• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
June 17, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି
Share on FacebookShare on TwitterWhatsapp

ଷୋଡ଼ଶ ଅର୍ଥ କମିଶନଙ୍କ ସୁପାରିଶ କ୍ରମେ ଚଳିତ ବର୍ଷ ରାଜ୍ୟର ପଞ୍ଚାୟତ ଗୁଡ଼ିକୁ ୫୩୦ କୋଟି ଟଙ୍କାର ଅନୁଦାନ କମିବ

ଧାନମନ୍ତ୍ରୀ ଆବାସ ଓ ଜଳ ଜୀବନ ମିଶନ ଯୋଜନାରେ ଗତ ୨ ବର୍ଷ ମଧ୍ୟରେ କେନ୍ଦ୍ରୀୟ ଅନୁଦାନ ଶୂନ ଓଡ଼ିଶାକୁ ଅନୁଦାନ ବୃଦ୍ଧି ପାଇଁ କେନ୍ଦ୍ର ନିକଟରେ ମୁହଁ ଖୋଲନ୍ତୁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଷୋଡ଼ଶ ଅର୍ଥ କମିଶନଙ୍କ ସୁପାରିଶ କ୍ରମେ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ଉଦ୍ବେଗଜନକ । ଡବଲ ଇଞ୍ଜିନ ସରକାରରେ ଅନୁଦାନ ବୃଦ୍ଧି ପାଇବା ପରିବର୍ତ୍ତେ କମୁଥିବାରୁ ମୁଖ୍ୟମନ୍ତ୍ରୀ ଏ ବାବଦରେ କେନ୍ଦ୍ର ସରକାରଙ୍କ ନିକଟରେ ମୁହଁ ଖୋଲନ୍ତୁ ଦାବି କରିଛି ବିଜୁ ଜନତା ଦଳ । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଡ଼ ଅରୁଣ ସାହୁ କହିଥିଲେ ଯେ, ସରକାରକୁ ଆସିବା ପୂର୍ବରୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କରି ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟ କରିବ ବୋଲି କହିଥିଲା ବିଜେପି ।

କିନ୍ତୁ ପଞ୍ଚଦଶ ଅର୍ଥ କମିଶନ (୨୦୨୧-୨୬)ଙ୍କ ସୁପାରିଶ କ୍ରମେ ଓଡ଼ିଶାକୁ ୪.୫୩ ପ୍ରତିଶତ ଅର୍ଥ ମିଳିଥିବା ବେଳେ ଷୋଡ଼ଶ ଅର୍ଥ କମିଶନ (୨୦୨୬-୩୧)ଙ୍କ ସୁପାରିଶରେ ତାହା ୪.୪୨ ପ୍ରତିଶତକୁ ହ୍ରାସ ପାଇଛି । ଏହାଦ୍ୱାରା ଓଡ଼ିଶା ପ୍ରଭୂତ କ୍ଷତି ସହିବ । ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫,୮୦୦ କୋଟି ଟଙ୍କାର ଅନୁଦାନ ମିଳିବାକୁ ଥିବାବେଳେ ଟଙ୍କାଟିଏ ବି ଅନୁଦାନ ମିଳିଲାନି । ୨୦୨୫-୨୬ ଆର୍ଥିକ ବର୍ଷରେ ମଧ୍ୟ ଏହି ଯୋଜନାରେ ଓଡ଼ିଶା ଅନୁଦାନ ପାଇବାରୁ ସମ୍ପୂର୍ଣ୍ଣ ଭାବେ ବଞ୍ଚିତ ହେଲା । ସେହିପରି ଜଳ ଜୀବନ ମିଶନ ଯୋଜନାରେ ବାର୍ଷିକ ୬ ହଜାର କୋଟି ଟଙ୍କା ଅନୁଦାନ ମିଳିବାକୁ ଥିବାବେଳେ ଗତ ୨ ବର୍ଷ ମଧ୍ୟରେ ଟଙ୍କାଟିଏ ବି ଅନୁଦାନ ଓଡ଼ିଶାକୁ ମିଳିଲା ନାହିଁ ।

ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନାରେ ଓଡ଼ିଶା ହକ୍ରୁ ବଞ୍ଚିତ ହେଲା ପରେ ମଧ୍ୟ କେନ୍ଦ୍ର ନିକଟରେ ମୁହଁ ଖୋଲିବା ପାଇଁ ସାହାସ ଜୁଟାଇ ପାରୁନାହାନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଡ଼ ସାହୁ ଆହୁରି କହିଥିଲେ ଯେ, ଗତ ୨ ବର୍ଷ ମଧ୍ୟରେ ରାଜ୍ୟ ସରକାର ବଜେଟ୍ରେ ଆବଣ୍ଟିତ ଅର୍ଥ ଖର୍ଚ୍ଚ ନ କରିପାରିବାରୁ କେନ୍ଦ୍ର ଅନୁଦାନ କାଟିଦେଉଛି ଏବଂ ଯାହାବି ଅନୁଦାନ ରାଜ୍ୟକୁ ମିଳୁଛି, ତାହା ଆର୍ଥିକ ବର୍ଷ ଶେଷରେ ମିଳୁଥିବାରୁ ଖର୍ଚ୍ଚ ହୋଇପାରୁ ନାହିଁ । ରାଜ୍ୟ ବିଜେପି ସରକାରଙ୍କ ଅପାରଗତା ଲାଗି ଗ୍ରାମାଞ୍ଚଳରେ ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ଜଳ ଜୀବନ ମିଶନ ଯୋଜନାରେ କେନ୍ଦ୍ରୀୟ ଅନୁଦାନ ମିଳୁନଥିବାରୁ ଗ୍ରାମାଞ୍ଚଳରେ ପିଇବା ପାଇଁ ପାଣି ମିଳୁନାହିଁ ।

ଷୋଡ଼ଶ ଅର୍ଥ କମିଶନଙ୍କ ନୂଆ ଫର୍ମୁଲା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବ । ଗତ ୨ ବର୍ଷ ଧରି କେନ୍ଦ୍ରୀୟ ଅନୁଦାନ କମିବା ଏବଂ ରାଜ୍ୟ ବଜେଟ୍ରେ ବରାଦ ଅର୍ଥ ଖର୍ଚ୍ଚ ହୋଇନପାରିବା ଫଳରେ ବିକାଶ ବାଧାପ୍ରାପ୍ତ ହୋଇଛି । ପୂର୍ବ ବିଜେଡି ସରକାରରେ ଆର୍ଥିକ ପରିଚାଳନାରେ ଦେଶରେ ୧ ନମ୍ବର ସ୍ଥାନରେ ଥିବା ଓଡ଼ିଶାର ଆର୍ଥିକ ସ୍ଥିତି ଆଜି ବିଗିଡ଼ିଯାଇଛି । ପ୍ରଚାର ସର୍ବସ୍ୱ ବିଜେପି ସରକାର ଓଡ଼ିଶାବାସୀଙ୍କ ନାର୍ଯ୍ୟ ଦାବିକୁ କେନ୍ଦ୍ର ନିକଟରେ ଉପସ୍ଥାପିତ କରି ରାଜ୍ୟ ପାଇଁ ଅଧିକ ଅନୁଦାନ ଆଣନ୍ତୁ, ନଚେତ୍ ଓଡ଼ିଶାବାସୀ କେବେ କ୍ଷମା ଦେବେ ନାହିଁ । ବିଜେଡିର ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version