• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପଖଣ୍ଡ ସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ : ସଠିକ୍ ତଥ୍ୟ ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
May 28, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଉପଖଣ୍ଡ ସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ : ସଠିକ୍ ତଥ୍ୟ ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଚଳିତ ମାସ ମଇ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର “ସ୍ୱତନ୍ତ୍ର ସଘନ ସଂଶୋଧନ” (SIR) କାର୍ଯ୍ୟକ୍ରମର ସୁପରିଚାଳନା ନେଇ ବୁଧବାର ଦିନ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶଙ୍କ ଅଧ୍ୟକ୍ଷତାରେ ଏକ ଉପଖଣ୍ଡ ସ୍ତରୀୟ ସହାୟତା କେନ୍ଦ୍ର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଖୋଲା ଯାଇଛି। ସହାୟତା କେନ୍ଦ୍ର ବିଷୟ ରେ ଉପଜିଲ୍ଲାପାଳ ଶ୍ରୀମତି ପ୍ରଣିତା ଦାଶ କହିଛନ୍ତି ଯେ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଏବଂ ସ୍ଥାନାନ୍ତରଣ ପ୍ରକ୍ରିୟାକୁ ସରଳୀ କରଣ କରାଯିବ।

ସଂଶୋଧନ କାର୍ଯ୍ୟରେ ୮୨ନଂ.ବାଲିଗୁଡା ନିର୍ବାଚନୀ ମଣ୍ଡଳୀରେ ୧୭୮ଜଣ ଏବଂ ୮୩ ନଂ. ଜି.ଉଦୟଗିରି ନିର୍ବାଚନୀ ମଣ୍ଡଳୀରେ ୨୫୩ଜଣ ବିଏଲଓ ଏସଆଇଆର ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯାଇଛି । ଭୋଟର ତାଲିକା ପ୍ରସ୍ତୁତି ପାଇଁ ଉଦ୍ଦିଷ୍ଟ ସମସ୍ତ ଗଣନା ଫର୍ମ ସ୍ଥାନୀୟ ଓଡ଼ିଆ ଭାଷାରେ ଉପଲବ୍ଧ ହେବ, ଯାହାଦ୍ୱାରା ଗ୍ରାମାଞ୍ଚଳର ସାଧାରଣ ଲୋକେ ଏହାକୁ ସହଜରେ ବୁଝିପାରିବେ। ଘରକୁ ଘର ବୁଲି ହେବାକୁ ଥିବା ଗଣନା କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କରାଯିବ, ଯେପରି ସେମାନେ ନିଜ ସଠିକ୍ ତଥ୍ୟ ପ୍ରଦାନ କରିବେ। ଏହି ଅଭିଯାନରେ କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନ ପଡନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏସ ଆଇ ଆର ସମୟରେ ବିଏଲଓ ମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାକୁ ସ୍ୱଚ୍ଛ, ସରଳ ଓ ଗୁଜବ ମୁକ୍ତ କରିବା ପାଇଁ ସମସ୍ତ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବା କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣ ଙ୍କ ସହାୟତା ପାଇଁ `୧୯୫୦` ଟୋଲ୍ ଫ୍ରି ନିର୍ବାଚନ ହେଲ୍ପଲାଇନ ନମ୍ବର ବ୍ୟାପକ ପ୍ରଚାର କରାଯିବ। ଏହି ନମ୍ବର ଜରିଆରେ ନାଗରିକ ମାନେ ଭୋଟର ତାଲିକା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇପାରିବେ ଏବଂ ନିଜ ଅଞ୍ଚଳର ବି ଏଲ ଓ ଙ୍କ ସହ ଆଲୋଚନା ପାଇଁ “ବୁକ ଏ କଲ ” ମଧ୍ୟ କରିପାରିବେ। ଭୋଟର ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଅନୁରୋଧ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version