• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତ ଙ୍କ ସମାଗମ

Proprietor Abhimanyu Maharana by Proprietor Abhimanyu Maharana
June 30, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତ ଙ୍କ ସମାଗମ
Share on FacebookShare on TwitterWhatsapp

ବାଲିଗୁଡା (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଭକ୍ତଙ୍କ ଚଳ ଚଞ୍ଚଳ ସହ ପ୍ରବଳ ସମାଗମ ଦେଖିବାକୁ ମିଳିଥିଲା। ମନ୍ଦିର ପରିସରସ୍ଥ ସ୍ନାନ ମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧାଡି ପହଣ୍ଡିରେ ବିଜେ କରାଯାଇଥିଲା। ସକାଳୁ ପାରମ୍ପରିକ ପୂଜାର୍ଚ୍ଚନା କରାଯାଇଥିବା ବେଳେ ପ୍ରଥମେ ସୁଦର୍ଶନ, ପରେ ସୁଭଦ୍ରା, ବଳଭଦ୍ର ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଶହ ଶହ ଭକ୍ତଙ୍କ ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନୀ ମଧ୍ୟରେ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ ଅଣାଯାଇଥିଲା ।

ଦିବ୍ୟ ସ୍ନାନ ନୀତି ଭକ୍ତିମୟ ପରିବଶରେ ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କରାଯାଇଥିଲା l ଏହି ଦୁର୍ଲଭ ଦୃଶ୍ୟର ସାକ୍ଷୀ ହେବା ପାଇଁ ସମଗ୍ର ମନ୍ଦିର ପରିସରରେ ଶହ ଶହ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । କାହା ହାତରେ ତୁଳସୀ, କାହା ମୁହଁରେ ଜୟ ଜଗନ୍ନାଥ ର ଧ୍ୱନି ତ’ ଆଉ କାହା ଆଖିରେ ଭକ୍ତିର ଅଶ୍ରୁ ଦୃଶ୍ୟ ଦେଖିବାକୁ ମିଳିଥିଲା । ବହୁ ଦିନର ଅପେକ୍ଷା ପରେ ଆଜି ମହାପ୍ରଭୁଙ୍କ ଏହି ମହାମାନବୀୟ ଲୀଳାକୁ ଦେଖି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଥିଲେ ।

ଘଣ୍ଟ, ଘଣ୍ଟା, ଶଙ୍ଖ ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ମନ୍ଦିର ପରିସର। ଭକ୍ତ ଓ ଭଗବାନଙ୍କ ଏହି ଅପୂର୍ବ ମିଳନରେ ଭାବବିହ୍ୱଳ ହୋଇଉଠିଛି ସମଗ୍ର ବାଲିଗୁଡା ଅଞ୍ଚଳ । ଅପରାହ୍ନରେ ଠାକୁରଙ୍କ ଗଜାନନ ବେଶ, ଭୋଗ ଲାଗି, ସନ୍ଧ୍ୟା ଆଳତି ଓ ରାତ୍ରିରେ ମହାଆଳତି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହି ଉତ୍ସବ ରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ,ଏସ ଡି ପି ଓ ଶୁଭମ ଭୋସଲେ, ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଟ୍ରଷ୍ଟ ର ମଧୁସୂଦନ ଦାସ,ଟି.ଶ୍ରୀନିବାସ ରାଓ,ପ୍ରକାଶ ଚନ୍ଦ୍ର ନାୟକ,

ନବ କୁମାର ପାଣିଗ୍ରାହୀ,ଭଗବାନ ପଣ୍ଡା, ରଞ୍ଜିତ କୁମାର ମହାନ୍ତି, ସତ୍ୟ ନାରାୟଣ ପାଢ଼ୀ ଙ୍କ ସମେତ ଶତାଧିକ ଭକ୍ତ ସାମିଲ ହୋଇ ପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ । ଉତ୍ସବକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମାଜ, ପୂଜକ ମଣ୍ଡଳୀ ଓ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରି ପରିଚାଳନା ରେ ସହଯୋଗ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ପରିସରରେ ଓ ସମଗ୍ର ଟାଉନ ରେ ପୋଲିସ ମୁତୟନ କରାଯାଇ ପାଟ୍ରୋଲିଂ ବ୍ୟବସ୍ଥା କୁ କଡାକଡି କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

September 13, 2026
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version