• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

Proprietor Abhimanyu Maharana by Proprietor Abhimanyu Maharana
July 1, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ
Share on FacebookShare on TwitterWhatsapp

• ସ୍ୱାସ୍ଥ୍ୟ ବୀମା ପାଇଁ ସରକାରଙ୍କ ନିକଟରେ କର୍ପୋରେଟରଙ୍କ ଦାବି
• ଆମିଷ ବର୍ଜ୍ୟ ପ୍ରକ୍ରିୟାକରଣ ପାଇଁ ଯୋଜନା
• ବଡ ବଡ ଡ୍ରେନରେ ଲାଗିବ ସେନସର୍

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ର 42 ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଜିର ବୈଠକରେ ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ବିଏମ୍ ସି କମିଶନର ଶ୍ରୀ ଚଞ୍ଚଳ ରାଣା, ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁ, ଶ୍ରୀମତୀ ସସ୍ମିତା ସାହୁ, ସିଟି ଇଂଜିନିୟର ପ୍ରଫୁଲ୍ଲ ରଇତ ମୁଖ୍ୟବିତ୍ତ ଅଧିକାରୀ ଶ୍ରୀ ଦୀପକ ରଂଜନ ବେହେରା ପ୍ରମୁଖ ମଂଚାସୀନ ଥିଲେ ।

ବଡବଡ ଡ୍ରେନରେ ଲାଗିବ ସେନସର । ସଠିକ୍ ଭାବେ ପଙ୍କୋଦ୍ଧାର ହୋଇଛି କି ନାହିଁ ତାହା ଜଣାପଡିବ । ବିଏମ୍ ସି ଅଂଚଳରେ ଆମିଷ ବର୍ଜ୍ୟ ପ୍ରକ୍ରିୟାକରଣ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଯୋଜନା କରାଯାଇଛି । ଏହି ପ୍ଲାଣ୍ଟ ପ୍ରତିଷ୍ଠା ହେଲେ, ପାଖପଡୋଶୀ ସ୍ୱାୟତ୍ତ ଶାସନ ସଂସ୍ଥା ଉପକୃତ ହେବେ । ଏଥିପାଇଁ ବିଏମ୍ ସିକୁ କୌଣସି ଅର୍ଥ ବ୍ୟୟ କରିବାକୁ ପଡିବ ନାହିଁ ବୋଲି ଗୃହକୁ ସୂଚନା ଦେଇଛନ୍ତି କମିଶନର ଶ୍ରୀ ରାଣା । ସୁପ୍ରିମ କୋର୍ଟଙ୍କ ନିର୍ଦେଶ ମୁତାବକ ବିଭିନ୍ନ ସ୍ଥାନରେ ଡଗ୍ ସେଲଟର ଖୋଲାଯିବ । ଏହା ବ୍ୟତୀତ ଅନେକ ବଡ ବଡ ପ୍ରକଳ୍ପ ପ୍ରତିଷ୍ଠା ହେବା ପାଇଁ ଯୋଜନା ରହିଛି ବୋଲି ସେ କହିଛନ୍ତି ।

ବୈଠକ ଆରମ୍ଭରୁ ପୂର୍ବ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟାନ୍ୱୟ ସଂପର୍କରେ ଆଲୋଚନା କରାଯାଇଥିଲା । ପରେ କର୍ପୋରେଟର ଓ ବିଭିନ୍ନ ଉପବିଭାଗରୁ ଆସିଥିବା ପ୍ରସ୍ତାବଗୁଡିକ ଆଗତ କରାଯାଇଥିଲା । ପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ମୋଟ 7ଟି ଲିଖିତ ପ୍ରଶ୍ନ ଉପସ୍ଥାପନ କରାଯାଇଥିଲା । ଜିରୋ ଆଓ୍ୱାରରେ କର୍ପୋରେଟରମାନେ ବିଭିନ୍ନ ପ୍ରଶ୍ନ ପଚାରିଥିଲେ ।

କର୍ପୋରେଟରମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଓ ଗୃପ୍ ଇନସ୍ୟୁରାନ୍ସ ସଂପର୍କରେ ରାଜ୍ୟ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବାକୁ ମଧ୍ୟ ଆଲୋଚନା ହୋଇଛି । ବିଏମ୍ ସି ଅଧିନରେ ଥିବା ସମସ୍ତ ମେଡିକାଲକୁ 5 ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ଦେବା ପାଇଁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି । ବର୍ଷା ଦିନ ଆସିଯାଇଥିବାରୁ ବିଭିନ୍ନ ଓ୍ୱାର୍ଡରୁ ଗଛ ଡାଳ କାଟିବା ପାଇଁ ଅଧିକ ଗାଡି ଓ ମାନବ ସମ୍ବଳ ଯୋଗାଇ ଦେବାକୁ ବୈଠକରେ ଆଲୋଚନା ହୋଇଛି ।

ଭୁବନେଶ୍ୱରର ଯେଉଁ ଯେଉଁ ଅଂଚଳରେ ରଥଯାତ୍ରା ହେଉଛି, ସେହି ଅଂଚଳରେ ଝୁଲିଥିବା ବିଦ୍ୟୁତ୍ ତାର ସଜାଡିବା ପାଇଁ ଟିପିସିଡିଓଏଲ୍ କୁ ନିର୍ଦେଶ ଦିଆଯାଇଛି । ସେହିଭଳି ଯେଉଁ ଯେଉଁ ରାସ୍ତା ଦେଇ ରଥ ଯିବ, ଉଭୟ ଆର୍. ଆଣ୍ଡ ବି ଏବଂ ବିଏମ୍ ସି ତୁରନ୍ତ ସେହି ରାସ୍ତାଗୁଡିକର ମରାମତି କାମ ସାରିବାକୁ ନିର୍ଦେଶ ଦିଆଯାଇଛି । ବିଭିନ୍ନ ବିଭାଗ ରାସ୍ତା ଖୋଳି କାମ ତୁରନ୍ତ କରୁନଥିବାରୁ କ୍ଷୋକ୍ଷ ପ୍ରକାଶ କରିଛନ୍ତି ମାନନୀୟା ମେୟର ।  ବର୍ଷା ଆରମ୍ଭ ହୋଇଯାଇଥିବାରୁ ଆଉ କୌଣସି ବିଭାଗ ଏବେ ରାସ୍ତା ଖୋଳି କାମ ନକରିବା ପାଇଁ ତାଗିଦ କରିଛନ୍ତି ।

ଅନ୍ୟମାନେ ରାସ୍ତା ଖୋଳୁଛନ୍ତି, ମାତ୍ର ସାଧାରଣ ଲୋକେ ବିଏମ୍ ସିରେ ଅଭିଯୋଗ କରୁଛନ୍ତି । ଫଳରେ ବିଏମ୍ ସିକୁ ଲୋକମାନଙ୍କ ରୋଷର ଶିକାର ହେବାକୁ ପଡୁଛି ବୋଲି ସେ କହିଛନ୍ତି । ଅନ୍ୟପକ୍ଷରେ ସାନିଟେସନ ମଲ୍ଟି ଟାକ୍ସିଂ ଆସିଷ୍ଟାଣ୍ଡ ଦିନ ରାତି କାର୍ଯ୍ୟ କରୁଥିବାରୁ ସେମାନଙ୍କର ପାଉଣା ଚୁକ୍ତି ଅନୁଯାୟୀ ପ୍ରତିବର୍ଷ 10 ପ୍ରତିଶତ ବୃଦ୍ଧି କରିବାକୁ ନିର୍ଦେଶ ଦିଆଯାଇଛି ।ଜିରୋ ଆଓ୍ୱାରରେ ବିଦ୍ୟୁତ୍ ଆଲୋକ ଓ ଗଛ ଡାଳ କାଟିକା ପାଇଁ ପଦକ୍ଷେପ   ନେବାକୁ ଉପବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦିଆଯାଇଛି । ଏହି ସମସ୍ତ କାର୍ଯ୍ୟର ସଂଯୋଜନା କରିଥିଲେ ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version