ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଗଜପତି ଜିଲ୍ଲାର ନୂତନ ଏସପି ଭାବେ ପ୍ରହଲ୍ଲାଦ ସହାୟ ମୀନାଙ୍କୁ ଦାୟିତ୍ୱ ମିଳିଥିବା ଜଣାଯାଇଛି. ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଆଇପିଏସ୍/ଓପିଏସଙ୍କ ସ୍ତରରେ ବଡ ଧରଣର ଅଦଳବଦଳ କରାଯାଇଛି । ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବେ ପ୍ରହଲ୍ଲାଦ ସହାୟ ମୀନା ନିଯୁକ୍ତ ହୋଇଥିବାର ଜଣାପଡିଛି ।















