• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
July 1, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ
Share on FacebookShare on TwitterWhatsapp

ସହରାଞ୍ଚଳ ସମୃଦ୍ଧିରେ କ୍ଷୁଦ୍ର ବ୍ୟବସାୟୀଙ୍କ ଅବଦାନ ଗୁରୁତ୍ଵପୁର୍ଣ୍ଣ : ଜିଲ୍ଲାପାଳ

ନୟାଗଡ଼ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ଓ ନୟାଗଡ଼ ପୌର ପରିଷଦର ମିଳିତ ଆୟୋଜନରେ ଆଜି ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ, ପିଏମ ସ୍ଵନିଧି ଯୋଜନାର ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ମଧୁମିତା ରଥ ଯୋଗ ଦେଇ ସହରାଞ୍ଚଳର ସମୃଦ୍ଧିରେ କ୍ଷୁଦ୍ର ବ୍ୟବସାୟୀଙ୍କ ଅବଦାନ ଗୁରୁତ୍ଵପୂର୍ଣ୍ଣ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ସମ୍ମାନିତ ଅତିଥିଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦେଇ ସେମାନଙ୍କ ସ୍ଥାୟିତ୍ଵ ଆମ ସମସ୍ତଙ୍କର ଦାୟିତ୍ଵ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ ।

ଏହି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ମହୋତ୍ସବରେ ନୟାଗଡ଼ ପୌରାଧ୍ୟକ୍ଷା ନିରୂପମା ଖଟେଇ ଅଧ୍ୟକ୍ଷତା କରିଥିଲେ । କ୍ଷୁଦ୍ର ବ୍ୟବସାୟୀଙ୍କ ଆର୍ଥିକ ଅଭିବୃଦ୍ଧି ନିମନ୍ତେ ସରକାରଙ୍କ ଋଣ ସହାୟତା ବ୍ୟବସ୍ଥା ଆଗକୁ ନେଉଛି ଓ ସେମାନଙ୍କ ପରିବାର ଭଲରେ ପ୍ରତିପୋଷଣ ହେଉଛନ୍ତି । ଜିଲ୍ଲା ପରିଷଦ ଅଧକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ଡୁଡା ନିର୍ଦ୍ଦେଶକ ଲଗ୍ନଜିତ ରାଉତ, ଉପ-ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ଅଗ୍ରଣୀ ବ୍ୟାଙ୍କର ପରିଚାଳକ ପ୍ରକାଶ କୁମାର ସାହୁଙ୍କ ସମେତ ଖଣ୍ଡପଡା, ରଣପୁର,

ଦଶପଲ୍ଲା ସହରର ଅଧ୍ୟକ୍ଷା ଓ ନିର୍ବାହୀ ଅଧିକାରୀମାନେ ଯୋଗ ଦେବା ସହିତ ଓଡ଼ଗାଁ ସହରର ନିର୍ବାହୀ ଅଧିକାରୀ ଯୋଗ ଦେଇଥିଲେ । ସମସ୍ତ ଏନ.ଏ.ସି ଓ ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ, କାଉନସିଲର ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ୫ ଟି ଯାକ ସହରର ପ୍ରାୟ ୬୦୦ ଜଣ କ୍ଷୁଦ୍ର ବ୍ୟବସାୟୀ ମହୋତ୍ସବରେ ଯୋଗଦେଇଥିଲେ ଓ ସେମାନଙ୍କ ମଧ୍ୟରୁ ୬୮ ଜଣଙ୍କୁ ଋଣ ସହାୟତା ଓ ଉନ୍ନତମାନର ଖାଦ୍ୟ ପ୍ରଦାଥ ବିକ୍ରି କରୁଥିବାରୁ ମାନପତ୍ର ସହିତ ସମ୍ବର୍ଦ୍ଧିତ କରଯାଇଥିଲା ।

ଏହା ସହିତ ରଣପୁର ବ୍ଲକର ରାଜସୁନାଖଳା ଓ ଚାନ୍ଦପୁର ପଞ୍ଚାୟତକୁ ନୂତନ ଭାବେ ପିଏମ ସ୍ଵନିଧି ଯୋଜନାର ସାମିଲ କରଯାଇଥିଲା । ଆଜିର କାର୍ଯ୍ୟକ୍ରମକୁ ନୟାଗଡ଼ ପୌର ପରିଷଦର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିଲେ । କ୍ଷୁଦ୍ର ବ୍ୟବସାୟୀଙ୍କ ସଶକ୍ତିକରଣ ପାଇଁ ସରକାରଙ୍କ ଏହା ଏକ ବରିଷ୍ଠ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version