ତୁରେକେଲା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଓଡ଼ିଶା ସରକାରଙ୍କ ଅଭିନବ ପ୍ରୟାସରେ ଆଜି ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ରାକେଶ ବେହେରାଙ୍କ ତତ୍ତ୍ଵାଧାନରେ ଅନୁଷ୍ଠିତ ଏହି ସଚେତନ କାର୍ଯ୍ୟକ୍ରମରେ ମହିଳା ଓ କିଶୋରୀ ମାନେ ସାଇବର ଠକେଇରୁ କେମିତି ସୁରକ୍ଷା ପାଇବେ ଏବଂ ବିଶେଷ କରି କିଶୋରୀ ମାନେ ତାଙ୍କ ସମସ୍ୟାକୁ କେମିତି ଜଣାଇପାରିବେ ସେ ନେଇ ସଚେତନ କରାଯାଇଥିଲା ।

ମହିଳା ଓ କିଶୋରୀ ମାନେ ପୁଲିସକୁ ବନ୍ଧୁ ଭାବରେ ଦେଖିବେ ଏବଂ ନିଜ ସମସ୍ୟାକୁ ପୁଲିସକୁ ନିର୍ଭୟରେ କେମିତି ଜଣାଇପାରିବେ ସେ ନେଇ ସଚେତନ କରାଯାଇଥିଲା । ସୋସିଆଲ ମିଡିଆ ଓ ଇଣ୍ଟରନେଟ୍ ବ୍ୟବହାର ସମୟରେ କେଉଁ ସବୁ ସତର୍କତା ଅବଲମ୍ବନ କରିବା ଉଚିତ୍ ଏବଂ କୌଣସି ଅପରାଧର ଶିକାର ହେଲେ ତୁରନ୍ତ କିପରି ପଦକ୍ଷେପ ନେବାକୁ ହେବ ସେ ନେଇ ପୁଙ୍ଖାନୁପୁଙ୍ଖ ସୂଚନା ପ୍ରଦାନ କରିଥିଲେ ।