• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 23, 2026
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ତଥା ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ପୁରୀ ଜିଲ୍ଲା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ ଭାବେ ପରିଚିତ ଥିବାରୁ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ବିଶେଷ କରି ବନ୍ୟା ଓ ବାତ୍ୟା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତଙ୍କ ସହଯୋଗରେ ପ୍ରସ୍ତୁତ କରାଯାଇଥିବା ଯୋଜନା ଅନୁସାରେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ।

ସମସ୍ତ ଜଳସେଚନ ଡିଭିଜନ, ଡ୍ରେନେଜ ଡିଭିଜନ କ୍ଷେତ୍ର ପରିଦର୍ଶନ ସହ ସମସ୍ତ କାର୍ଯ୍ୟ କୁ ଅନୁଧ୍ୟାନ କରିବା,ଦୁର୍ବଳ ନଦୀ ବନ୍ଧ ଚିହ୍ନଟ କରି ସମୀକ୍ଷା ଓ ମରାମତି କରିବା, ଲୋକ ପ୍ରତିନିଧି ମାନଙ୍କ ସହ ଆଲୋଚନା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ତାହାର ରିପୋର୍ଟ ଜିଲ୍ଲା ପ୍ରଶାସନ କୁ ପ୍ରଦାନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ବୈଠକରେ କାକଟପୁର ବିଧାୟକ ତୁଷାର କାନ୍ତି ବେହେରା,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱାପ୍ନାରାଣୀ ସ୍ୱାଇଁ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସ୍ୱାଧୀନ ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ନଦୀ ବନ୍ଧ ସୁଦୃଢ କରିବା ସହ ବିପର୍ଯ୍ୟୟ ମୁକାବିଲା ପାଇଁ ବିବିଧ ମତାମତ ପ୍ରଦାନ କରିଥିଲେ ।

ବିପର୍ଯ୍ୟୟ ପୂର୍ବରୁ ଜନସାଧାରଣ ଙ୍କୁ ସତର୍କ ଓ ସଚେତନ କରିବା ସହ ସ୍ୱାସ୍ଥ୍ୟ, ପାନୀୟ ଜଳ, ପଶୁ ସମ୍ପଦ, କୃଷି ଇତ୍ୟାଦି ବିଭାଗ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଥିଲା।ଜିଲ୍ଲାରେ ଚଳିତ ବର୍ଷ ଜୁନ ୧ ତାରିଖ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅହୋରାତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ ଓ ବିଡ଼ିଓ, ତହସିଲଦାର ମାନେ ଦୈନିକ ପରିସ୍ଥିତି ବା ସିଚୁଏସନ ରିପୋର୍ଟ ପ୍ରଦାନ କରିବେ।ଜିଲ୍ଲାରେ ୨୯ ଟି ଏସ ଆର ସି ବୋଟ ରହିଛି।ଓସଡାମା ପକ୍ଷରୁ ୧୭୦ ଟି ବାତ୍ୟା ଆଶ୍ରୟ ସ୍ଥଳ ଓ ରେଡକ୍ରସ ପକ୍ଷରୁ ୯ ଟି ବାତ୍ୟା ଆଶ୍ରୟ ସ୍ଥଳ ରହିଛି।

ସେହିପରି ୩୭୨ ଟି ବିକଳ୍ପ ଆଶ୍ରୟ ସ୍ଥଳ ମଧ୍ୟ ରହିଛି। ଇତି ମଧ୍ୟରେ ବୋଟ ଚାଳକ ଓ ଖଲାସୀ ଙ୍କୁ ନିଯୁକ୍ତ କରାଯିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇଛି ଯେଉଁ ମାନେ କି ବନ୍ୟା ସମୟରେ ସହଯୋଗ କରିବେ।ସରକାର ଓ ଏସଆରସି ଧାର୍ଯ୍ୟ କରିଥିବା ମାର୍ଗଦର୍ଶିକା କୁ ସଠିକ ଭାବେ ଅନୁପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ଗୁଡିକ ର ମରାମତି ଓ ବାସପୋଯୋଗୀ କରିବା, ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ବିଭିନ୍ନ ଅତ୍ୟବଶ୍ୟକ ସାମଗ୍ରୀ ଯଥା ଚୁଡା, ଗୁଡ ଇତ୍ୟାଦି ମହଯୁଦ ରଖିବା, ନିୟନ୍ତ୍ରଣ କକ୍ଷ ପରିଚାଳନା କରିବା, ଜନପ୍ରତିନିଧି ଓ ପଞ୍ଚାୟତ ପ୍ରତିନିଧି ,

ସ୍ୱଛାସେବୀ ମାନଙ୍କ ସହ ଯୋଗାଯୋଗ ମାଧ୍ୟମରେ ଜରୁରୀ ସୂଚନା ପ୍ରଦାନ କରିବା, ଖାଦ୍ୟ, ଔଷଧ, ସାପ କାମୁଡା ଆଣ୍ଟିଭେନମ ଔଷଧ ମହଯୁଦ ରଖିବା, ଗୋ ଖାଦ୍ୟ ଇତ୍ୟାଦି ମହଯୁଦ ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟ ସୂଚୀ ଅନୁସାରେ ବୈଠକ ପରିଚାଳନା କରିଥିଲେ। ଏହି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ପୁରୀ ମହାନଗର ନିଗମର କମିଶନର ସ୍ନେହା ଅରୁଗୁଳା,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡ ଶରତ ଚନ୍ଦ୍ର ମହାପାତ୍ର,

ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ ପି ସୌମ୍ୟ ରଞ୍ଜନ ମଲ୍ଲିକ, ସାଂସଦ ଓ ବିଧାୟକ ଙ୍କ ପ୍ରତିନିଧି, ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅଧ୍ୟକ୍ଷା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର ଓ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରି ଥିଲେ । ଶେଷରେ ଜିଲ୍ଲା ଜରୁରୀ ବିଭାଗ ଡେପୁଟି କଲେକ୍ଟର ଅନୁଶ୍ରବ ଗନ୍ତାୟତ ଧନ୍ୟବାଦ ଅର୍ପଣ କରିଥିଲେ । ଡିପିଓ ସୁକାନ୍ତ ଦାଶ ଓ ଅନ୍ୟ କର୍ମଚାରୀ ମାନେ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

May 23, 2026
୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳର ସରପଞ୍ଚ ପ୍ରାର୍ଥୀ ଚୟନର ଯୋଗ୍ୟତା

୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳର ସରପଞ୍ଚ ପ୍ରାର୍ଥୀ ଚୟନର ଯୋଗ୍ୟତା

May 23, 2026
ପୂର୍ବତଟ ରେଳପଥର ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ୍ ଯାଞ୍ଚ ଅଭିଯାନ: ଗୋଟିଏ ଦିନରେ ରେକର୍ଡ ୨୩.୬୦ ଲକ୍ଷ ଆଦାୟ

ପୂର୍ବତଟ ରେଳପଥର ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ୍ ଯାଞ୍ଚ ଅଭିଯାନ: ଗୋଟିଏ ଦିନରେ ରେକର୍ଡ ୨୩.୬୦ ଲକ୍ଷ ଆଦାୟ

May 23, 2026
ଖୋର୍ଦ୍ଧାରୋଡ୍ ଇଷ୍ଟକୋଷ୍ଟ ରେଳବାଇ କ୍ରୀଡ଼ା ସଂଘର କ୍ରିକେଟ୍ ଷ୍ଟାଡିୟମଠାରେ ଗ୍ରୀଷ୍ମକାଳୀନ କ୍ରୀଡ଼ା ଶିବିର-୨୦୨୬ ଏବଂ ଡିଜିଟାଲ୍ ଏଲ୍‌ଇଡି କ୍ରିକେଟ୍ ସ୍କୋର ବୋର୍ଡର ଉଦ୍‌ଘାଟନ

ଖୋର୍ଦ୍ଧାରୋଡ୍ ଇଷ୍ଟକୋଷ୍ଟ ରେଳବାଇ କ୍ରୀଡ଼ା ସଂଘର କ୍ରିକେଟ୍ ଷ୍ଟାଡିୟମଠାରେ ଗ୍ରୀଷ୍ମକାଳୀନ କ୍ରୀଡ଼ା ଶିବିର-୨୦୨୬ ଏବଂ ଡିଜିଟାଲ୍ ଏଲ୍‌ଇଡି କ୍ରିକେଟ୍ ସ୍କୋର ବୋର୍ଡର ଉଦ୍‌ଘାଟନ

May 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

May 23, 2026
୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳର ସରପଞ୍ଚ ପ୍ରାର୍ଥୀ ଚୟନର ଯୋଗ୍ୟତା

୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳର ସରପଞ୍ଚ ପ୍ରାର୍ଥୀ ଚୟନର ଯୋଗ୍ୟତା

May 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version