କଟକ ନଗର କମିଟିରୁ ସୁବାସ ମହାରଣା, ଜୟନ୍ତ ମହାରଣା,ନୟାଗଡ ସହ ସମ୍ପାଦକ ବିଜୟ ମହାରଣା,ଭୁବନେଶ୍ଵରରୁ ପ୍ରମୋଦ କୁମାର ଓଝା ପ୍ରମୁଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version