• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
July 3, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ବେଗୁନିଆ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :-  ଗୁରୁବାର ଦିନ ବେଗୁନିଆ ମଣ୍ଡଳ ଅନ୍ତର୍ଗତ ଗୋପବନ୍ଧୁ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ପ୍ରମୋଦ କୁମାରସ୍ୱାଇଁ ଙ୍କ ପୌରୋହିତ୍ଵରେ ଏବଂ ସୂର୍ଯ୍ୟକାନ୍ତ ମହାପାତ୍ରଙ୍କ ତତ୍ୱାବଧାନରେ ବିଦ୍ୟୁତ ସଚେତନତାସଭା ଅନୁଷ୍ଠିତ ହୋଇଯାଇଅଛି. ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ଵରସ୍ଥିତ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ବାରିକ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ କୁନାଲଦାସ ଯଥାକ୍ରମେ ମୁଖ୍ୟଅତୀଥି ଓ ସମ୍ମାନୀତ ଅତୀଥି ରୂପେ ଯୋଗ ଦେଇଥିଲେ. ବରିଷ୍ଠ ଶୀକ୍ଷୟତ୍ରି ଶୁଭଲକ୍ଷ୍ମୀ ସାହୁ ସ୍ଵାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ.

ତାହାପରେ ସଭାପତି, ସମସ୍ତ ଅତିଥି ଶିକ୍ଷକ ଶିକ୍ଷୟତ୍ରୀ ବିଦ୍ୟାର୍ଥୀମାନଙ୍କ ପିତାମାତା ଏବଂ ୩୮୭ ଜଣ ଛାତ୍ରଛାତ୍ରୀ ଉକ୍ତ ପ୍ରସଙ୍ଗ ସମ୍ବନ୍ଧୀୟ ଶପଥ ପାଠକ କରିଥିଲେ. ବିଦ୍ୟୁତ ସଚେତନତା ଉପରେ ଶିକ୍ଷୟିତ୍ରି ମୋହିନୀକାନ୍ତି ଦାସ, ରିସ୍କାରସ୍ମି ପାଇକରାୟ ଓ ଶିକ୍ଷକ ଶୀକାନ୍ତ ପଣ୍ଡାଙ୍କ ଦ୍ଵାରାପୂର୍ବ ଅନୁଷ୍ଠିତ ଚିତ୍ରାଙ୍କନ,ତର୍କ ଓ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ଦୀତିୟ ଓ ତୃତିୟ ସ୍ଥାନ ଅଧିକାର କରିଥିବା ଉଭୟ କନିଷ୍ଠ ଓ ବିରିଷ୍ଠ ବିଭାଗର ୧୮ଜଣ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରୀୟା ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ.

ଶିକ୍ଷୟିତ୍ରୀ ଆଶା ର୍ମୁର୍ମୁ ଏବଂ ଶୀକ୍ଷକ ହିମାଂଶୁ ଭୂଷଣ ସ୍ଵାଇଁ ତତ୍ବାଅବଧାନରେ ବିଭିନ୍ନ କିସମର ଫଳ, ଫୁଳ ଓ ଔଷଧୀୟ ବୃକ୍ଷ ଅତିଥି,ସ୍କାଉଟ,ଗାଇଡି ଏନସିସି ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଦ୍ୟାର୍ଥୀମାନଙ୍କ ପିତା ମାତାଙ୍କ ଦ୍ଵାରା ରୋପଣ କରାଯାଇଥିଲା ଗଞ୍ଜାମ ଜିଲ୍ଳା ଶେରଗଡମଣ୍ଡଳ ଅନ୍ତର୍ଗତ ଧବଳ ପୁରସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶୀକ୍ଷୟତ୍ରୀ ସ୍ମୃତିତ୍ସ୍କୀତା ବେହେରା ଉକ୍ତ ବୄକ୍ଷରୋପଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ ଏଥିରେ ବିରଞ୍ଚିନାରାୟଣ ସାହୁ ଏବଂ ସନ୍ତୋସ ଗୁମାନ ସିଂହ ସହଯୋଗ କରିଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡାବର ଗ୍ଲୁକୋଜ ପକ୍ଷରୁ ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ

ଡାବର ଗ୍ଲୁକୋଜ ପକ୍ଷରୁ ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ

July 3, 2026
କାନ୍ଦ ବୋବାଲିରେ ଫାଟିଲା ଗୋଇମୁଣ୍ଡ : ସାମ୍ବାଦିକ ଅଶୋକ ଭୋଇ ଅମର ରହେ

କାନ୍ଦ ବୋବାଲିରେ ଫାଟିଲା ଗୋଇମୁଣ୍ଡ : ସାମ୍ବାଦିକ ଅଶୋକ ଭୋଇ ଅମର ରହେ

July 3, 2026
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବିଦ୍ୟୁତ ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 3, 2026
ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

July 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡାବର ଗ୍ଲୁକୋଜ ପକ୍ଷରୁ ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ

ଡାବର ଗ୍ଲୁକୋଜ ପକ୍ଷରୁ ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ

July 3, 2026
କାନ୍ଦ ବୋବାଲିରେ ଫାଟିଲା ଗୋଇମୁଣ୍ଡ : ସାମ୍ବାଦିକ ଅଶୋକ ଭୋଇ ଅମର ରହେ

କାନ୍ଦ ବୋବାଲିରେ ଫାଟିଲା ଗୋଇମୁଣ୍ଡ : ସାମ୍ବାଦିକ ଅଶୋକ ଭୋଇ ଅମର ରହେ

July 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version