• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୃହ ନିର୍ମାଣ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରାଯିବ – ପ୍ରତାପ ଜେନା

Proprietor Abhimanyu Maharana by Proprietor Abhimanyu Maharana
January 3, 2020
in ଓଡ଼ିଶା, ହୋମ୍
0
ଗୃହ ନିର୍ମାଣ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରାଯିବ – ପ୍ରତାପ ଜେନା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର :- ଗୃହ ନିର୍ମାଣ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରାଯିବା ସହିତ ରାଜ୍ୟ ସରକାର ସମସ୍ତ ପକ୍ରାର ସହାୟତା ଯୋଗାଇ ଦେବେ । କ୍ରେଡାଇର ସଦସ୍ୟମାନଙ୍କସହିତ ଆଲୋଚନାଅବସରରେ ଏହା କହିଛନ୍ତି ରାଜ୍ୟ ଗୃହ ଓ ନଗର ଉନ୍ନୟନ ମବୀ ପ୍ରତାପ ଜେନା । କ୍ରେଡାଇର ଏକ ପ୍ରତିନିଧିମଣ୍ଡଳୀ ଆଜି ମବୀ ଶ୍ରୀ ଜେନାଙ୍କୁ ଭେଟି ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଗୃହ ଯୋଜନା ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା କରିଛନ୍ତି । ଉନ୍ନତି ଭବନ ଠାରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ପ୍ରମୁଖ ସଚିବ ଜି ମାଥିଭାଥନନ, ବିଏମ୍‍ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି, ରେରାର ଅଧ୍ୟକ୍ଷ ଅମୀୟ କୁମାର ଚୌଧୁରୀ ଏବଂ ବିଡିଏ ଓ ସିଡିଏର ପଦାଧିକାରୀମାନେ ଉପସ୍ଥିତ ଥିଲେ । ଆଲୋଚନା କାଳରେ କ୍ରେଡାଇ ସଦସ୍ୟମାନେ ରିୟଲ ଇଷ୍ଟେଟ ରେଗୁଲାଟରୀ ଅଥରିଟୀ ଆଇନ୍‍ (ରେରା) -୨୦୧୬ ଏବଂ ଓଡିଶା ରିୟଲ ଇଷ୍ଟେଟ ରେଗୁଲାଟରୀ ଅଥରିଟୀ (ଓରେରା) ନିୟମ ୨୦୧୭ ଅନୁଯାୟୀ ଗୃହ ନିର୍ମାଣ କ୍ଷେତ୍ରରେ ଯେଉଁସବୁ ସମସ୍ୟାର ସ୧ୁଖୀନ ହେଉଛନ୍ତି ସେ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଏଥି ସହିତ ଗୃହ ନିର୍ମାଣ ପାଇଁ ବର୍ତ୍ତମାନ ଆଦାୟ ହେଉଥିବା ସେସ୍‍ ଓ ପୌର ଦେୟ ହ୍ରାସ ଲାଗି ଦାବି କରିଥିଲେ । ସମସ୍ତ ପ୍ରକଳ୍ପ ଲାଗି ଏକକ ବାତାୟନ ବ୍ୟବସ୍ଥା (ସିଙ୍ଗଲ ୱିଣ୍ଡୋ) କରିବା, ଧାର୍ଯ୍ୟ ସମୟ ମଧ୍ୟରେ ଅଧିଗ୍ରହଣ ପ୍ରମାଣପତ୍ର, ଓଟିଡିଆର ୨୦୧୫ ନିୟମରେ ପରିବର୍ତ୍ତନ, ସର୍ବକ୍ଷମା ଯୋଜନା, ସମସ୍ତ ସହରାଞ୍ଚଳ ପାଇଁ ଗୃହ ନିର୍ମାଣ ନୀତି, ପ୍ରକଳ୍ପ ଗୁଡିକର ଅନୁମୋଦନ, ଓରେରା ଚୁକ୍ତି ଅନୁଯାୟୀ ବିକ୍ରି ବ୍ୟବସ୍ଥା ଆଦିର ପରିବର୍ତ୍ତନ ଓ ସରଳୀକରଣ ଆଦି ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ସଦସ୍ୟମାନଙ୍କ ମତାମତ ଶୁଣିବାପରେ ମବୀ ଶ୍ରୀ ଜେନା କହିଥିଲେ ଯେ ଉପସ୍ଥାପିତ ହୋଇଥିବା ସମସ୍ୟା ଓ ମତାମତ ଉପରେ ଖୁବ୍‍ଶୀଘ୍ର ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ଗୃହ ନିର୍ମାଣ କ୍ଷେତ୍ରରେ ରାଜ୍ୟରେ କିଭଳି ଅଧିକରୁ ଅଧିକ ପୁଞ୍ଜି ବିନିଯୋଗ ହେବ ସେଥିନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବେ ବୋଲି ମବୀ ଆଶ୍ୱାସନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version