• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

Proprietor Abhimanyu Maharana by Proprietor Abhimanyu Maharana
May 15, 2026
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ବିଜୁ ଜନତା ଦଳ, କଟକ ଜିଲ୍ଲା ପକ୍ଷରୁ ଆଜି କଟକ ସ୍ଥିତ ଡ଼ିଜିପି ଅଫିସ୍ ଘେରାଉ କରି ବିଜେପି ସରକାରରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ଅଡଶପୁରର ପୁଅ ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ଘଟଣାରେ କିପରି ଭାବେ ସୌମ୍ୟରଞ୍ଜନ ଏବଂ ତାଙ୍କ ପରିବାରକୁ ନ୍ୟାୟ ମିଳିବା ସହିତ ରାଜ୍ୟରେ ବଢି ଚାଲିଥିବା ମହିଳା ହିଂସା ପ୍ରତିବାଦରେ ଆୟୋଜିତ ବିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ, ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ବିକ୍ଷୋଭ ଓ ପ୍ରତିବାଦ କାର୍ଯ୍ୟକ୍ରମରେ ନିଆଳୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡାକ୍ତର ପ୍ରମୋଦ କୁମାର ମଲ୍ଲିକଙ୍କ ସମେତ କଟକ ଜିଲ୍ଲାର ସମସ୍ତ ନିର୍ବାଚନ ମଣ୍ଡଳୀର ବହୁ ବିଜୁ ଜନତା ଦଳର କର୍ମକର୍ତ୍ତାମାନେ ଉପସ୍ଥିତ ରହି ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (NCRB)ର ସଦ୍ୟତମ ତଥ୍ୟ ଅନୁସାରେ ସାରା ଦେଶରେ ଜନସଂଖ୍ୟା ଅନୁପାତରେ ସବୁଠାରୁ ଅଧିକ ଗୁରୁତର ଅପରାଧ ଓଡ଼ିଶାରେ ପଞ୍ଜୀକୃତ ହୋଇଛି ।

ମହିଳା ହିଂସା କ୍ଷେତ୍ରରେ ଆମ ରାଜ୍ୟରେ ପ୍ରତି ଏକ ଲକ୍ଷ ମହିଳାଙ୍କ ମଧ୍ୟରୁ ୧୧୮.୩ ଜଣ ମହିଳା ଗୁରୁତର ଅପରାଧର ଶିକାର ହୋଇଛନ୍ତି ଯାହାର ହାର ଦେଶରେ ଦ୍ଵିତୀୟ ସର୍ବବୃହତ ବୋଲି କୁହାଯାଏ । ଶେଷରେ ରାଜ୍ୟର ବିଭିନ୍ନ ସମସ୍ୟା ଏବଂ ଅଡଶପୁର ମଉଜପୁରର ପୁଅ ସୌମ୍ୟରଞ୍ଜନ ସ୍ବାଇଁଙ୍କ ବର୍ବରଚିତ ହତ୍ୟାକାଣ୍ଡ ଘଟଣାର ସମସ୍ତ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଏକ ଦାବୀ ପତ୍ର ପ୍ରଦାନ କରଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ

ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ

May 15, 2026
ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

May 15, 2026
କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ

ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version