• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

Proprietor Abhimanyu Maharana by Proprietor Abhimanyu Maharana
May 19, 2026
in ଓଡ଼ିଶା, କଟକ, ହୋମ୍
0
ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ
Share on FacebookShare on TwitterWhatsapp

କୋରାଇ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କୋରାଇ ବ୍ଳକ ଅନ୍ତର୍ଗତ ଶଙ୍ଖଚିଲା ସ୍ଥିତ ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ବାର୍ଷିକ ଉତ୍ସବ ସ୍ଥାନୀୟ ହିଙ୍ଗୁଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର ଅନୁଷ୍ଠିତ ହୋଇଥିଲା । ସଂଘର ସଭାପତି ଚକ୍ରଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଯାଜପୁର ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସିତିକଣ୍ଠ କାନୁନଗୋ ଯୋଗଦେଇ ବୃଦ୍ଧ ବାପା-ମଆଙ୍କ ଉତ୍ତର ଦାୟିତ୍ବ ପୁଅ-ଝିଅମାନେ ବହନ କରିବା ଉଚିତ ।

ଚାକିରୀ କିମ୍ବା କାର୍ଯ୍ୟଭାରର ଆଳ ଦେଖାଇ ବୃଦ୍ଧାଶ୍ରମରେ ବାପା-ମାଆଙ୍କୁ ଛାଡିବା ଅମାନବିକତା ବୋଲି ଶ୍ରୀ କାନୁନଗୋ ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ । ସମ୍ମାନିତ ଅତିଥି ଭାବେ ଯାଜପୁର ଜିଲା ସାମାଜିକ ସୁରକ୍ଷା ଅଧିକାରିଣୀ ଜାନକୀ ହେମ୍ବ୍ରମ, କେଜିଆଇ ଶିକ୍ଷା ଟ୍ରଷ୍ଟର ଅଧ୍ୟକ୍ଷ ଡକ୍ଟର ଆଲେକ୍‌ଜାଣ୍ଡାର ଦାସ, ବିଶିଷ୍ଠ ସମାଜ ସେବୀ ଅକ୍ଷୟ କୁମାର କର, ବ୍ୟାସନଗର ବରିଷ୍ଠ ନାଗରିକ ସଂଘର ସଂପାଦକ ଚନ୍ଦ୍ର ମଣି ସାମଲ,

ସୁକିନ୍ଦା-ଦାନଗଦି-କଳିଙ୍ଗନଗର ବରିଷ୍ଠ ନାଗରିକ ସଂଘ ସଭାପତି କଳାକାର ସ୍ବାଇଁ, ଅନ୍ନପୂର୍ଣ୍ଣା ବରିଷ୍ଠ ନାଗରିକ ସଂଘ ସଭାପତି ଦୀନବନ୍ଧୁ ବିଶ୍ବାଳ, ସମ୍ପାଦକ ଦେବବ୍ରତ ଚକ୍ର ପ୍ରମୁଖ ଯୋଗ ଦେଇ ବରିଷ୍ଠମାନେ ସାମଜର ପରିପକ୍ବ ତଥା ଦକ୍ଷବ୍ୟକ୍ତି; ତାଙ୍କ ପରାମର୍ଶ ନେଇ କାର୍ଯ୍ୟକଲେ ସମସ୍ୟା ଉପୁଯିନଥାଏ ବୋଲି ମତବ୍ୟକ୍ତ କରିଥିଲେ ।

ଏହି ଅବସରରେ ସଂଘ ପକ୍ଷରୁ ବରିଷ୍ଠ ସାମ୍ବାଦିକ ମଳୟ କୁମାର ମଲ୍ଲିକ, ସାମ୍ବାଦିକ ଭାଗିରଥି ବାରିକ, ସାମ୍ବାଦିକ ବିରଂଚି ନାରାୟଣ ଖୁଟିଆ, ଶତାୟୁ ନାଗରିକ ଗିରିଧାରୀ ବାରିକ, ଶତାୟୁ ମହିଳା ହାରାମଣୀ ମାଝୀ ପ୍ରମୁଖଙ୍କୁ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପ୍ରାରମ୍ଭରେ ଜାତୀୟ ସଙ୍ଗୀତ ଗାନ ସହିତ ହିଙ୍ଗୁଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ସ୍ଵାଗତନୃତ୍ୟ ପରିବେଷଣ କରା ଯାଇଥିଲା ।

ସଂଘର ଉପସଭାପତି ବେଣୁଧର ଗୁରୁ ଅତିଥ୍ୟ ପରିଚୟ ଓ କୋଷାଧକ୍ଷ ଗୋପାଳ ଚନ୍ଦ୍ର ଦାସ ସ୍ବାଗତ ଭାଷଣ ଦେଇଥିଲା ବେଳେ ସମ୍ପାଦକ ଉପେନ୍ଦ୍ର କୁମାର ସ୍ବାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ । କାର୍ଯ୍ୟକ୍ରମକୁ ବିମ୍ବାଧର ସାହୁ, ବଳରାମ ବାରିକ, ଭାରତ ଚନ୍ଦ୍ର ମଲ୍ଲିକ, କୀର୍ତନ ବିହାରୀ ସାହୁ, ଅଚ୍ୟୁତା ନନ୍ଦ ସାହୁ, ନିରଞ୍ଜନ ସାହୁ,

ଭୀମ ଚରଣ ସାହୁ, ଗୌରାଙ୍ଗ ବେହେରା, ତ୍ରିଲୋଚନ ବିଶ୍ବାଳ, ରାଜେନ୍ଦ୍ର ପୃଷ୍ଟି, ପୂର୍ଣ୍ଣଚନ୍ଦ୍ର ଦାସ, ବିନୋଦ କୁମାର ପାଢ଼ୀ ପ୍ରମୁଖ ସଂଘର ସମସ୍ତ ସଦସ୍ୟଙ୍କ ସମେତ ହିଙ୍ଗୁଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପର୍ଶୁରାମ ମଲ୍ଲିକଙ୍କ ସହ ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

May 19, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 19, 2026
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

May 19, 2026
ଅଦିନିଆ ରଥଯାତ୍ରା ପାଳନକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିବାଦ

ଅଦିନିଆ ରଥଯାତ୍ରା ପାଳନକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିବାଦ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

May 19, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version