• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ

Proprietor Abhimanyu Maharana by Proprietor Abhimanyu Maharana
May 22, 2026
in ଓଡ଼ିଶା, କଟକ, ମହାନଗର, ହୋମ୍
0
ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କଟକ ଜିଲ୍ଲା ଅବକାରୀ ବିଭାଗକୁ ମିଳିଛି ଏକ ସଫଳତା। କଟକ ଜିଲ୍ଲାରେ ସମ୍ପୂର୍ଣ୍ଣ ଚୋରା ମଦ କାରବାରକୁ ପ୍ରତିହତ କରିବାକୁ ସଙ୍କଳ୍ପ ନେଇଥୂବା ଓଡ଼ିଶା ଅବକାରୀ ବିଭାଗର ସୁଦକ୍ଷ ଅଧିକାରୀ ତଥା କଟକ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ କରୁଣା ଶଙ୍କର ତ୍ବିଓ୍ବାରୀ। ଆଜି ଅବକାରୀ ଅଧୀକ୍ଷକ ଶ୍ରୀ ତିୱାରୀ ଚୋରା ମଦ ତିଆରି ର ବିଶ୍ବସ୍ତ ସୂତ୍ରରୁ ଖବର ପାଇ ବିହିତ ପଦକ୍ଷେପ ନେବାକୁ ଆଠଗଡ ଅବକାରୀ ନିରୀକ୍ଷକ ଶ୍ରୀ ରବିନାରାୟଣ ପଧାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଆଠଗଡ଼ ଅବକାରୀ ନିରୀକ୍ଷକ ଶ୍ରୀ ପଧାନ ତୁରନ୍ତ କଟକ ଜିଲ୍ଲା ଭ୍ରାମ୍ୟମାଣ ୟୁନିଟ୍ ଅବକାରୀ ନିରୀକ୍ଷକ ଶ୍ରୀ ବି. ବି.ବର୍ମା ଏବଂ ଆଠଗଡ଼ ଥାନା ଅଧିକାରିଣୀ ସୁଶ୍ରୀ ସୁମତି ମହାନ୍ତିଙ୍କ ସହ ଆଠଗଡ଼ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମ ଏବଂ ନିକଟସ୍ଥ କାଜୁ ଜଙ୍ଗଲରେ ଏକ ମିଳିତ ଚଢାଉ କରିଥିଲେ। ଉକ୍ତ ଚଡାଉରେ ସର୍ବମୋଟ ୨୬୯୫ ଲିଟର ଦେଶୀ ମଦ ସହ ୨୧ହଜାର ୪୯୦ ଲିଟର ମଦ ପ୍ରସ୍ତୁତ ନିମନ୍ତେ ବ୍ୟବହୃତ ହେଉଥିବା ଗୁଡ ପୋଚ ଉଦ୍ଧାର କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯିବା ସହ ୬ ଗୋଟି ମାମଲା ରୁଜୁ କରା ଯାଇଛି।

ଏହି ଚଢାଉ କାର୍ଯ୍ୟକ୍ରମରେ ଆଠଗଡ଼ ଅବକାରୀ ନିରୀକ୍ଷକ ଶ୍ରୀ ପଧାନଙ୍କ ସହ ଶ୍ରୀ ବି. ବି.ବର୍ମା, ଅବକାରୀ ନିରୀକ୍ଷକ, କଟକ ଜିଲ୍ଲା ଭ୍ରାମ୍ୟମାଣ ଦଳ,ସୁଶ୍ରୀ ସୁମତି ମହାନ୍ତି ,ଭାରପ୍ରାପ୍ତ ଆରକ୍ଷୀ ନିରୀକ୍ଷୀକା ଆଠଗଡ ଥାନା, ଶ୍ରୀ ବାପି ସାହୁ,ଭାରପ୍ରାପ୍ତ ଅବକାରୀ ଅଧିକାରୀ,ବାଙ୍କୀ ଅବକାରୀ ଥାନା,ନରସିଂହପୁର ଅବକାରୀ ଥାନା ର ସମସ୍ତ ଅବକାରୀ ଅଧୂକାରୀ ଓ କର୍ମଚାରୀ ତଥା ଆଠଗଡ଼ ଥାନାର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Odia Samaj Abudhabi Celebrates Utkarsha Utshav 

ଆବୁଧାବି ଓଡିଆ ସମାଜ ପକ୍ଷରୁ ଉତ୍କର୍ଷ ଉତ୍ସବ ପାଳନ

May 22, 2026
 Odia Samaj Abudhabi Celebrates Utkarsha Utshav 

 Odia Samaj Abudhabi Celebrates Utkarsha Utshav 

May 22, 2026
ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ

ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ

May 22, 2026
Malabar Gold & Diamonds launched Artistry Show in its Chandrasekharpur Store

Malabar Gold & Diamonds launched Artistry Show in its Chandrasekharpur Store

May 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Odia Samaj Abudhabi Celebrates Utkarsha Utshav 

ଆବୁଧାବି ଓଡିଆ ସମାଜ ପକ୍ଷରୁ ଉତ୍କର୍ଷ ଉତ୍ସବ ପାଳନ

May 22, 2026
 Odia Samaj Abudhabi Celebrates Utkarsha Utshav 

 Odia Samaj Abudhabi Celebrates Utkarsha Utshav 

May 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version