ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ପାରଳାଖେମୁଣ୍ଡି ଉପ କାରାଗାର ଠାରେ ଦୁଇ ମୁଖ୍ୟ କାରାରକ୍ଷୀ ମଙ୍ଗୁଳୁ ସେଠୀ, ପ୍ରତାପ ଚନ୍ଦ୍ର ଦାସଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଥନା ପ୍ରଦାନ କରାଯାଇଛି। ଉପ କାରାଗାର ଅଧୀକ୍ଷକ କାମାକ୍ଷୀ ପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବରେ ପ୍ରାକ୍ତନ ଉପ କାରାଗାର ଅଧୀକ୍ଷକ ହନୁ ସେଠୀ ମୁଖ୍ୟ ଅତିଥି , ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଗଜପତି ସଦସ୍ୟ ବିଚିତ୍ରାନନ୍ଦ ବେବର୍ତ୍ତା ,















