• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପୋଲିସ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 28, 2026
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲାପୋଲିସ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏସ୍ପି ପ୍ରତୀକ ସିଂଙ୍କ ନେତୃତ୍ୱରେ ଜିଲ୍ଲାସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା । ଏହି ବୈଠକରେ ଜିଲ୍ଲାର ସମସ୍ତ ସବ୍‌ଡିଭିଜନର ଡିଏସ୍‌ପିମାନେ, ବିଭିନ୍ନ ଥାନାର ଥାନା ଅଧିକାରୀମାନେ, ଫାଣ୍ଡି ଅଧିକାରୀମାନେ ଓ ହେଡକ୍ୱାର୍ଟରର ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଏସ୍ପି ସୁଶୀଲ କୁମାର ମିଶ୍ର, ଦେବୀ ପ୍ରତାପ, ସଚିନ ପଟେଲ, ସୌମ୍ୟରଞ୍ଜନ ମଲ୍ଲିକ ଓ ମିସ ଅନଖା କେ ବିଜୟ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ବୈଠକର ମୂଖ୍ୟ ଉଦ୍ଦେଶ୍ୟ ଥିଲା ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା  l ବିଭିନ୍ନ ଅପରାଧିକ ମାମଲାର ତ୍ୱରିତ ତଦନ୍ତ ଓ ସମାଧାନ, ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ପୋଲିସର କାର୍ଯ୍ୟକଳାପକୁ ଆହୁରି ଦୃଶ୍ୟମାନ ଓ ବିଶ୍ୱାସଯୋଗ୍ୟ କରିବା। ଏସ୍ପି ପୁରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ କେସ୍‌ଗୁଡିକର ନିୟମିତ ଓ ପ୍ରଭାବଶାଳୀ ମନିଟରିଂ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ଯେଉଁ କେସ୍‌ଗୁଡିକ ଦୀର୍ଘଦିନ ଧରି ଅଛି, ସେଗୁଡିକର ଶୀଘ୍ର ସମାଧାନ ପାଇଁ ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଥିଲା। ତଦନ୍ତରେ ପ୍ରଯୁକ୍ତିର ବ୍ୟବହାର, ସାଇବର ସମ୍ବନ୍ଧୀୟ ଅପରାଧ ଉପରେ ସଚେତନତା ଓ ମହିଳା ଏବଂ ବୃଦ୍ଧଙ୍କ ସୁରକ୍ଷା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ।

ବୈଠକରେ ଗ୍ରାମାଞ୍ଚଳରେ ଦୀର୍ଘଦିନ ଧରି ଚାଲୁଥିବା କ୍ରୋନିକ୍ ଡିସ୍ପ୍ୟୁଟ୍‌ଗୁଡିକ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଜମିଜମା, ପାରିବାରିକ ବିବାଦ, ଗାଁ ସ୍ତରର ଦ୍ଵନ୍ଦ ଓ ଅନ୍ୟାନ୍ୟ ସାମାଜିକ ଦ୍ଵନ୍ଦ କିପରି ଶାନ୍ତିପୂର୍ଣ୍ଣ ଓ ଆଇନସମ୍ମତ ଭାବରେ ସମାଧାନ କରାଯାଇପାରିବ, ସେଥିପାଇଁ ସମସ୍ତ ଥାନା ଅଧିକାରୀଙ୍କୁ ସ୍ଥାନୀୟ ସ୍ତରରେ ନିୟମିତ ଶାନ୍ତି କମିଟି ବୈଠକ କରିବାକୁ ପରାମର୍ଶ ଦିଆଯାଇଥିଲା । ଏହା ସହିତ ଆଗାମୀ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା, ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ପରିଚାଳନା ଓ ଭକ୍ତମାନଙ୍କ ସୁବିଧାକୁ ନଜରରେ ରଖି ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା ।

ରଥଯାତ୍ରା ସମୟରେ ପୁରୀ ଜିଲ୍ଲାକୁ ଲକ୍ଷାଧିକ ଭକ୍ତ ଓ ପର୍ଯ୍ୟଟକଙ୍କ ଆଗମନ ହେଉଥିବାରୁ ସମସ୍ତ ପୋଲିସ ଅଧିକାରୀଙ୍କୁ ଉଚ୍ଚ ସତର୍କତାରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ସମୁଦ୍ର ବେଳାଭୂମି, ଶ୍ରୀମନ୍ଦିର ପରିସର, ବଡ଼ଦାଣ୍ଡ ଓ ଅନ୍ୟାନ୍ୟ ସମ୍ବେଦନଶୀଳ ସ୍ଥାନରେ ଅତିରିକ୍ତ ପେଟ୍ରୋଲିଂ, ନଜରଦାରୀ, କ୍ୱିକ୍ ରିସ୍ପନ୍ସ ଟିମ୍ ଓ ସହାୟତା କେନ୍ଦ୍ର ମାଧ୍ୟମରେ ସୁରକ୍ଷାକୁ ଆହୁରି ସୁଦୃଢ କରିବା ପାଇଁ ଯୋଜନା ନେଇ ଆଲୋଚନା କରାଯାଇଥିଲା।

ଏସ୍ପି ପୁରୀ ଏହି ବୈଠକରେ ସମସ୍ତ ଅଧିକାରୀଙ୍କୁ ସାଧାରଣ ଲୋକଙ୍କ ସହିତ ଭଲ ସମ୍ପର୍କ ରଖିବା, ସମସ୍ୟାଗୁଡିକୁ ସମ୍ବେଦନଶୀଳତାର ସହିତ ଶୁଣିବା ଓ ଲୋକମାନଙ୍କ ମଧ୍ୟରେ ପୋଲିସ ପ୍ରତି ବିଶ୍ୱାସ ବୃଦ୍ଧି କରିବାକୁ ଆହ୍ୱାନ ଜଣାଇଥିଲେ । ଶେଷରେ ସମସ୍ତ ଅଧିକାରୀ ଆଗାମୀ ଦିନଗୁଡିକରେ ଜିଲ୍ଲାରେ ଶାନ୍ତି, ସୁରକ୍ଷା ଓ ଆଇନ ଶୃଙ୍ଖଳା ରକ୍ଷା ପାଇଁ ସମନ୍ୱୟ ରଖି କାମ କରିବାକୁ ପ୍ରତିବଦ୍ଧତା ବ୍ୟକ୍ତ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version