• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

Proprietor Abhimanyu Maharana by Proprietor Abhimanyu Maharana
June 28, 2026
in ଓଡ଼ିଶା, ମନୋରଞ୍ଜନ, ସମ୍ବଲପୁର, ହୋମ୍
0
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ
Share on FacebookShare on TwitterWhatsapp

ସମ୍ବଲପୁର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ଓ ସମ୍ବଲପୁରର ମିଳିତ କଳାକାରଙ୍କ ସହଯୋଗରେ ସମଲେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ହୋଇଆସୁଥିବା ମାସିକ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମରେ ରବିବାର ସନ୍ଧ୍ୟାରେ “ସାତବହନୀ” ଶୀର୍ଷକ ଏକ ସ୍ୱତନ୍ତ୍ର ସଙ୍ଗୀତାନୁଷ୍ଠାନ ପରିବେଷଣ କରାଯାଇଥିଲା । ବିଗତ ଆଠ ମାସ ଧରି ପ୍ରତି ମାସର ଦ୍ୱିତୀୟ ଓ ଚତୁର୍ଥ ରବିବାରରେ ଏହି ଭଜନ ସନ୍ଧ୍ୟାର ଆୟୋଜନ କରାଯାଉଛି।ଆଜିର କାଯ୍ୟକ୍ରମ କୁ ସଭାପତି ସଞ୍ଜୟ ବାବୁ ଉଦ୍ଘାଟନ କରିଥିଲେ ।

ଏହି ଭଜନ ସନ୍ଧ୍ୟା ରେ ଟ୍ରଷ୍ଟ ବୋର୍ଡ ସଦସ୍ୟ ପ୍ରଫୁଲ୍ଲ ହୋତା , ସନ୍ତୋଷ ପ୍ରୂସେଠ, ଦେବ କୁମାର ଅଜମେରୀଆ ତଥା ଶ୍ୟାମ ସୁନ୍ଦର ଧର , ସୁକାନ୍ତ କର , ମୋହିତ ସ୍ୱାଇଁ , ତ୍ରିଲୋଚନ ତ୍ରୀପାଠୀ , ରତନ ଶର୍ମା , ସୁଶୀଲ ଦାଶ , ରାଜୁ ମିଶ୍ର , ସୁଶାନ୍ତ ମିଶ୍ର ଓ ଅପର୍ଣ୍ଣା ପାଢ଼ୀ , ଦୀପାଳି ଚୌଧୁରୀ ନରେଶ ସେଠ ପ୍ରମୁଖ ଉପସ୍ଥିତ ରହି କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ । ଆଜିର କାର୍ଯ୍ୟକ୍ରମ “ଶିରି ସମଲେଇ” କାବ୍ୟକୁ ଆଧାର କରି “ସାତବହନୀ”ର ଉପସ୍ଥାପନା କରାଯାଇଥିଲା ।

ଆଜି ଭଜନ ସନ୍ଧ୍ୟାରେ ଅଞ୍ଚଳର ‘ସାତବହନୀ’ କୁହାଯାଉଥିବା ଦେବୀ ମା ସୁରେଶ୍ୱରୀ, ମା ମାଣିକେଶ୍ବରୀ, ମା ଚନ୍ଦ୍ରହାସିନୀ, ମା ଘଣ୍ଟେଶ୍ୱରୀ, ମା ମେଟାକାନୀ, ମା ପାଟଣେଶ୍ୱରୀ ଏବଂ ମା ସମଲେଶ୍ୱରୀଙ୍କ ମହିଳା କଳାକାରମାନେ ସ୍ତୁତିଗାନ କରିଥିଲେ । ଏହାର ପରିକଳ୍ପନା, ସଙ୍ଗୀତ ସଂଯୋଜନା ଓ ପରିଚାଳନା କରିଥିଲେ ଗୁରୁ ରଞ୍ଜନ ସାହୁ। କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ଲୋକଗୀତ ଓ ଲୋକବାଦ୍ୟର ସୁନ୍ଦର ସମ୍ମିଶ୍ରଣ ଦର୍ଶକଙ୍କୁ ବିମୋହିତ କରିଥିଲା ।

ଏହି ସଙ୍ଗୀତାନୁଷ୍ଠାନର ରଚନା ଓ ସଙ୍ଗୀତ ଗୁରୁ ରତନ ପୁଜାରୀଙ୍କର ହୋଇଥିବାବେଳେ ସଙ୍ଗୀତ ସହାୟକ ଭାବେ ବିଶିଷ୍ଟ ଗୁରୁ ଶଙ୍କର ପ୍ରଧାନ ଏବଂ ସ୍ୱର୍ଗତ ପ୍ରଭୂଦତ୍ତ ପ୍ରଧାନଙ୍କ ଅବଦାନ ରହିଥିଲା । ସଙ୍ଗୀତ ସଂଯୋଜନା କରିଥିଲେ ଶ୍ରୀ ଦେବାଶିଷ ପାଢ଼ୀ । ଦୀପାଳି ଚୌଧୁରୀ ଓ ନବୀନ କୁଜୁର ବିଶେଷ ସହଯୋଗ କରିଥିବାବେଳେ ଡ. ଶ୍ୟାମ ସୁନ୍ଦର ଧର, ପ୍ରଫୁଲ୍ଲ ହୋତା ଓ ସଞ୍ଜୟ ବାବୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ଭାବେ ପଦ୍ମିନୀ ଦୋରା, ଚେତନାମୟୀ ବେହେରା, ନୂପୁର ମଲ୍ଲିକ, ସୁମନ ମେହେର, ଅର୍ପିତା ମିଶ୍ର, ସିଲ୍କି ବୋହିଦାର ଓ ଅଦ୍ୱୈତା ମିଶ୍ର ସୁମଧୁର ଭଜନ ପରିବେଷଣ କରିଥିଲେ । ବାଦ୍ୟଯନ୍ତ୍ର ଓ ସଙ୍ଗୀତରେ ଦେବାଶିଷ ପାଢ଼ୀ, ସିଲୁ ସିଂଦେଓ, ରଞ୍ଜନ କୁମାର ହୋତା, ରଞ୍ଜନ ପଟ୍ଟନାୟକ, ଗୁରୁ କପିଳେନ୍ଦ୍ର ସାହୁ, ଦିବାକର ମହାନନ୍ଦ, ଗୁରୁ ରଞ୍ଜିତ ସାହୁ, ଓଁକାର ବାଗ, ଅନୁରୋଧ ବାଗ ଓ ସୁମିତ କୁମାର ପଧାନ ସହଯୋଗ କରିଥିଲେ ।

କାର୍ଯ୍ୟକ୍ରମକୁ ଶ୍ରୀମତୀ ମାନସୀ ନନ୍ଦ ସୁନ୍ଦର ଭାବେ ଉପସ୍ଥାପନା କରିଥିବାବେଳେ, ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ଓ ସମ୍ବଲପୁରର ମିଳିତ କଳାକାରଙ୍କ ଏହି ପ୍ରୟାସକୁ ଉପସ୍ଥିତ ଦର୍ଶକ ଓ ସଙ୍ଗୀତପ୍ରେମୀମାନେ ଭୂୟସୀ ପ୍ରଶଂସା କରିଥିଲେ । ଏହି ଅବସରରେ ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ଶ୍ରୀ ସଞ୍ଜୟ ବାବୁ କହିଛନ୍ତି ଯେ ମା ସମଲେଇଙ୍କ ଅପାର କରୁଣା ରୁ ଗୁରୁ ଓ କଳାକାରମାନେ ଏହି ମାଟି କୁ ଗୌରବାନ୍ୱିତ କରିଛନ୍ତି । ମା ସମଲେଇ ଙ୍କ ନିକଟରେ ସେ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

September 8, 2026
ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

September 8, 2026
ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୭ : ଯୁବପିଢ଼ିଙ୍କ ପାଇଁ ଜାତୀୟ ସ୍ତରରେ ନିଜ ପ୍ରତିଭା ପ୍ରଦର୍ଶନର ସୁଯୋଗ

ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୭ : ଯୁବପିଢ଼ିଙ୍କ ପାଇଁ ଜାତୀୟ ସ୍ତରରେ ନିଜ ପ୍ରତିଭା ପ୍ରଦର୍ଶନର ସୁଯୋଗ

September 8, 2026
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

September 8, 2026
ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version