• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମ୍ୟାଲେରିଆ ନିରାକାରଣ ପାଇଁ ତାଲିମ୍ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 25, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ମ୍ୟାଲେରିଆ ନିରାକାରଣ ପାଇଁ ତାଲିମ୍ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ବାଲିଗୁଡା  (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖାମା ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ର ସଭାଗୃହ ଠାରେ ବାରଖମା ଏବଂ କ.ନୂଆଗାଁ ଦାୟିତ୍ୱ ରେ ଥିବା ଜିଲ୍ଲା ଭେକ୍ଟ ଭାଇଟା ନିୟନ୍ତ୍ରଣ ତଦାରଖ କାରୀ ସମୀର କୁମାର ପଟନାୟକ ଙ୍କ ନେତୃତ୍ୱରେ ଦିନିକିଆ ଏ ସି ଏମ ଛିଞ୍ଚାନ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି l ବାରଖମା ଗୋଷ୍ଠୀ ସ୍ୱସ୍ଥ୍ୟ କେନ୍ଦ୍ର ଅଞ୍ଚଳର ଆଠ ଗୋଟି ଗ୍ରାମପଞ୍ଚାୟତର ମ୍ୟାଲେରିଆ ପ୍ରବଣ ଗ୍ରାମରେ ଏ ସି ଏମ ଛିଞ୍ଚନ ବିଷୟରେ ଫୁଲବାଣୀ ହେଡକ୍ୱାଟର ରୁ ଆସିଥିବା ଜିଲ୍ଲା ଭେଟନାର ଭାଇଟର ରୋଗ ନିୟନ୍ତ୍ରଣ ପରାମର୍ଶ ଦାତା ସୁଜିତ କୁମାର କାର୍ଜି, ଡ.ବଦ୍ରି ନାରାୟଣ ସାମଲ ସ୍ୱସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ବାରଖମା, ଲେପ୍ରସୀ କର୍ମଚାରୀ ମନୋଜ ପାତ୍ର, ଉପ ସ୍ୱସ୍ଥ୍ୟ କେନ୍ଦ୍ର ଅଧିକାରୀଣୀ ଶ୍ରୀମତୀ ମାରିୟମ ଡିଗାଲ ପ୍ରମୁଖ ଯୋଗ ଦେଇ ପ୍ରାଞ୍ଜଳ ଭାବରେ ସ୍ପ୍ରେ ୱାର୍କେର ମାନଙ୍କୁ ତାଲିମ୍ ପ୍ରଦାନ କରିଥିଲେ l

ପ୍ରଥମେ ଏକ ଲିଟର ପାଣିରେ ୨. ୫୦ ଗ୍ରାମ ଏ ସି ଏମ ମିଶ୍ରଣ କରି ୯ ଲିଟର ଥିବା ବାଲଟିଏ ପାଣିରେ ମିଶ୍ରଣ କରି , ଶୋଇବା କଠୋରୀ, ଅନ୍ଧାର ସ୍ଥାନ ଯେଉଁଠିକି ମଶା ରହିବା ସ୍ଥାନ ସେହି ସ୍ଥାନ ମାନଙ୍କରେ ଏ ସି ଏମ ସ୍ପ୍ରେ କରିବାକୁ କୁହାଯାଇଥିଲା l ଏଜ ମିନିଟି ରେ ୨୫ ଥର ପମ୍ପଙ୍ଗି କରିବା, କାନ୍ଥରେ ଦେଢଫୁଟ ଦୂରତାରେ ରହି ଛିଞ୍ଚନ କରିବା, କୈଣସି ଚଟାଣ ରେ କିମ୍ବା ବାରଣ୍ଡା ଏ ସି ଏମh କୁ ମିଶ୍ରଣ ନ କରି ବେନର କିମ୍ଵା ପଲିଥିନ ଉପରେ ମିଶ୍ରଣ କରିବା ଏହିପରି ଭାବରେ ନିଜର କିମ୍ଵା ଅନ୍ୟ କାହାର କ୍ଷତି ନ କରି କେଵଳ ମଶା ମାନଙ୍କ ଶୁଣ୍ଡକୁ ଅକାମି କରି ମ୍ୟାଲେରିଆ ରୁ ମୁକ୍ତ ରହିବାକୁ ତାଲିମ୍ ପ୍ରଦାନ କରିଥିଲେ l

ଏହି କାର୍ଯ୍ୟକ୍ରମ ରେ ଅଙ୍ଗନୱାଡି, ଆଶାଦିଦି, ଏବଂ ଓରଦା ସ୍ବେଛାସେବୀ ଅନୁଷ୍ଠାନ, ବନଶ୍ରୀ କଳାସାଂସ୍କୃତିକ ଯୁବ ପରିଷଦ,କୁମ୍ଭାର ମୁଣ୍ଡା ଦାରିଙ୍ଗବାଡି,ଅନୁଷ୍ଠାନ, ର ସ୍ବେଛାସେବୀ ଉକ୍ତ ତାଲିମ୍ କାର୍ଯ୍ୟକ୍ରମ ରେ ସାମିଲ ଥିଲେ l କ୍ରିଷ୍ଣା ଚନ୍ଦ୍ର ଦିଗାଳ (ବୁଲୁ) ଙ୍କ ନେତୃତ୍ୱ ରେ ୧୬ ଜଣ ସ୍ବେଛାସେବୀ ଚଳିତ ମାସ ୨୫ ତାରିଖ ଠାରୁ ୨୭ ତାରିଖ ତିନି ଦିନ ଧରି ଉକ୍ତ ଛିଞ୍ଚନ କାର୍ଯ୍ୟକ୍ରମ ରେ ଲିପ୍ତ ରହି ମ୍ୟାଲେରିଆ ମୁକ୍ତ କନ୍ଧମାଳ ଗଠନ କରିବାକୁ ପ୍ରୟାସ ଜାରିରଖିବେ ବୋଲି ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version