• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

Proprietor Abhimanyu Maharana by Proprietor Abhimanyu Maharana
May 10, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମନୋରଞ୍ଜନ, ମହାନଗର, ହୋମ୍
0
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ସିଆରପିଏଫ ଛକ ସ୍ଥିତ ଶ୍ରୀ ଶ୍ରୀ ସଙ୍କଟ ମୋଚନ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ ଅନୁଷ୍ଠିତ ହେଇଯାଇଛି । ଡିଏମ୍ ଫିଲ୍ମସ୍ ବ୍ୟାନରରେ ନିର୍ମିତ ଏହି ଫିଲ୍ମଟିର ପ୍ରଯୋଜକ ହେଉଛନ୍ତି ଦେବାଶିଷ ମହାନ୍ତି | “ନଅ ବାୟା”ର କାହାଣୀ, ଚିତ୍ରନାଟ୍ୟ, ସଂଳାପ ଓ ନିର୍ଦ୍ଦେଶନା ଦେଇଛନ୍ତି ନିରଞ୍ଜନ ବେହେରା ।

ନାୟକ ଭୂମିକାରେ ଅମନ୍ ଅଭିନୟ କରୁଥିବା ବେଳେ ନାୟିକା ଚରିତ୍ରରେ ମନିଷା ଓ ଦେବସ୍ମିତା ଅଭିନୟ କରୁଛନ୍ତି । ଅନ୍ୟାନ୍ୟ ଭୂମିକାରେ ଚୌଧୁରୀ ଜୟପ୍ରକାଶ ଦାସ (ଟିଲୁ ଭାଇ), ଦେବୁ ବ୍ରହ୍ମା, କୁନାଲ, ସୁମନ, ପ୍ରଶାନ୍ତ, ସୋମୁ, ଭକ୍ତି, ଗୋପାଳ, ମିଟୁ, ପ୍ରୀତିରଞ୍ଜନ, ସ୍ମୃତି(ନଟିଆ), ଦେବବ୍ରତ, ଡାଙ୍ଗ, ଲିପ୍ସା, ବିଭୁ, ଶଙ୍କର, ମାଙ୍କେ ଅଭିନୟ କରୁଛନ୍ତି ।

ନିର୍ଦ୍ଦେଶକ ନିରଞ୍ଜନ ବେହେରାଙ୍କ ପୂର୍ବ ସିନେମା ଭଳି ଏହା ମୌଳିକ କାହାଣୀ ଉପରେ ଆଧାରିତ । ଏହି ଫିଲ୍ମରେ କମେଡି, ଡ୍ରାମା, ଇମୋସନ୍ ଭରି ରହିଛି । ଏହି ସିନେମାରେ ସମାଜ ପାଇଁ ଏକ ବାର୍ତ୍ତା ରହିଛି । ଏହି ଚଳଚ୍ଚିତ୍ରର ଟାଇଟଲ୍ ଗୀତକୁ ୯ ଜଣ କଣ୍ଠଶିଳ୍ପୀ ଗାଇଛନ୍ତି ।ସେମାନେ ହେଲେ ବିଷ୍ଣୁ, ସତ୍ୟଜିତ୍, ତାରିକ୍, ସଂଗ୍ରାମ, ବୈଭବ, ଚିରାଗ, ଏସ୍. ଜିତୁ, ଜେମ୍ସ ଓ ଅନ୍ତରା ଚକ୍ରବର୍ତ୍ତୀ ।

“ନଅ ବାୟା”କୁ ସଙ୍ଗୀତରେ ସଜେଇଛନ୍ତି ବିଷ୍ଣୁ ମୋହନ କବି । କାହାଣୀ ଅନୁଯାୟୀ ଏହି ଚଳଚ୍ଚିତ୍ରରେ ୯ ଜଣ ବାୟା ଅଭିନୟ କରୁଛନ୍ତି । ଶିକ୍ଷକ, ନେତା, ଗାୟକ, ପ୍ରେମିକ, ଚୋର, କାଳେସୀ, ଯାତ୍ରା କଳାକାର ଓ ମଦୁଆ l ହେଲେ ୯ ନମ୍ବର ବାୟାଟି କିଏ ତାହା ଏକ ପ୍ରଶ୍ନବାଚୀ । ଏମାନେ ସବୁ ପରିସ୍ଥିତିରେ ପଡି ପାଗଳ ହେଇଯାଇଛନ୍ତି ।

ଏହି ୯ ଜଣ ବାୟା ଡକ୍ଟର ଅଭିଲିପ୍ସା ଦାସଙ୍କୁ ଭଲ ପାଉଛନ୍ତି ସତ ହେଲେ ତାଙ୍କୁ ବିବାହ କିଏ କରୁଛନ୍ତି, ଏ ସମସ୍ତ ପ୍ରଶ୍ନର ଉତ୍ତର ଦେବ “ନଅ ବାୟା” । ଏହି ଚଳଚ୍ଚିତ୍ରର ଡ୍ରାମା ସିନ୍ ଓଡ଼ିଶା ଭିତରେ ଏବଂ ଗୀତ ବାହାର ଲୋକେସନ୍ ରେ ସୁଟିଂ ହେବ ବୋଲି ପ୍ରଯୋଜକ ଦେବାଶିଷ ମହାନ୍ତି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version