ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର ସ୍ୱାରସ୍ବତ ଆସର ଖାରବେଳ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାହିତ୍ୟ ସଭାରେ ସଭାପତିତ୍ୱ କରିଥିଲେ ବନ୍ଦିତା ଦାସ । ସଂଯୋଜନା କରିଥିଲେ ବିଜନବାଳା ପାଟଯୋଷି । ରଶ୍ମିତା ମହାନ୍ତ ,କାହ୍ନୁ ଚରଣ ଦାସ, ପୁଷ୍ପାଞ୍ଜଳି ବିଶୋୟୀ, ତ୍ରିଲୋଚନ ପ୍ରଧାନ ,ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ ,















