• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଅମଲା ସଂଘର ସପ୍ତଦଶ ରାଜ୍ୟ ସମ୍ମିଳନୀ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
May 28, 2026
in ଓଡ଼ିଶା, ପୁରୀ, ହୋମ୍
0
ଓଡିଶା ଅମଲା ସଂଘର ସପ୍ତଦଶ ରାଜ୍ୟ ସମ୍ମିଳନୀ ଉଦଯାପିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ଓଡିଶା ଅମଲା ସଂଘର ସପ୍ତଦଶ ରାଜ୍ୟ ସମ୍ମିଳନୀ, ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ, ସମ୍ମିଳନୀ କକ୍ଷରେ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଅଛି। ଉଦଯାପନୀ ଦିବସରେ ମାନ୍ୟବର ଲୋକ ସଭା ସାଂସଦ ଡଃ ସମ୍ବିତ ପାତ୍ର, ସମ୍ମିଳନୀ କୁ ସମ୍ବୋଧନ କରି ଓଡିଶା ଅମଲା ସଂଘର ଦାବିଗୁଡିକ ଯଥାର୍ଥ ବୋଲି ପ୍ରତିପାଦିତ କରିଥିଲେ ଏବଂ ସରକାରଙ୍କ ସହିତ ଆଲୋଚନା କରି ସଂଘର ଦାବିକୁ ଯଥାଶୀଘ୍ର ପୂରଣ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ l

ଦ୍ଵିତୀୟ।ର୍ଦ୍ଧ ରେ ନିର୍ବାଚନ କମିଟି ଦ୍ଵାରା ଆସନ୍ତା ତିନି ବର୍ଷ ପାଇଁ ନିର୍ବାଚନ ପ୍ରକ୍ରିୟା କରାଯାଇଥିଲା l ଏଥିରେ ଅଶୋକ କୁମାର ପଣ୍ଡା, ଅଧ୍ୟକ୍ଷ, ରାଜ୍ୟ ସଭାପତି ଜ୍ଞାନ ରଞ୍ଜନ ଦାସ, କାର୍ଯ୍ୟକାରୀ ସଭାପତି କିରଣ କୁମାର ପାଢ଼ୀ, ସାଧାରଣ ସମ୍ପାଦକ ଚିତ୍ତରଞ୍ଜନ ତରାସିଆ, ସଂଗଠନ ସମ୍ପାଦକ ଅରୁଣ କୁମାର ବଳିଆର ସିଂହ, କୋଷାଧ୍ୟକ୍ଷ ମହେନ୍ଦ୍ର କୁମାର ମହାପାତ୍ର, ମେଡିଆ ସମ୍ପାଦକ ଗୁରୁ ଗୋବିନ୍ଦ ଦଳାଇ ଙ୍କ ସହିତ ଅନ୍ୟାନ୍ୟ କର୍ମକର୍ତ୍ତା ମାନେ ନିର୍ବାଚିତ ହୋଇଥିଲେ l ଉପସ୍ଥିତ ସମସ୍ତ ସଭ୍ୟ ସଭ୍ୟା ନବ ନିର୍ବାଚିତ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧିନା ଜ୍ଞାପନ କରିଥିଲେ l

ପ୍ରାକ୍ତନ ସମ୍ପାଦକ, ଅନ୍ତର୍ଯ୍ୟାମି ପ୍ରଧାନ, ରାଜ୍ୟ ଅଣ ଗେଜେଟେଡ ସଭାପତି ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପୁରୀ ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ମିଶ୍ର, ଅଧ୍ୟକ୍ଷ ମହେନ୍ଦ୍ର କୁମାର ମହାପାତ୍ର, କାର୍ଯ୍ୟକାରୀ ସଭାପତି ଲଲାଟେନ୍ଦୁ ହୋତା, ବରିଷ୍ଠ ପରାମର୍ଶ ଦାତା ବନମାଳୀ ଗିରି ସହିତ ସମସ୍ତ ଜିଲ୍ଲାର ସମସ୍ତ ବିଭାଗରେ କାର୍ଯ୍ୟ କରୁଥିବା ଜିଲ୍ଲା ସ୍ତରୀୟ ଅମଲା ମାନେ ବୈଠକରେ ଯୋଗଦାନ କରିଥିଲେ l ଉକ୍ତ ବୈଠକରେ ଜିଲ୍ଲା ଅମଲା ମାନଙ୍କର ଦାବୀ ବିଷୟରେ ରାଜ୍ୟ ସରକାର ଙ୍କୁ ଅନୁରୋଧ କରିଥିଲେ l

ରାଜ୍ୟ ସରକାର ଙ୍କ ଅଧୀନରେ ସମସ୍ତ ବିଭାଗରେ କାର୍ଯ୍ୟ କରୁଥିବା ବିଭିନ୍ନ ବର୍ଗର କର୍ମଚାରୀ ମାନଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଭିତ୍ତିରେ ଦରମା ଲେବଲ-୯,ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗର ଅମଲା ମାନଙ୍କର ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଭିତ୍ତିରେ ପଦବୀ ପରିବର୍ତ୍ତନ କରାଯାଇ ଦରମା ଲେବଲ-୯, ୨୦୧୭ ମସିହାରୁ ନୋସନାଲ୍ ବେନିଫିଟ୍ ପ୍ରଦାନ କରାଯାଉ l ପ୍ରତ୍ୟେକ ଚାରି ରେ ପ୍ରୋମୋସନ ପ୍ରଦାନ କରାଯାଉ l

ସଚିବାଳୟ ଏବଂ ସମସ୍ତ ବର୍ଗର କର୍ମଚାରୀ ମାନଙ୍କର ଗୋଟିଏ କ୍ୟାଡର ଥିବାବେଳେ, ଜିଲ୍ଲାରେ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ଗୋଟିଏ କ୍ୟାଡର କରାଯାଉ , ସଚିବାଳୟ ଓ ମୁଖ୍ୟ ଦପ୍ତର ଭଲି କରାଯାଉ ଯଦ୍ୱାରା ଅଧିକାଂଶ ଜିଲ୍ଲା ସ୍ତରୀୟ ଅମଲା ମାନେ ଅବସର ଗ୍ରହଣ କରିଚାଲିଛନ୍ତି, ପ୍ରୋମୋସନ ପାଉନାହାନ୍ତି l କ୍ଲାସ୍-୧,କ୍ଲାସ୍ -୨ ପୋଷ୍ଟ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପାଇଁ ୫0% ସଂରକ୍ଷିତ ରଖାଯାଉ l ପୁରୁଣା ଥଇଥାନ ନୀତି ଅନୁସାରେ ମୃତ୍ୟୁ ବରଣ କରୁଥିବା କର୍ମଚାରୀ ମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଉ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version