• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ

Proprietor Abhimanyu Maharana by Proprietor Abhimanyu Maharana
May 15, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀଜିଲ୍ଲା ବିଜେଡି ପକ୍ଷରୁ ଏସପି ଅଫିସ ଆଗରେ ବିକ୍ଷୋଭ
Share on FacebookShare on TwitterWhatsapp

ପୁରୀ ( ଓଡିଶା ତାଜାନ୍ୟୁଜ ) ନି. ପ୍ର :-  ରାଜ୍ୟରେ ଦିନକୁ ଦିନ ଅବନତି ଘଟୁଥିବା ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ପୁରୀ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଏକ ବିଶାଳ ପଦଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ଆୟୋଜିତ ହୋଇଥିଲା । ଏହି ପଦଯାତ୍ରା ସୁବାସ ବୋଷ ଛକ ନିକଟରୁ ଆରମ୍ଭ ହୋଇ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା । ସେଠାରେ ଦଳୀୟ କର୍ମୀ , ନେତୃବୃନ୍ଦ ଓ ଶତାଧିକ ଲୋକ ରାଜ୍ୟ ସରକାରଙ୍କ ବିଫଳ ଆଇନଶୃଙ୍ଖଳା ବ୍ୟବସ୍ଥା ବିରୋଧରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପୁରୀ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ବରିଷ୍ଠ ନେତୃତ୍ୱ ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା,, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପିପିଲିର ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ନିମାପଡ଼ାର ଯୁବ ନେତା ସୁବ୍ରତ ଛାଟୋଇ, ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ କସ୍ତୁରୀ ବାଲା ସ୍ଵାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱପ୍ନାରାଣୀ ସ୍ଵାଇଁ,

ଉପାଧ୍ୟକ୍ଷ ସ୍ୱାଧୀନ କୁମାର ନାୟକ, ସତ୍ୟବାଦୀ ବ୍ଲକ୍ ଅଧ୍ୟକ୍ଷ ସୁନୀଲ ପଣ୍ଡା ଏବଂ ପୁରୀ ସଦର ବ୍ଲକ୍ ଅଧ୍ୟକ୍ଷ ଦିବାକର ପାତ୍ର , ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବାବେଳେ ସାଧାରଣ ଲୋକଙ୍କ ସୁରକ୍ଷା ପ୍ରତି ସରକାର ଗୁରୁତ୍ୱ ଦେଉନାହାନ୍ତି । ମହିଳା ନିର୍ଯାତନା, ଚୋରି, ଲୁଟ୍ ଓ ହତ୍ୟା ଭଳି ଘଟଣା ବୃଦ୍ଧି ପାଉଥିବାରୁ ଜନସାଧାରଣ ଭୟଭୀତ ପରିସ୍ଥିତିରେ ଜୀବନଯାପନ କରୁଛନ୍ତି । ତୁରନ୍ତ ଆଇନଶୃଙ୍ଖଳା ସୁଧାର ନେଇ ସରକାର ପଦକ୍ଷେପ ନେବାକୁ ଦଳ ପକ୍ଷରୁ ଦାବି କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version