ନୟାଗଡ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ ବ୍ଳକ୍ ଅନ୍ତର୍ଗତ ଗୋବିନ୍ଦପୁର ସ୍ଥିତ ହାଇସ୍କୁଲର ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ପୂର୍ଣ୍ଣିମା ତ୍ରିପାଠୀ ବୁଧବାର ପୂର୍ବାହ୍ନରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରି ଉପସ୍ଥିତ ରହି ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଛ ପ୍ରଦାନ,















