• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

Proprietor Abhimanyu Maharana by Proprietor Abhimanyu Maharana
June 30, 2026
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାରେ ସାଧାରଣଙ୍କ ଲୋକଙ୍କ ବିଭିନ୍ନ ଅଭାବ ଅସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲ୍ଲାର ସାଧାରଣ ପ୍ରଶାସନ ଓ ପୁଲିସ ପ୍ରଶାସନ ଜରିଆରେ ଜନ ଶୁଣାଣି କାର୍ଯ୍ୟକ୍ରମ ମାଧ୍ୟମରେ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ସୋମବାର ହିଞ୍ଜିଳିକାଟୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ବିଡ଼ିଓ ସୁଶ୍ରୀ ସାଗରୀକା ଷଡ଼ଙ୍ଗୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ସରସ୍ଵତୀ ସେଠୀ, ଜିଲ୍ଲାପାଳ ଭି. କିର୍ତ୍ତିଭାସନ, ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ହରିଶ ବି ସି, ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା,ଉପଜିଲ୍ଲାପାଳ ଶିବାଶିଷ ବରାଳ, ତହସିଲଦାର ତପନ କୁମାର ମହାପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁକାନ୍ତ ଚନ୍ଦ୍ର ବେଉରା ପ୍ରମୁଖ ମଞ୍ଚାସିନ ଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ସମୁଦାୟ ୧୮୭ଟି ଅଭିଯୋଗ ମଧ୍ୟରୁ ୧୪୬ଟି ବ୍ୟକ୍ତିଗତ,

୪୧ ଟି ଗୋଷ୍ଠୀଗତ ଓ ୭ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଯୁଗ୍ମ ଅଭିଯୋଗ ଶୁଣାଣିରେ ଡିପିଏଚଓ ଡାକ୍ତର ବାଲୁଙ୍କେଶ୍ୱର ଷଢ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ବର୍ଷାରାଣୀ ଜେନା,ମେଡିକାଲ ଅଧିକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ,ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଇଂ ଗିରିଶ ଚନ୍ଦ୍ର ନାୟକ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଇଂ ସୀମାଞ୍ଚଳ ବେହେରା, ଏସିଏଫ୍ ମାଣିକେଶ୍ୱରୀ ହାଁସଦା,ଟିପିଏସଓଡିଏଲ ନିର୍ବାହୀ ଯନ୍ତ୍ରୀ ଇଂ ଭଗବାନ ପ୍ରଧାନ, ସହକାରୀ ଯନ୍ତ୍ରୀ ଇଂ ସମ୍ବିତ ସାମଲ, ଜିଲ୍ଳା ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା,

ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଚିକିତ୍ସକ ଡାକ୍ତର ସୁଭାଶିଷ ମିଶ୍ର, ଜଳସମ୍ପଦ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହି, ଅବକାରୀ ନିରୀକ୍ଷକ ସରୋଜ କୁମାର ପରିଡ଼ା, ସହକାରୀ ଯନ୍ତ୍ରୀ ଇଂ ଭଜରାମ ସାହୁ, ସହକାରୀ ଯନ୍ତ୍ରୀ ଇଂ ଅରୁଣ ପଟ୍ଟନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ବିନ୍ଦୁ ସାଗର ପଣ୍ଡା, ସହକାରୀ ଯନ୍ତ୍ରୀ ଇଂ ପ୍ରସନ୍ନ ଦଳାଇ, ସହକାରୀ ଯନ୍ତ୍ରୀ ଇଂ ସନ୍ତୋଷ ଦାଶ, ସହକାରୀ ଯନ୍ତ୍ରୀ ଇଂ ମାନସ ରଞ୍ଜନ ଦାଶ, ଆଇଆଇସି ଶ୍ରୀନିବାସ ସେଠୀ, ଆଇଆଇସି ସ୍ମିତାଞ୍ଜଳି ପ୍ରଧାନ, ବିଭିଓ ଚିରଞ୍ଜିବୀ ସାହୁ, ବନପାଳ ଘରମଣି ପାଣିଗ୍ରାହି, ଏବିଡିଓ ଅରୁଣ କୁମାର ପ୍ରଧାନ, ବିଇଓ ଚାନ୍ଦିନୀ ପଣ୍ଡାଙ୍କ ସମେତ ଜିଲ୍ଳା ସ୍ତରର ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀ ଗଣ ଉପସ୍ଥିତ ଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନେ ପରିଚାଳନା ଓ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧ ନୟାଗଡ଼ ରେ ରାଧାକୃଷ୍ଣ ସେବା ସଂସ୍ଥା ଆନୁକୂଲ୍ୟରେ ଷୋଡଶ ବାର୍ଷିକ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ

କନ୍ଧ ନୟାଗଡ଼ ରେ ରାଧାକୃଷ୍ଣ ସେବା ସଂସ୍ଥା ଆନୁକୂଲ୍ୟରେ ଷୋଡଶ ବାର୍ଷିକ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ

September 6, 2026
ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ

September 6, 2026
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର କୋଟି କୋଟି ଟଙ୍କା ଠକେଇ ମାମଲାରେ ୩ ଅଭିଯୁକ୍ତ ଗିରଫ

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର କୋଟି କୋଟି ଟଙ୍କା ଠକେଇ ମାମଲାରେ ୩ ଅଭିଯୁକ୍ତ ଗିରଫ

September 6, 2026
ଗଜପତିଜିଲ୍ଲା ଶିକ୍ଷାଧିକାରୀ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ନୂଆଦିଲ୍ଲୀ ଠାରେ ସମ୍ମାନିତ

ଗଜପତିଜିଲ୍ଲା ଶିକ୍ଷାଧିକାରୀ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ନୂଆଦିଲ୍ଲୀ ଠାରେ ସମ୍ମାନିତ

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧ ନୟାଗଡ଼ ରେ ରାଧାକୃଷ୍ଣ ସେବା ସଂସ୍ଥା ଆନୁକୂଲ୍ୟରେ ଷୋଡଶ ବାର୍ଷିକ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ

କନ୍ଧ ନୟାଗଡ଼ ରେ ରାଧାକୃଷ୍ଣ ସେବା ସଂସ୍ଥା ଆନୁକୂଲ୍ୟରେ ଷୋଡଶ ବାର୍ଷିକ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ

September 6, 2026
ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version