ବାଲିଗୁଡ଼ା (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଜୁଲାଇ ୧ ତାରିଖ ରାଷ୍ଟ୍ରୀୟ ଡାକ୍ତର ଦିବସରୁ ଓମସା ପକ୍ଷରୁ ୧୦ ଦଫା ଦାବିରେ ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ ହୋଇଛି । ରାଜ୍ୟ ଡାକ୍ତର ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଧାରଣାରେ ବସିଛନ୍ତି ସମୁହ ଡାକ୍ତର । ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରୀ ରହିଥିବା ଯୋଗୁଁ ରୋଗୀ ସେବାରେ ଘୋର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି ।
















