• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 25, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧଦିବସ ପାଳିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଉତ୍କଳମାତାର ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବତ୍ସଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ଏବଂ ସାହିତ୍ୟାନୁରାଗୀ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ସେ ଥିଲେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ଓଡ଼ିଶାରେ ଅନେକ ଜନହିତକର ଏବଂ ଉନ୍ନୟନମୂଳକ କାର୍ଯ୍ୟ କରିଯାଇଛନ୍ତି ।

୧୯୧୪ ମସିହା ଡିସେମ୍ବର ମାସରେ ପାରଳାଖେମୁଣ୍ଡିଠାରେ ଅନୁଷ୍ଠିତ ‘ଉତ୍କଳ ସମ୍ମିଳନୀ’ର ଅଧିବେଶନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଉତ୍କଳର ଏକତ୍ରୀକରଣ ତଥା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ଦାବି କରି ଯେଉଁ ଓଜଃସ୍ୱିନୀ ବକ୍ତବ୍ୟ ଦେଇଥିଲେ ତାହା ଅନ୍ୟମାନଙ୍କୁ ଉଦ୍‌ବୁଦ୍ଧ ତଥା ଅନୁପ୍ରେରିତ କରିବା ସହିତ ସ୍ୱତନ୍ତ୍ର ପ୍ରଦେଶ ଗଠନର ମୂଳଦୂଆ ରଖିଥିଲା । ୧୯୭୪ ମସିହା ମଇ ମାସ ୨୫ ତାରିଖରେ ୮୨ ବର୍ଷ ବୟସରେ ପାରଳାଖେମୁଣ୍ଡି ସହରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ କର୍ମମୟ ଜୀବନର ଅବସାନ ଘଟିଥିଲା ।

ଆଜି ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୂର୍ବତନ ମନ୍ତ୍ରୀ ଡ. ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ଗଜପତି ବିକାଶ ପରିଷଦର ବରିଷ୍ଠ କର୍ମକର୍ତ୍ତା,

ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ବୁଦ୍ଧିଜୀବ ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version