• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 27, 2026
in ଓଡ଼ିଶା, ପୁରୀ, ହୋମ୍
0
ରଥଯାତ୍ରା ପାଇଁ ପ୍ରଥମ ମକ ଡ୍ରିଲ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପର୍ଣ୍ଣ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟ ର ପ୍ରଥମ ମକ ଡ୍ରିଲ ଆଜି ଟାଉନ ଥାନା ପରିସରରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଚଳିତ ରଥଯାତ୍ରାରେ ଅଧିକ ଶ୍ରଦ୍ଧାଳୁ ଙ୍କ ଯୋଗ ଦାନ ଆଶା କରାଯାଉଛି।ତେଣୁ ଆମକୁ ଯାତ୍ରୀ ଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି।ପରସ୍ପର ମଧ୍ୟରେ ସୁସମନ୍ବୟ ଓ ସହଯୋଗ ଦ୍ଵାରା ଆମେ ପ୍ରତ୍ୟେକ ପରିସ୍ଥିତି କୁ ସଫଳ ଭାବେ ମୁକାବିଲା କରିପାରିବା।ପୋଲିସ,

ଏନଡିଆରଏଫ, ଓଡ୍ରାଫ,ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ, ସ୍ବେଚ୍ଛାସେବୀ ସଂଗଠନ, ବେସାମରିକ ପ୍ରତିରକ୍ଷା ବାହିନୀ ପ୍ରଭୃତି ଙ୍କ ସହଯୋଗ ରଥଯାତ୍ରା ରେ ଆମ ସେବା କାର୍ଯ୍ୟ କୁ ଅଧିକ କ୍ରିୟାଶୀଳ କରିବ ବୋଲି ଜିଲ୍ଲାପାଳ ଶ୍ରୀ ପରିଡା କହିଥିଲେ।ମକଡ୍ରିଲ ମାଧ୍ୟମରେ କୌଣସି ପରିସ୍ଥିତି ପାଇଁ ଆମେ ଆମର ପ୍ରସ୍ତୁତି ରେ କେତେ ସକ୍ଷମ ଓ ଦକ୍ଷ ଜାଣି ପାରିବା କେଉଁଠାରେ ସମସ୍ୟା ରହୁଛି ବା ତାହାକୁ କିପରି ଆହୁରି ଭଲ ଭାବେ କମ ସମୟ ମଧ୍ୟରେ କରି ପାରିବା ତାହା ମଧ୍ୟ ଆମକୁ ଶିକ୍ଷା ମିଳିବ।ଆଜି ଏହା ପ୍ରଥମ ଓ ଜୁଲାଇ ୧୦ ତାରିଖରେ ଆହୁରି ଥରେ ଏହାର ପୂର୍ବାଭାସ କରିବା ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ ।

ଏସ୍ ପି ପ୍ରତୀକ ସିଂ କୌଣସି ଘଟଣା ଘଟିଲେ କେତେ କମ ସମୟରେ, କେତେ ସଠିକ ଭାବେ ଆମେ କାର୍ଯ୍ୟ ନିର୍ବାହ କରୁଛନ୍ତି ତାହା ଆମକୁ ଏହି ମକ ଡ୍ରିଲ ରୁ ଶିଖିବାକୁ ମିଳୁଛି।ଏହା ଦ୍ୱାରା ଆମେ ସଶକ୍ତ ହେବା ସହ କାର୍ଯ୍ୟକୁ ଖୁବ୍ ଭଲ ଭାବରେ ପରିଚାଳନା କରିବାର ଅଭିଜ୍ଞତା ହାସଲ କରିବା ବୋଲି ଶ୍ରୀ ସିଂ କହିଥିଲେ। ଓସଡାମାର ଡି ଜି ଏମ ସୁନୀଲ କୁମାର ସାହୁ ମକ ଡ୍ରିଲ ର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରିବା ସହ ମକ ଡ୍ରିଲ ପରିଚାଳନା କରିଥିଲେଏହି ଅବସରରେ ରଥଯାତ୍ରା ର ଏସଓପି ପୁସ୍ତିକା ଉନ୍ମୋଚିତ ହୋଇଥିଲା ।

ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ କୁମାର ବେହେରା ସମସ୍ତଙ୍କୁ ସ୍ୱାଗତ କରିଥିଲେ।ଶେଷରେ ଡେପୁଟି କଲେକ୍ଟର ଅନୁଶ୍ରବ ଗନ୍ତାୟତ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା ଅକ୍ଷୟ କୁମାର ଶତପଥୀ, ପିକେଡିଏ ସେକ୍ରେଟାରୀ ଦିଲ୍ଲୀପ କୁମାର ମହାରଣା, ଉପଜିଲ୍ଲାପାଳ ରାଜ କିଶୋର ଜେନା, ଜଗନ୍ନାଥ ମନ୍ଦିର ସୁରକ୍ଷା ଅଧିକାରୀ ହେମନ୍ତ କୁମାର ପାଢୀ, ଅତିରିକ୍ତ ଏସପି ସୌମ୍ୟ ରଞ୍ଜନ ମଲ୍ଲିକ, ସଚିନ ପାଟିଲ, ସୁଶୀଲ କୁମାର ମିଶ୍ର,

ଶ୍ରୀ ଦେବୀ ପ୍ରସାଦ ପ୍ରତାପ, ଏନଡିଆରଏଫ ଡେପୁଟି କମାଣ୍ଡାଣ୍ଟ ପ୍ରବୀଣ ଚୌହାନ ବିଭିନ୍ନ ବିଭାଗର ଅଧିକାରୀ, ପୋଲିସ ଅଧିକାରୀ, ସ୍ୱଛାସେବୀ ମାନେ ଏହି ମକଡ୍ରିଲ ରେ ଯୋଗ ଦେଇଥିଲେ । ପରେ ଏନ ଡି ଆର ଏଫ,ଓଡ୍ରାଫ, ଅଗ୍ନିଶମ, ମେଡିକାଲ, ପୋଲିସ, ପରିବହନ ଆମ୍ବୁଲାନ୍ସ ,ପୌର ପ୍ରଶାସନ,ସୂଚନା ଇତ୍ୟାଦି ବିଭାଗର ସମ୍ମିଳିତ ମକଡ୍ରିଲ ର କାର୍ଯ୍ୟ କୁ ଇଣ୍ଟିଗ୍ରେଟେଡ୍ ନିୟନ୍ତ୍ରଣ କକ୍ଷ ମାଧ୍ୟମରେ ପରିଚାଳନା କରାଯାଇଥିଲା।ରଥଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ କରାଯାଇ ସଚେତନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version