• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 10, 2026
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-  ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଟାଉନ୍ ଥାନାରେ ଥାନାର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଓଡ଼ିଶା ପୋଲିସ ଓ ୟୁନିସେଫ ସହଯୋଗରେ ମହିଳା ଏବଂ ଶିଶୁ ବିରୋଧୀ ଅପରାଧ ଶାଖା (ସି.ଆଇ.ଡି ସି.ବି.)ଆନୁକୁଲ୍ୟରେ “ଜୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋର ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡ଼ିଶାର ମାନ୍ୟବର ପୋଲିସ ମହା ନିର୍ଦ୍ଦେଶକ , ଭୁବନେଶ୍ୱର ସ୍ଥିତ ମହିଳା ଓ ଶିଶୁ ବିରୋଧୀ ଅପରାଧ ଶାଖା (ସି:ଆଇ:ଡି:-ସି:ବି:) କାର୍ଯ୍ୟାଳୟରୁ ଅନଲାଇନ ମାଧ୍ୟମରେ ଶୁଭାରମ୍ଭ କରିଥିଲେ ।

ଏହି ଶୁଭାରମ୍ଭ କାର୍ଯ୍ୟକ୍ରମକୁ ରାଜ୍ୟର ବିଭିନ୍ନ ଅଂଶଗ୍ରହଣକାରୀ ପୋଲିସ ଷ୍ଟେସନ୍ ମାନଙ୍କ ସହିତ ପାରଳାଖେମୁଣ୍ଡି ଆଦର୍ଶ ପୋଲିସ ଷ୍ଟେସନରେ ମଧ୍ୟ ପ୍ରସାରିତ କରା ଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଆଦର୍ଶ ଥାନା ର ଥାନାଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଭୂପତି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ୍ ସୂଚନା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମାଜରେ କିଶୋର ମାନଙ୍କ ପ୍ରତି ଦେଖା ଦେଉଥିବା ବିଭିନ୍ନ ଅପରାଧ ସମ୍ପର୍କରେ ସୂଚନା ଦେଇ କିଶୋର କିଶୋରୀ ମାନଙ୍କ ପାଇଁ ଡିଜିଟାଲ ଅଧିକାର , ଅନଲାଇନ୍ ସୁରକ୍ଷା ଏବଂ ସାଇବର ବୁଲିଂ ଉପରେ କହି ଉପସ୍ଥିତ କିଶୋର କିଶୋରୀ ମାନଙ୍କୁ ସଚେତନ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ଏସ:ଡି:ପି:ଓ: ଶ୍ରୀ ମାଧବ ନନ୍ଦ ନାୟକ , ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ଏବଂ ଜିଲ୍ଲା ଶିଶୁ କଲ୍ୟାଣ ପୋଲିସ ଅଧିକାରୀ ପୋଲିସଏସ:ଆଇ:କୌତୁକ ସେଠୀ ପ୍ରମୁଖ ଯୋଗ ଦେଇ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ ।ଜୁଭେଣ୍ଟିକା ବିଷୟରେ ମୁଖ୍ୟତଃ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ବର୍ଗ ହେଉଛନ୍ତି ୧୪ ରୁ ୧୮ ବର୍ଷ ବୟସର କିଶୋର-କିଶୋରୀ , କାରଣ ପୋଲିସ ଷ୍ଟେସନମାନଙ୍କରେ ରିପୋର୍ଟ ହେଉଥିବା ଶିଶୁ ସମ୍ବନ୍ଧୀୟ ଅପରାଧର ଏକ ବଡ଼ ଅଂଶ ଏହି ବୟସ ବର୍ଗରେ ଘଟୁଅଛି ।

ଅନେକ ସମୟରେ ସାମାଜିକ ଅପମାନ ଓ ପାରିବାରିକ ଭୟ କାରଣରୁ ଏହିପରି ଘଟଣା ରିପୋର୍ଟ କରାଯାଉନାହିଁ । ଏହି ସମସ୍ୟାକୁ ଦୂର କରିବା ପାଇଁ ଲଗାତାର ସଚେତନତା ଓ ସମୁଦାୟ ସମ୍ପୃକ୍ତି ଜରିଆରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରତ୍ୟେକ ପୋଲିସ ଷ୍ଟେସନକୁ ଏକ ଶିଶୁ-ଅନୁକୂଳ ଓ ସୁରକ୍ଷିତ ସ୍ଥାନ ଭାବରେ ଗଢି ତୋଳିବା ସହ ଯେଉଁଠାରେ କି ଶିଶୁ ଓ କିଶୋର-କିଶୋରୀ ମାନେ ବିନା ଭୟରେ ପୋଲିସ ନିକଟକୁ ଆସିପାରିବେ ।ଆଜିର ଶିଶୁମାନେ ଇଣ୍ଟରନେଟରେ ଅଧିକ ସମୟ ବିତାଉଥିବାରୁ ସେମାନଙ୍କୁ ଡିଜିଟାଲ ଅଧିକାର ଓ ଅନଲାଇନ୍ ସୁରକ୍ଷା ସମ୍ବନ୍ଧରେ ସଚେତନ କରାଇବା

ସମେତ ସାଇବର ବୁଲିଂ , ଅନଲାଇନ୍ ଶୋଷଣ ଓ ମାନସିକ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିପଦରୁ ସେମାନଙ୍କୁ ସୁରକ୍ଷା ଦେବା । ସେହିଭଳି ଶିଶୁମାନଙ୍କ ସହିତ ବିଶ୍ୱାସର ଏକ ସମ୍ପର୍କ ଗଢିବା ସହ ଯେପରି କି ସେମାନେ ପୋଲିସକୁ ଭୟର ବସ୍ତୁ ନ ଭାବି ଜଣେ ବନ୍ଧୁ , ମାର୍ଗଦର୍ଶକ ଓ ରକ୍ଷକ ଭାବରେ ଦେଖିବେ ।ତେଣୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି ଯେ , ପାରଳାଖେମୁଣ୍ଡି ପୋଲିସ ସମସ୍ତ ନାଗରିକ , ସରକାରୀ ବିଭାଗ ଓ ସଂସ୍ଥା , ବେସରକାରୀ ସଂଗଠନ , ଶିଶୁ ଯତ୍ନ ସଂସ୍ଥା (ସି:ସି:ଆଇ:), ବିଦ୍ୟାଳୟ , ମହାବିଦ୍ୟାଳୟ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ମାନଙ୍କୁ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିବାକୁ ଆନ୍ତରିକ ଅନୁରୋଧ କରାଯାଉଛି । ଏହି ସନ୍ଦେଶକୁ ବ୍ୟାପକ ଭାବରେ ପ୍ରଚାର କରିବା ପାଇଁ ଇଲେକ୍ଟ୍ରୋନିକ୍ ଓ ପ୍ରିଣ୍ଟ ଗଣମାଧ୍ୟମର ସମସ୍ତ ସାଥୀଙ୍କୁ ବିଶେଷ ନିବେଦନ ଜଣାଯାଉଛି ଯେ , ଯେପରି କି , ଜୁଭେଣ୍ଟିକା କାର୍ଯ୍ୟକ୍ରମ ଆମ ଶିଶୁମାନଙ୍କ କଲ୍ୟାଣ ପାଇଁ ଏକ ସାର୍ଥକ ଓ ସଫଳ ପ୍ରୟାସ ହୋଇପାରିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version