• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିପଦକୁ ନିମନ୍ତ୍ରଣ କରୁଛି : ଜାତୀୟ ରାଜପଥ ଓ ମୁଖ୍ୟ ବଜାର ମଧ୍ୟରେ ବିପଦପୂର୍ଣ୍ଣ ଶୁଖିଲା ଆମ୍ବ ଗଛ

Proprietor Abhimanyu Maharana by Proprietor Abhimanyu Maharana
May 24, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିପଦକୁ ନିମନ୍ତ୍ରଣ କରୁଛି : ଜାତୀୟ ରାଜପଥ ଓ ମୁଖ୍ୟ ବଜାର ମଧ୍ୟରେ ବିପଦପୂର୍ଣ୍ଣ ଶୁଖିଲା ଆମ୍ବ ଗଛ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ର ମୁଖ୍ୟ ବଜାର ତଥା ଜାତୀୟ ରାଜପଥ କଡରେ ଏକ ଶୁଖିଲା ଆମ୍ବଗଛ ରହିଛି । ଏହି ଗଛଟି ତହସିଲଦାର ଙ୍କ ବାସଭବନକୁ ଲାଗି ରହିଛି । ଏହି ଗଛଟି ପ୍ରାୟ ଏକବର୍ଷ ହେବ ଏହିଭଳି ଶୁଖିଲା ହୋଇ ରହିଛି । ଗଛରୁ ଶୁଖିଲା ଡାଳ ପଡିଥାଉଛି । ଉକ୍ତ ଗଛ ଥିବା ଅଞ୍ଚଳ ମୁଖ୍ୟ ବଜାର ହୋଇଥିବା ଏବଂ ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ରହିଥିବାରୁ ପ୍ରତ୍ୟେକ ଦିନ ଶହଶହ ଜନସାଧାରଣ ଯାତାୟତ କରିଥାନ୍ତି l କିଛି ଦିନ ତଳେ କାଳବୈଶାଖିରେ ବାଲିଗୁଡାରେ ଅନେକ ଗଛପଡି ଧନଜୀବନ ନଷ୍ଟ ହେବାର ନଜିର ରହିଛି ।

ପୁଣି ହଠାତ କାଳ ବୈଶାଖୀ ଆସିଲେ ଏହି ଗଛଟି ଯଦି ପଡିଥାଏ, ତେବେ ଅନେକ ଧନଜୀବନ କ୍ଷତି ହେବାର ଯଥେଷ୍ଟ ସମ୍ଭାବନା ରହିଛି l ଏହି ଗଛକୁ କାଟିବା ନିମନ୍ତେ ଗତକିଛି ମାସ ତଳେ ସ୍ଥାନୀୟ ବାସିନ୍ଦା ତହିଲଦାରଙ୍କୁ ଲିଖିତ ଆକାରରେ ଦେଇଥିଲେ । ସେହି ସମୟରେ ତହସିଲଦାର କହିଥିଲେ ଯେ, ବନବିଭାଗ , ଅଗ୍ନିଶମ ବାହିନୀ ଏବଂ ଏନଏସି ରେ କୁହାଯାଇଛି । କିନ୍ତୁ ଲିଖିତ ଅଭିଯୋଗ କାଗଜରେ ସୀମିତ ରହିଯାଇଛି l ଅଭିଯୋଗ ଦେବାର ଦୀର୍ଘ ଦିନ ବିତିଯାଇଥିଲେ ହେଁ ଅଦ୍ୟାବଧି ସୁଦ୍ଧା ଉକ୍ତ ଗଛକୁ କାଟିବା ବ୍ୟବସ୍ଥା କରାଯାଇନାହିଁ ।

ଏ ସମ୍ପର୍କ ରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇ କହିଛନ୍ତି ଯେ, ଗଛକୁ କାଟିବା ନିମନ୍ତେ ଆମେ ପ୍ରସ୍ତୁତ ରହିଛୁ କିନ୍ତୁ ବିଦ୍ୟୁତ ବିଭାଗ ବିଦ୍ୟୁତ କାଟିଲେ ଗଛ କାଟିହେବ କିନ୍ତୁ ବର୍ତ୍ତମାନ ଖରାଦିନ ହୋଇଥିବାରୁ ବିଦ୍ୟୁତ ବିଭାଗ ଲାଇନକୁ କାଟୁନାହାନ୍ତି l ଏଣୁ ସେମାନେ ଲାଇନ କାଟିଲେ ଆମେ ଗଛକୁ କାଟିଦେବୁ ବୋଲି କହିଛନ୍ତି । ହେଲେ ଏହି ବିଷୟ ନେଇ ଯିଏ ଯାହା ମୁଣ୍ଡରୁ ଅଳିଆ ଛିଡାଇ ଦେଇଥିବା ବେଳେ ଯଦି ଅକସ୍ମାତ ଗଛ ଟି ପଡିଯାଏ ତେବେ ଏଥିପାଇଁ ଦାୟୀ କି’ଏ ରହିବ ଏବଂ ଯାହା କ୍ଷତି ହେବ କି’ ଏ ଭରଣା କରିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version