• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

Proprietor Abhimanyu Maharana by Proprietor Abhimanyu Maharana
June 25, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିରେ ହେଉଥ‌ିବା ଦୁର୍ନୀତି ଏବଂ ବିଭିନ୍ନ ଅଭିଯୋଗ କରି ସୋମବାର ଠାରୁ ଦୁଇ ଜଣ କାଉନ୍‌ସିଲର ଧାରଣାରେ ବସିଥିଲେ । ତିନି ଦିନ ଧରି ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଓ ପୋଲିସ କତ୍ତୃପକ୍ଷ ବହୁ ବୁଝା ସୁଝା କରିବା ପରେ ମଧ୍ୟ ସେମାନେ ନିଜ ଜିଦରେ ଅଟଳ ରହିଥିଲେ l

ଗାନ୍ଧୀ ଫୋଟ ଚିତ୍ରରେ ପୁଲ ମାଳ ଦେଇ ଫ୍ଲାଗ କାର୍ଡ ଧରି ୫ ଟି ପ୍ରମୁଖ ଅଭିଯୋଗ ଓ ୪ ଦାବୀ ର ଭିଜିଲାନ୍ସ ତଦନ୍ତ ସହ ସିଏଜି ତଦନ୍ତ କରିବା ପାଇଁ ଶାନ୍ତି ପୂର୍ଣ୍ଣ ଭାବରେ ଗଣତାନ୍ତ୍ରିକ ଉପାୟରେ ୧ନଂ. ୱାର୍ଡ଼ ର ଅଜୟ କୁମାର ନାୟକ ଓ ୧୩ ନଂ ୱାର୍ଡ ର ଆଲୋକ କୁମାର ନାୟକ ଏହି ଦୁଇଜଣ କାଉନସିଲର ଅନିର୍ଦ୍ଧିଷ୍ଟ କାଳ ପାଇଁ ଏନ ଏ ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ରେ ବସିଥିଲେ l

ବୁଧବାର ରାତ୍ର ପ୍ରାୟ ୮ ଘଣ୍ଟ ସମୟରେ ଉପ-ଜିଲାପାଳ ପ୍ରଣୀତା ଦାସ ଏବଂ ଏସଡିପିଓ ଶୁଭମ ଭୋସଲେ ଏନଏସି କାର୍ଯ୍ୟାଳୟରେ ପହଞ୍ଚି ଧାରଣାରତ କାଉନସିଲର ଅଜୟ ଦିଗାଲ ଓ ଆଲୋକ ନାୟକଙ୍କୁ କାର୍ଯ୍ୟାଳୟ ପରିସରକୁ ଡାକି ତିନି ଘଣ୍ଟାରୁ ଅଧିକ ସମୟ ଧରି ରୁଦ୍ଧଦ୍ବାର ବୈଠକ କରିଥିଲେ ।

ଏନଏସିର ଆୟବ୍ୟୟ ସହ ବିଭିନ୍ନ ଦାବୀ ଓ ଅଭିଯୋଗ ଗୁଡିକ ଭିଜିଲାନ୍ସ ତଦନ୍ତ ସହ ସିଏଜି ତଦନ୍ତ କରାଯିବ ବୋଲି ଲିଖୂତ ପ୍ରତିଶ୍ରୁତି ମିଳିବା ପରେ ସେମାନେ ଧାରଣାରୁ ହଟିଥିଲେ । ଏହି ରୁଦ୍ଧ ଦ୍ୱାର ବୈଠକରେ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଓ ଏନଏସି କାର୍ଯ୍ୟନିର୍ବାହୀ ଅଧୂକାରୀ ବିବେକାନନ୍ଦ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

September 13, 2026
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version