• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

Proprietor Abhimanyu Maharana by Proprietor Abhimanyu Maharana
June 26, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ
Share on FacebookShare on TwitterWhatsapp

ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶାଳୟରେ ନୀରବ ପ୍ରାର୍ଥନା ଓ ଶ୍ରଦ୍ଧାଞ୍ଜଳି

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ଶୋକ ପ୍ରକାଶ

​ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସ୍ୱରାଜ୍ୟ ସୀସାଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି ପାର୍କିନ୍‌ସନ୍‌ସ ( ସ୍ନାୟୁଜନିତ ରୋଗ) ରେ ପୀଡ଼ିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୪୨ ବର୍ଷ ହୋଇଥିଲା । ତାଙ୍କର ଏହି ଅକାଳ ବିୟୋଗରେ ଭୁବନେଶ୍ୱରସ୍ଥିତ ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟାଳୟରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସ୍ୱର୍ଗତ ସୀସାଙ୍କର ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ତାଙ୍କର ଅମରାତ୍ମାର ଶାନ୍ତି ଓ ସଦଗତି ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ ୧ ମିନିଟ୍ ନିରବ ପ୍ରାର୍ଥନା କରିଥିଲେ । ଶ୍ରୀଯୁକ୍ତ ସୀସାଙ୍କ ବିୟୋଗରେ ଓଡ଼ିଶା ସୂଚନା ସେବା ସଂଘ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ସଂଘର କର୍ମକର୍ତ୍ତା ଓ ସଭ୍ୟସଭ୍ୟାମାନେ ବିଭାଗୀୟ ମୁଖ୍ୟାଳୟରେ ସ୍ୱର୍ଗତ ସୀସାଙ୍କର ଫଟୋଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସେହିପରି ବିଭିନ୍ନ ଜିଲ୍ଲାର ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀମାନେ ମଧ୍ୟ ଶ୍ରୀଯୁକ୍ତ ସୀସାଙ୍କ ଅମରାତ୍ମା ଶାନ୍ତି ଓ ସଦଗତି କାମନା ପୂର୍ବକ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ, ତାଙ୍କ ଧର୍ମପତ୍ନୀ ଏବଂ ବୃଦ୍ଧ ପିତାଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

ସ୍ୱର୍ଗତ ସୀସା କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ ଅନ୍ତର୍ଗତ ପାଟଖମରା ଗ୍ରାମର ମୂଳ ବାସିନ୍ଦା ଥିଲେ । ସେ ନିଜ କାର୍ଯ୍ୟକାଳ ମଧ୍ୟରେ ଭଞ୍ଜନଗର ଏବଂ ପରେ ପରେ କୁଚିଣ୍ଡା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ , ଦେବଗଡ ଏବଂ ଗଜପତି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଏବଂ ୨୦୨୨ ମସିହାରୁ ଶେଷ ନିଶ୍ୱାସ ତ୍ୟାଗ ପର୍ଯ୍ୟନ୍ତ କୋରାପୁଟ ଡିଆଇପିଆରଓ ଭାବେ ନିଜର ଦାୟିତ୍ୱ ନିର୍ବାହ କରୁଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version