• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

Proprietor Abhimanyu Maharana by Proprietor Abhimanyu Maharana
May 14, 2026
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ
Share on FacebookShare on TwitterWhatsapp

ପୁରୀ ( ଓଡିଶା ତାଜାନ୍ୟୁଜ ) ନି. ପ୍ର :- ତାଳବଣିଆ ଥାନା ପକ୍ଷରୁ ପାଟ୍ରୋଲିଂ ଚାଲିଥିବା ବେଳେ ନିର୍ଭର ସୁତରୁ ଖବର ମିଳିଲା ଯେ ହୁଳୁହୁଳିଆ ବ୍ରିଜ ନିକଟରେ ଦୁଇ ଜଣ ଯୁବକ ଲୁହା ରଡ ଦେଖାଇ ବାଇକ ଆରୋହୀଙ୍କ ଠାରୁ ଟଙ୍କା ଛଡାଇ ନେଉଛନ୍ତି ଓ ଆତଙ୍କରାଜ ସୃଷ୍ଟି କରୁଛନ୍ତି । ଏହି ସମୟରେ ପିସିଆର ଭ୍ଯାନ ସେଠାରେ ପହଞ୍ଚିଥିଲା । ସବ ଇନ୍ସପେକ୍ଟର ଜି.ସି ଘଡ଼େଇ ସେମାନଙ୍କୁ ଧରିବା ପାଇଁ ଚେଷ୍ଟା କରିଥିଲେ । ଲୁହା ରଡରେ ପୋଲିସକୁ ପିଟିବା ପାଇଁ ଉଦ୍ୟମ କରୁଥିବା ବେଳେ ସବଇନ୍ସପେକ୍ଟରଙ୍କ ବାମ ହାତରେ ବାଜିଥିଲା । ପୋଲିସକୁ ମଧ୍ଯ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିଲେ ।

ପରେ ଘଟଣା ସ୍ଥଳରୁ ଦୁଇ ଯୁବକ ମଟର ସାଇକେଲ ଯୋଗେ ଖସିଯାଇଥିଲେ । ପରେ ପୋଲିସ ବହୁ ଚେଷ୍ଟାକରି ଦୁଇ ଭାଇଙ୍କୁ କାବୁ କରିଥିଲେ । ଏ ସମ୍ପର୍କରେ ତାଳବଣିଆ ଥାନାରେ ୧୬୮/୨୬ ରେ ମାମଲା ରୁଜୁ କରି ପୋଲିସ ଦୁଇ ଭାଇଙ୍କୁ ଗିରଫ କରିଥିଲା । ଦୁଇ ଅଭିଯୁକ୍ତ ଯୁବକ ହେଲେ ନବକଳେବର ରୋଡ ର ନୁଆସାହି ର ଦୁଇଭାଇ ବାବୁଲା ଭୋଇ(୪୩) ଓ କାବୁ ଭୋଇ (୩୪) କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟଚାଲାଣ କରିଛି । ସେମାନଙ୍କ ଠାରୁ ୧ ଟି ଲୁହା ରଡ, ଗୋଟିଏ ହୋଣ୍ଡା ମୋଟର ସାଇକେଲ ଓ ୫୭୯ ନଗଦ ଟଙ୍କା ଜବତ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version