• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
July 3, 2026
in ଓଡ଼ିଶା, ପୁରୀ, ହୋମ୍
0
ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଏହାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ସହରକୁ ପ୍ରବେଶ ଓ ପ୍ରସ୍ଥାନ କ୍ଷେତ୍ରରେ ମାଟିଆପଡ଼ା ଆର୍‌ଓବିର ପ୍ରମୁଖ ଭାଗୀଦାରି ରହିଛି ।

ଏଣୁ ଚଳିତ ରଥଯାତ୍ରା ପୂର୍ବରୁ ମାଟିଆପଡ଼ା ଆର୍‌ଓବିର ନିର୍ମାଣ କାର୍ଯ୍ୟ ଶେଷ କରି ଜନସାଧାରଣଙ୍କ ବ୍ୟବହାର ଉପଯୋଗୀ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିୟମିତ ପୁରୀ ଗସ୍ତ କରି କାର୍ଯ୍ୟର ଅଗ୍ରଗତି ଓ ସ୍ଥିତିର ସମୀକ୍ଷା କରୁଛନ୍ତି । ଏହି କ୍ରମରେ ଗତକାଲି ସଚିବ ଶ୍ରୀ ସିଂହ ମାଟିଆପଡ଼ା ଗସ୍ତ କରି ନିର୍ମାଣ ସ୍ଥଳୀ ପରିଦର୍ଶନ କରିବା ସହ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

ବର୍ତ୍ତମାନ ସୁଦ୍ଧା ବୋ-ଷ୍ଟିଙ୍ଗ୍‌ ଗାର୍ଡରର ଲଞ୍ଚିଂ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହୋଇଥିବାବେଳେ ବୋ-ଷ୍ଟିଙ୍ଗ୍‌ ଗାର୍ଡର ଉପରେ ଡେକ୍‌ ସ୍ଲାବ୍‌ କାଷ୍ଟିଂ କାର୍ଯ୍ୟକୁ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ସଚିବ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଅବଶିଷ୍ଟ ଗୋଟିଏ ପିଏସ୍‌ସି ଗାର୍ଡର ସ୍ପାନ୍‌ର ଲଞ୍ଚିଂ ଏବଂ ଡେକ୍‌ ସ୍ଲାବ୍‌ କାଷ୍ଟିଂ ଶୀଘ୍ର ଶେଷ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ ।

ରଥଯାତ୍ରା ପୂର୍ବରୁ ଆର୍‌ଓବି ସର୍ଭିସ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଯାତାୟତ ଉପଯୋଗୀ କରିବା ଏବଂ ନିର୍ମାଣ ସାମଗ୍ରୀ ଓ ଆବର୍ଜନା ହଟାଇ ଆର୍‌ଓବି ସ୍ଥଳକୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବରିଷ୍ଠ ଅଧିକାରୀ ଓ ନିର୍ମାଣ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିଦର୍ଶନ ସମୟରେ ମୁଖ୍ୟଯନ୍ତ୍ରୀ (ଜାତୀୟ ରାଜପଥ), ଅଧୀକ୍ଷଣ ଯନ୍ତ୍ରୀ (ଏନ୍‌ଏଚ୍‌ ଡିଭିଜନ୍‌) ଏବଂ ନିର୍ମାଣ ଦାୟିତ୍ୱରେ ଥିବା ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 3, 2026
ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

July 3, 2026
ଦୁଆର ବେଢା ଉପରେ ଚନ୍ଦ୍ରଶାଳୀରେ ଧ୍ୱଜବତା ସଂଯୋଗ ସାରଥୀ ଓ ଘୋଡା ରଙ୍ଗ କାର୍ଯ୍ଯ ଜାରୀ

ଦୁଆର ବେଢା ଉପରେ ଚନ୍ଦ୍ରଶାଳୀରେ ଧ୍ୱଜବତା ସଂଯୋଗ ସାରଥୀ ଓ ଘୋଡା ରଙ୍ଗ କାର୍ଯ୍ଯ ଜାରୀ

July 3, 2026
ରଥଯାତ୍ରା ପାଇଁ ଭାରତ ସ୍କାଉଟ୍ସ ଗାଇଡ୍ସ ଓ ଜୁନିଅର ରେଡକ୍ରସର ପ୍ରସ୍ତୁତି ବୈଠକ

ରଥଯାତ୍ରା ପାଇଁ ଭାରତ ସ୍କାଉଟ୍ସ ଗାଇଡ୍ସ ଓ ଜୁନିଅର ରେଡକ୍ରସର ପ୍ରସ୍ତୁତି ବୈଠକ

July 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 3, 2026
ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

July 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version