• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

Proprietor Abhimanyu Maharana by Proprietor Abhimanyu Maharana
May 14, 2026
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ
Share on FacebookShare on TwitterWhatsapp

ପୁରୀ ( ଓଡିଶା ତାଜାନ୍ୟୁଜ ) ନି. ପ୍ର :- ପୁରୀରେ ଏବେ ଅସହ୍ଯ ଗରମ ଅନୁଭୂତ ହେଉଛି । ଲୋକେ କେମିକାଲ ଯୁକ୍ତ ପାନୀୟ ପିଇବା ପାଇଁ ଭିଡ ଜମୁଛି । ସାବିତ୍ରୀ ବ୍ରତ ପୂର୍ବରୁ ଏବେ ତାଳ ସଜ ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି । ପଇଡ ପାଣି ପରି ତାଳସଜର ପାଣି ମଧ୍ଯ ପେଟ ପାଇଁ ଉପକାର କରିଥାଏ । ତାଳ ପାଣି ସହ ତାର କୋଲା ଖାଇଲେ ଜଳଖିଆ ଖାଇବାକୁ ପଡିନଥାଏ । ତାଳର ଅନେକ ଔଷଧୀୟ ଗୁଣ ରହିଛି । ତାଳ ପେଟ ଗରମ ଓ ଅଶୁଂଘାତରୁ ରକ୍ଷା କରିଥାଏ । ଅସହ୍ଯ ଖରା ଓ ଗୀଷ୍ମ ତାତିରେ ସିଝୁଛି ଶ୍ରୀକ୍ଷେତ୍ର ।

ପୁରୀ ସହରର ବିଭିନ୍ନ ସ୍ଥାନରେ ଏବେ ତାଳ ସଜର ପସରା ଦେଖିବାକୁ ମିଳୁଛି । ତାଳରୁ କୋଲା ଛଡାଇବା ଶୈଳୀ ଦେଖିବାକୁ ଭାରି ମଜା ଲାଗିଥାଏ । ତାଳର ଉପର ଓ ତଳ ଅଂଶ ସମାନ ଭାବରେ କାଟିବା ପରେ ନଡିଆ ଛଡାଇବା ପରି ମଝିରୁ କାଟି ଅତି ଯତ୍ନର ସହ ଗୋଟା କୋଲା ବାହାର କରିଥାନ୍ତି । ଗୋଟିଏ ତାଳରୁ ତିନୋଟି କୋଲା ବାହାରି ଥାଏ । ପୁରୀ ସହରର ବଡଶଙ୍ଖ, ନୃସିଂହ ମନ୍ଦିର ଛକ,ମାଟିଆପଡା ରେଳଫାଟକ ଛକ, ଷ୍ଟେସନ ଛକ, ସଂସ୍କୃତି ଭବନ ଛକ, ମେଡିକାଲ ଛକ,ମାର୍କେଟ ଛକ,ମଙ୍ଗଳାଘାଟ ରାସ୍ତା ର ବିଭିନ୍ନ ସ୍ଥାନରେ ତାଳ ସଜ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି ।

କନ୍ଦା ତାଳ,ନାଳି ତାଳ ଓ ପାକଳ ତାଳ ଲୋକଙ୍କ ପସନ୍ଦ ଅନୁସାରେ ଦିଆଯାଉଛି । ତିନୋଟି ତାଳ କୋଲାକୁ ୨୦ ଟଙ୍କା ହିସାବରେ ବିକ୍ରି ହେଉଛି । ପର୍ଯ୍ୟଟକ, ତୀର୍ଥଯାତ୍ରୀ ଓ ବିଦେଶୀ ପର୍ଯ୍ଯଟକ ମାନେ ଏହି ତାଳ ଖାଇ ଓ … ଭେରି ଟେଷ୍ଟି ଆଣ୍ଡ ସୁଇଟ ବୋଲି କହୁଛନ୍ତି । ସହରରେ ସମେତ ତାଳବଣିଆରେ ତାଳଗଛ ବିଲୁପ୍ତ ହୋଇଥିବା ବେଳେ ଗାଁ ଗହଳିରୁ ତାଳ ଆଣି ସହରରେ ବିକ୍ରି କରାଯାଉଛି । ବାହାର ଚନ୍ଦନଯାତ୍ରା ସମୟରେ ସିଂହଦ୍ଵାରରୁ ମଣିବିମାନରେ ଠାକୁର ନରେନ୍ଦ୍ର ପୁଷ୍କରିଣୀକୁ ଯିବା ସମୟରେ ବିଭିନ୍ନ ସ୍ଥାନରେ ହେଉଥିବା ପନ୍ତି ଭୋଗରେ ଏହି ତାଳ ସଜ ଭୋଗ କରାଯାଇଥାଏ ।

ସାବିତ୍ରୀ ବ୍ରତ ପାଇଁ ଏହି ତାଳ ସଜ ଘରେ ଘରେ ପୂଜା ପାଇଁ ଆବଶ୍ୟକ ହୋଇଥାଏ । ତାଳ ବୁଢା ହୋଇଗଲେ ଗଛରେ ପାଚି ତଳକୁ ଝଡିଥାଏ । ପାଚିଲା ତାଳ ରସରେ ପୋଡପିଠା ତିଆରି ହୁଏ । ପାଚିଲା ତାଳ ମାଟିରେ ପୋତିଲେ ତାହା ଗଜା ହୋଇଥାଏ । ସେହି ଗଜାକୁ କାଟି ଖାଇବା ପାଇଁ ପିଲାମାନଙ୍କ ଆନନ୍ଦ ବଢିଥାଏ । ବର୍ଷ କୁ ଥରେ ଏହି ନିର୍ଦ୍ଦିଷ୍ଟ ସମୟ ସାବିତ୍ରୀ ବ୍ରତ ପୂର୍ବରୁ ତାଳ ସଜ ପସରା ଦେଖିବାକୁ ମିଳିଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version