• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

Proprietor Abhimanyu Maharana by Proprietor Abhimanyu Maharana
June 15, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ଜଣ କଂଗ୍ରେସ କାଉନସିଲର ଶୁକ୍ରବାର ଧାରଣା ଦେଇଥିବା ଜଣାପଡିଛି । ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ଆୟବ୍ୟୟର ହିସାବ ଦେଉନଥିବା , ନିର୍ଦ୍ଧିଷ୍ଟ କିଛି ୱାର୍ଡ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି ଓ ମନଇଚ୍ଛା ଟେଣ୍ଡର ଡକାଯାଇ ଟେଣ୍ଡର ପିକ୍ସିଂ କରି କାମ ବଣ୍ଟା ଯାଇଥାଏ ବୋଲି ୧ନଂ. ୱାର୍ଡ଼ ର ଅଜୟ କୁମାର ନାୟକ ଓ ୧୩ ନଂ ୱାର୍ଡ ର ଆଲୋକ କୁମାର ନାୟକ ଏହି ଦୁଇଜଣ କାଉନସିଲର ଅଭିଯୋଗ କରିଛନ୍ତି l

ଅନ୍ୟପଟେ ସ୍ବତନ୍ତ୍ର ଅଡିଟ୍ କରି ସମସ୍ତ ତଥ୍ୟ ନଦେବା ଯାଏଁ ଆମେ ଧାରଣାରୁ ହଟିବୁ ନାହିଁ ବୋଲି କହିଛନ୍ତି ଦୁଇ କଂଗ୍ରେସ କାଉନସିଲର । ଏହା ସହ ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳ ର କିଛି କୁଜିନେତା ଏହି ଏନ୍ଏସି ବୈଠକ ପରିଚାଳନା କରୁଛନ୍ତି ତାଙ୍କୁ କିଏ ଅଧିକାର ଦେଲା ବୋଲି ପ୍ରଶ୍ନ କରିଛନ୍ତି। ସେପଟେ ଆଜି ସମିତି ବୈଠକ ଥିଲା । ବୈଠକ ଆରମ୍ଭରୁ ହିଁ ପୂର୍ବ ଆୟବ୍ୟୟ ର ହିସାବ ମାଗିଥିଲେ ଦୁଇ କଂଗ୍ରେସ କାଉନସିଲର । ଏଥି ପୂର୍ବରୁ ମଧ୍ୟ ବାରମ୍ବାର କୌଣସି ତଥ୍ୟ ମାଗିଲେ ମଧ୍ୟ ଦେଉ ନ ଥିବାରୁ ଆଜି ବାଧ୍ୟ ହୋଇ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା ଦେଇଥିଲେ l

ବର୍ତ୍ତମାନ ର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା ପରେ ପୂର୍ବ ବିଷୟରେ ଆଲୋଚନା କରିବାକୁ କହିଥିଲେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ l ଏଜେଣ୍ଡା ଅନୁଯାୟୀ ବୈଠକ ଅନୁଷ୍ଠିତ ହେବ କିନ୍ତୁ ସେମାନେ ଏହା ନ ମାନି ବୈଠକରୁ ଉଠିଯାଇ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଅନ୍ୟପଟେ ଦୁଇ କଂଗ୍ରେସ କାଉନସିଲରଙ୍କ ଅଭିଯୋଗ ଭିତ୍ତିହୀନ ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version