• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

Proprietor Abhimanyu Maharana by Proprietor Abhimanyu Maharana
May 18, 2026
in ଓଡ଼ିଶା, ପୁରୀ, ହୋମ୍
0
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଅମଲା କ୍ଲବ ନିକଟସ୍ଥ ବିଜି ବିଜ୍ ଏକାଡେମୀ ପରିସରରେ ପିଲାଙ୍କ ଖବର କାଗଜ ଶିଶୁ ସମାଚରର ଉନବିଂଶ ବାର୍ଷିକ ଉତ୍ସବ ପରିପ୍ରେକ୍ଷୀରେ ବିଦ୍ୟାଳୟ ସ୍ତରୀୟ ଆମ କୁନି ରାଣୀ, କୁନି ରାଜା ଏବଂ ଆବାକସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅତିଥି ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ପ୍ରଦାନ କରାଯାଇ ସ୍ୱାଗତ କରାଯାଇ ଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ଚକ୍ରଧର ମହାପାତ୍ର ଯୋଗ ଦେଇ କୁନି କୁନି ଶିଶୁମାନଙ୍କୁ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ଓ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ଶିଶୁ ସମାଚାର ଏକ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରି ଆସିଛି କହିବା ସହ ଏହା ଆଗକୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଆହୁରି ଭିନ୍ନ ଭିନ୍ନ କାର୍ଯ୍ୟ କରିବ ବୋଲି କହିଥିଲେ। ଅନ୍ୟତମ ବରେଣ୍ୟ ଅତିଥି ଭାବେ କୁମାର ଉତ୍ସବ ସମିତିର ସଂପାଦକ ସ୍ୱାଧୀନ ପଣ୍ଡା,

ଶ୍ରୀ ଜଗନ୍ନାଥ ଭକ୍ତ ସମାଜ ସଂପାଦକ ଡ. ଶଶିକାନ୍ତ ରଥ, ବିଜି ବିଜ୍ ଏକାଡେମୀର ନିର୍ଦ୍ଦେଶକ ଦେବଶ୍ରୀତ ମହାନ୍ତି,ବରିଷ୍ଠ ସାମ୍ବାଦିକ ନାରାୟଣ ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଅନୁଷ୍ଠିତ ଆମ କୁନି ରାଣୀ ଓ କୁନି ରାଜା ପ୍ରତିଯୋଗିତାର ବିଚାରକ ଭାବେ ଶିକ୍ଷାବିତ୍ ରେଣୁକା ମିଶ୍ର, କଳାକାର ମମତା ଦଶ, ସାମ୍ବାଦିକା ରାଜଶ୍ରୀ ସାହୁ, ନୃତ୍ୟଗୁରୁ ମନସ୍ମିତା ସାହୁ, ଆବାକସ ପ୍ରତିଯୋଗିତାରେ ଶ୍ରୀମତୀ ଚନ୍ଦନା , ଶିକ୍ଷୟିତ୍ରୀ ବର୍ଷାରାଣୀ ସାହୁ,କାଜଲ ମହାନ୍ତି ଯୋଗ ଦେଇଥିଲେ । ଆମ କୁନି ରାଣୀ ଭାବେ ସାରସ୍ଵତ ବିଦ୍ୟାନିକତନର ଛାତ୍ରୀ ଅପର୍ଣ୍ଣା ରଥ, କୁନି ରାଜା ଭାବେ ମଦର୍ସ ପବ୍ଲିକ ସ୍କୁଲର ଛାତ୍ର ମାଷ୍ଟର ଦକ୍ଷ ଯୋଗ୍ୟ ବିବେଚିତ ହୋଇଥିବା ବେଳେ, ଆବାକସର କନିଷ୍ଟ ବିଭାଗରେ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ଛାତ୍ର ରେୟାଂଶ ମିଶ୍ର, ମଦର୍ସ ପବ୍ଲିକ୍ ସ୍କୁଲର ଦକ୍ଷ ପଞ୍ଚ ସେହି ସ୍କୁଲର ଛାତ୍ରୀ ସାନାୟା ପଞ୍ଚ ଯଥାକ୍ରମେ ପ୍ରଥମ,

ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ, ବରିଷ୍ଠ ବିଭାଗରେ ସତ୍ୟଭାମା ଇଂଲିଶ ମିଡିୟମ ସ୍କୁଲର ଛାତ୍ରୀ ଆଦ୍ୟା ଆରିକା ପଟ୍ଟନାୟକ, ମଦର୍ସ ପବ୍ଲିକ୍ ସ୍କୁଲର ଛାତ୍ର ସ୍ରେୟାଂଶ ସିଦ୍ଧ ସାହୁ ଓ ବେଲ୍ସ ସାକ୍ରାମେଣ୍ଟ ସ୍କୁଲର ଛାତ୍ର ବିଜନ ଜିତ୍ ଦାଶ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନେ ଅଧିକାର କରିଥିଲେ । ଶିଶୁ ସମାଚାରର ସଂପାଦକ ସୁକାନ୍ତ ପଣ୍ଡା ପ୍ରତିଯୋଗିତା ସଂମ୍ବନ୍ଧରେ ସୂଚ଼ନା ଦେବା ସହ ଆଗାମୀ ଦିନରେ ଚିତ୍ରାଙ୍କନ,ଚେସ୍ , ଯୋଗ, ବକ୍ତୃତା ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି କହିବା ସହ ଅଗଷ୍ଟ ୮ ତାରିଖରେ ପୁରୀ ପୌର ସଦନରେ ଅନୁଷ୍ଠିତ ବାଷିକ ଉତ୍ସବରେ ସମସ୍ତ କୃତି ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯିବ ବୋଲି କହିଥିଲେ । ଡ.ସ୍ନେହଲତା ରଥ, ଅନୁପମା ପଣ୍ଡାଙ୍କ ସହ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ବିଜି ବିଜ୍ ଏକାଡେମୀର ଅଧ୍ୟକ୍ଷା ସଂଘମିତ୍ରା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

May 18, 2026
ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

May 18, 2026
ମହୋଦଧିରେ ମିଶୁଛି ମହାନଗର ମଇଳା ପାଣି କଳା ପଡିଗଲାଣି ସ୍ବର୍ଣ୍ଣାଭ ବେଳାଭୂମି

ମହୋଦଧିରେ ମିଶୁଛି ମହାନଗର ମଇଳା ପାଣି କଳା ପଡିଗଲାଣି ସ୍ବର୍ଣ୍ଣାଭ ବେଳାଭୂମି

May 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

May 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version