• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କନ୍ଧମାଳରେ ମାଓବାଦୀଙ୍କ ଗୁପ୍ତ ଅସ୍ତ୍ର ଭଣ୍ଡାର ଠାବ : ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ

Proprietor Abhimanyu Maharana by Proprietor Abhimanyu Maharana
June 17, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ବିଭିନ୍ନ ଗୁଇନ୍ଦା ସୂତ୍ରରୁ ମିଳିଥିବା ସୂଚନା ଆଧାରରେ କନ୍ଧମାଳ ପୁଲିସ ଏକ ବଡ଼ ମାଓବାଦୀ ବିରୋଧୀ ଅଭିଯାନ ଚଳାଇ ବହୁ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ସୂଚନା ଅନୁଯାୟୀ, ମାଓବାଦୀମାନେ କୋଟଗଡ଼, ବାଲିଗୁଡ଼ା ଓ ତୁମୁଡିବନ୍ଧ ଥାନା ଅଞ୍ଚଳର ସୀତାଗୁଡ଼ା, ଗଞ୍ଜୁଗୁଡ଼ା, କୁଟିବାରି, ଗୁଦ୍ରିକିଆ ଏବଂ ଲାଞ୍ଜାମ ଅଞ୍ଚଳରେ ଗୁପ୍ତ ଭାବେ ବିଭିନ୍ନ ଅସ୍ତ୍ର ସାମଗ୍ରୀ ଲୁଚାଇ ରଖିଥିଲେ । ଏହି ସୂଚନା ପାଇବା ପରେ କନ୍ଧମାଳ ପୁଲିସ ପକ୍ଷରୁ ୨ଟି ଏସଓଜି ଦଳ ଓ ୧ଟି ଡିଭିଏଫ୍ ଦଳକୁ ନେଇ ମିଳିତ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା ।

ଅଭିଯାନ ସମୟରେ କୋଟଗଡ଼ ଥାନା ଅଧୀନସ୍ତ ଜଙ୍ଗଲ ଅଞ୍ଚଳରେ ମାଓବାଦୀଙ୍କ ଗୁପ୍ତ ଡମ୍ଫ ସ୍ଥାନ ଠାବ କରାଯାଇଥିଲା। ପରେ ବମ୍ ନିଷ୍କ୍ରିୟକରଣ ଦଳ ଆବଶ୍ୟକ ସତର୍କତା ଅବଲମ୍ବନ କରି ସମଗ୍ର ଅଞ୍ଚଳକୁ ତଲାସୀ କରିଥିଲେ, ଯାହାଦ୍ବାରା କୌଣସି ଆଇଇଡି ବା ବିସ୍ଫୋରକ ପୋତାଯାଇଥିବା ସମ୍ଭାବନାକୁ ନଷ୍ଟ କରାଯାଇଥିଲା l ଏହି ଅଭିଯାନରେ ୧ଟି .୩୦୩ ରାଇଫଲ, ୨ଟି ୧୨ ବୋର ବନ୍ଧୁକ, ୨ଟି ସିଙ୍ଗଲ ଶଟ୍ ଗନ୍, ୧ଟି ୮ ଏସ୍ଏମ୍ ବନ୍ଧୁକ, ୧ଟି .୩୦୩ ମାଗାଜିନ୍, ୧୮ଟି .୩୦୩ ଗୁଳି, ୧୦ଟି ୧୨ ବୋର କାର୍ଡ଼ଜ, ୩୫ଟି ୮ ଏସ୍ଏମ୍ ଗୁଳି, ୧୦ ମିଟର କୋଡେକ୍ସ ତାର, ୫ଟି ଇଲେକ୍ଟ୍ରିକ ଡିଟୋନେଟର ସହ ବିଭିନ୍ନ ବ୍ୟବହାର ସାମଗ୍ରୀ ଜବତ କରାଯାଇଛି। ଏଥିମଧ୍ୟରେ ପୋଷାକ, ଚପଲ, ଛତା, ଟିଫିନ୍ କ୍ୟାରିଅର, ଚା ପ୍ୟାକେଟ, ଟର୍ଚ୍ଚ ଓ ପ୍ଲାଷ୍ଟିକ ଡ୍ରମ ମଧ୍ୟ ରହିଛି।

କନ୍ଧମାଳ ଏସପି ରାମେନ୍ଦ୍ର ପ୍ରସାଦ କହିଛନ୍ତି ଯେ, ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ମାଓବାଦୀଙ୍କର ଥ‌ିବା ସ୍ପଷ୍ଟ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଧାରିତ ଲକ୍ଷ୍ୟ ଅନୁଯାୟୀ ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା କନ୍ଧମାଳ ଜିଲ୍ଲାକୁ ସମ୍ପୂର୍ଣ୍ଣ ନକ୍ସଲମୁକ୍ତ କରାଯାଇଛି । ତଥାପି ମାଓବାଦୀମାନେ ପୂର୍ବରୁ ଲୁଚାଇ ରଖୁଥ‌ିବା କିଛି ପୁରୁଣା ଡମ୍ପ ଏବେ ବି ରହିଥ‌ିବାରୁ ନିୟମିତ କବିଂ ଅପରେସନ ମାଧ୍ୟମରେ ସେଗୁଡ଼ିକୁ ଉଦ୍ଧାର କରାଯାଉଛି । ଭବିଷ୍ୟତରେ ମାଓବାଦୀ କାର୍ଯ୍ୟକଳାପର ପୁନରୁତ୍ଥାନକୁ ରୋକିବା ସହ ଲୁଚାଇ ରଖାଯାଇଥ‌ିବା ଅସ୍ତ୍ରଶସ୍ତ୍ର ଓ ସାମଗ୍ରୀ ଉଦ୍ଧାର ପାଇଁ ଏସଓଜି, ଡିଭିଏଫ୍, ସିଆରପିଏଫ୍ ଓ ବିଏସଏଫ୍ ପକ୍ଷରୁ ନିୟମିତ ଭାବେ ଏରିଆ ଡୋମିନେସନ ଅପରେସନ ଜାରି ରହିଥ‌ିବା ଏସପି ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version