ବାଲିଗୁଡା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ଣ୍ଣାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ୩ ହେଲେ ଉକ୍ତ ଥାନା କାଡ଼ଶପାଟା ଗ୍ରାମର ଦୁର୍ଗା ପ୍ରଧାନ ଏବଂ















